Day: 29 June 2024

ଅଭ୍ୟାସ କରୁଥିବା ସମୟରେ ନଦୀରେ ଭାସିଗଲା ଭାରତୀୟ ସେନାର ଟ୍ୟାଙ୍କ, ୫ ମୃତ

ଗତକାଲି ଲଦାଖରେ ଭାରତୀୟ ସେନା ବଡ ଦୁର୍ଘଟଣାର ସାମ୍ନା କରିଛି । ଜମ୍ମୁ କଶ୍ମୀର ଲଦାଖରେ ନଦୀରେ ବୁଡ଼ିଲା ଭାରତୀୟ ସେନାର ଟ୍ୟାଙ୍କ । ଚୀନ୍ ସୀମାରେ ଏଲଏସିରେ ଯବାନମାନେ ଲଦାଖର ଦୌଲତ ବେଗ ଓଲ୍ଡି ଅଞ୍ଚଳରେ ନଦୀ ପାର ହୋଇ…

ବୈଦେଶିକ ବ୍ୟାପାର ମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶା ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ

ଆଜି ଦିଲ୍ଲୀ ଗସ୍ତର ତୃତୀୟ ଦିନାରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କରଙ୍କୁ ଭେଟିଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ା ।

ଧାନମଣ୍ଡିରେ ଲାଗିବ ସିସିଟିଭି ଓ ମଣ୍ଡିରୁ ମିଲ୍‌କୁ ଯାଉଥିବା ଗାଡ଼ିରେ ଲାଗିବ ଜିପିଏସ୍

ଧାନ ମଣ୍ଡିକୁ ନେଇ ପ୍ରତିକ୍ରିୟା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ସେ କହିଛନ୍ତି ରାଜ୍ୟର ପ୍ରତି ଧାନମଣ୍ଡିରେ ଲାଗିବ ସିସିଟିଭି । ମଣ୍ଡିରୁ ମିଲ୍‌କୁ ଯାଉଥିବା ଗାଡ଼ିରେ ଲାଗିବ ଜିପିଏସ୍। ଯେକୌଣସି ସମସ୍ୟାର ସଙ୍ଗେ ସଙ୍ଗେ ସମାଧାନ…

ମହାତ୍ମା ଗାନ୍ଧିଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଓ ୨ ଉପମୁଖ୍ୟମନ୍ତ୍ରୀ

ଜାତିର ପିତା ମହାତ୍ମା ଗାନ୍ଧିଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଓ ୨ ଉପମୁଖ୍ୟମନ୍ତ୍ରୀ । ତିନିଦିନ ଦିଲ୍ଲୀ ଗ୍ରସ୍ତରେ ଯାଇ ଆଜି ଦିଲ୍ଲୀସ୍ଥିତ ରାଜଘାଟରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଉପ-ମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ପ୍ରଭାତୀ…

ଭୁବନେଶ୍ବର ବିମାନବନ୍ଦରର ଘରୋଇକରଣ ପ୍ରସଙ୍ଗରେ ବିଜେଡ଼ିର ଅସନ୍ତୋଷ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସରକାର ଘରୋଇକରଣ ଯୋଜନା ଉପରେ କାମ ଆରମ୍ଭ କରିଛନ୍ତି। ଭାରତରେ ବିମାନବନ୍ଦର ସଂଖ୍ୟା ବଢ଼ୁଥିବା ବେଳେ ଦେଶରେ ଥିବା ୧୧ଟି ବିମାନବନ୍ଦରର ଘରୋଇକରଣ କରାଯିବ। ସେହି ତାଲିକାରେ ଭୁବନେଶ୍ବରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ନାମ ରହିଛି।…

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଓ ଦୁଇ ଉପ ମୁଖ୍ୟମନ୍ତ୍ରୀ

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ ଏବଂ ପ୍ରଭାତୀ ପରିଡା । ଏହି ସାକ୍ଷାତ ଅବସରରେ ରାଜ୍ୟର ବିଭିନ୍ନ ପ୍ରସଙ୍ଗରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ସହ ଆଲୋଚନା…