Month: June 2024

ହାତରେ ସମ୍ବିଧାନ ଧରି ଶପଥ ନେଲେ ରାହୁଲ

ମଙ୍ଗଳବାର ଉତ୍ତରପ୍ରଦେଶ ରାଏବରେଲିର କଂଗ୍ରେସ ନେତା ତଥା ଏମପି ରାହୁଲ ଗାନ୍ଧୀ ସଂସଦର ସଦସ୍ୟତା ଗ୍ରହଣ କରିଛନ୍ତି। ଏହି ସମୟରେ ରାହୁଲ ଗାନ୍ଧୀ ସମ୍ବିଧାନର ଏକ ନକଲ ସହିତ ଶପଥ ଗ୍ରହଣ କରିବାକୁ ଆସିଥିଲେ। ଶପଥ ଗ୍ରହଣ କରିବା ପରେ ରାହୁଲ…

ଯୋଜନା ଓ ସଂଯୋଜନ ବିଭାଗ କାର୍ଯ୍ୟକ୍ରମ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଯୋଜନା ଓ ସଂଯୋଜନ ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା କରି ଏକ ଲୋକାଭିମୁଖୀ ବଜେଟ୍ ପ୍ରସ୍ତୁତ କରିବାକୁ ପରାମର୍ଶ ଦେଇଛନ୍ତି। ନୂଆ ସରକାରଙ୍କ ଉପରେ ଜନସାଧାରଣଙ୍କ ବହୁ ଆଶା ଅଛି ବୋଲି ସେ ମତ…

ଏଥର ନବଯୌବନ ଦର୍ଶନରୁ ବଞ୍ଚିତ ହେବେ ଶ୍ରଦ୍ଧାଳୁ

ବିଶ୍ବ ପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ମଙ୍ଗଳବାର ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଛି। ଛତିଶା ନିଯୋଗ ବୈଠକରେ ହୋଇଥିବା ନିଷ୍ପତ୍ତିକୁ କାଏମ ରଖିବାକୁ ବୈଠକରେ ନିଷ୍ପତ୍ତି ହୋଇଛି। ରଥଯାତ୍ରା ବ୍ୟବସ୍ଥାବଳି ଓ ନୀତି ନିର୍ଘଣ୍ଟକୁ ଅନୁମୋଦନ କରିଛି କମିଟି।…

ବବିଙ୍କ ପାଇଁ ଅଡ଼ୁଆ ବଢ଼ିଲା

ବିଜେଡି ନେତା ପ୍ରଣବ ପ୍ରକାଶ ଦାସଙ୍କ କ୍ୱାର୍ଟର୍ସରେ GA ଅଧିକାରୀ। ୩ ଅଧିକାରୀ ବବିଙ୍କ କ୍ୱାର୍ଟର୍ସ ଭିତରକୁ ଯାଇଥିଲେ। ପୋଲିସ ଫୋର୍ସଙ୍କ ଉପସ୍ଥିତିରେ ଭିତରେ ବୁଲିଲେ ଜିଏ ଅଧିକାରୀ। ବବିଙ୍କ କ୍ୱାର୍ଟର୍ସ ଭିତରେ ନିର୍ମାଣ ଭଙ୍ଗାକୁ ନେଇ ବିବାଦ ଦେଖାଦେଇଛି। କାହିଁକି…

ଲୋକସଭାରେ ଶପଥ ନେଲେ ଓଡ଼ିଆ ସାଂସଦ

ଲୋକସଭାରେ ଶପଥ ନେଲେ ଓଡ଼ିଆ ସାଂସଦ । କାମଚଳା ବାଚସ୍ପତି ଭାବେ ପ୍ରଥମେ କଟକ ସାଂସଦ ଭର୍ତ୍ତୃହରି ମହତାବଙ୍କୁ ଶପଥ ପାଠ କରାଇଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହାପରେ ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଜୁଏଲ୍ ଓରାମ ଲୋକସଭାରେ…

ମାସକରେ ମୁକୁଳା ଡ୍ରେନ୍ ଉପରେ ପଡ଼ିବ ସ୍ଲାବ: ବିଏମ୍‌ସି କମିଶନର

ଆକ୍ସନ ମୁଡ୍‌କୁ ଆସିଛି ଭୁବନେଶ୍ୱର ମହାନଗର ନିଗମ । ମାସକ ଭିତରେ ମୁକୁଳା ଡ୍ରେନ୍ ଉପରେ ପଡ଼ିବ ସ୍ଲାବ୍ । ସପ୍ତାହକରେ ବାରିକେଡ କାମ ସରିବ। ଏନେଇ ସୂଚନା ଦେଲେ ବିଏମ୍‌ସି କମିଶନର ରାଜେଶ ପ୍ରଭାକର ପାଟିଲ। ଭୁବନେଶ୍ବର ସହରରେ ମୋଟ୍…

ଟ୍ରାଫିକ ପୋଷ୍ଟରୁ ହଟିବ ରେଡ ଲାଇଟ୍

ଟ୍ରାଫିକ ପୋଷ୍ଟରୁ ହଟିବ ରେଡ ଲାଇଟ।ଏନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ସେ କହିଛନ୍ତି ଲୋକଙ୍କୁ ଆଉ ଘଣ୍ଟା ଘଣ୍ଟା ଧରି ଟ୍ରାଫିକରେ ଅପେକ୍ଷା କରିବାକୁ ପଡ଼ିବନି। ଏଥିପାଇଁ ବିକଳ୍ପ ବ୍ୟବସ୍ଥା କରାଯିବ। ଓଭର ବ୍ରିଜ, ଆପ୍ରୋଚ…

ଶହେ ଦିନ ଭିତରେ ମହିଳାଙ୍କୁ ମିଳିବ ସୁଭଦ୍ରା ଯୋଜନା

ଶହେ ଦିନ ଭିତରେ ମହିଳାଙ୍କୁ ସୁଭଦ୍ରା ଯୋଜନା ନିଶ୍ଚୟ ମିଳିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏବେ ସୁଭଦ୍ରା ଯୋଜନା ଡ୍ରାଫ୍ଟରେ ଅଛି । ତେଣୁ କେଉଁମାନଙ୍କୁ ଏହିି ଯୋଜନାର ସୁଫଳ ମିଳିବ ତାହା ଏବେ…

ବାସଭବନ ଭାଙ୍ଗିବା ନେଇ ପ୍ରତିକ୍ରିୟା ଦେଲେ ପ୍ରଣବ ଦାସ

ଆଜି ବିଜେଡି ନେତା ପ୍ରଣବ ପ୍ରକାଶ ଦାଶଙ୍କ ସରକାରୀ ବାସଭବନ ଭଙ୍ଗା ଚାଲିଛି। କ୍ୱାର୍ଟର୍ସ ପରିସରରେ ହୋଇଥିବା ଅଣ୍ଡର ଗ୍ରାଉଣ୍ଡ ଭଙ୍ଗାଯାଉଛି। ତେବେ କେଉଁ ଉଦ୍ଦେଶ୍ୟରେ ପ୍ରଣବ କୋଟି କୋଟି ଟଙ୍କାରେ ନିର୍ମାଣ କରିଥିବା ବାସଭବନରେ ଅଣ୍ଡର ଗ୍ରାଉଣ୍ଡକୁ ଭାଙ୍ଗିଦିଏ ଯାଉଛି…

ବାଚସ୍ପତି ପଦ ପାଇଁ ନାମାଙ୍କନ ଭରିଲେ ଏନ୍‌ଡିଏରୁ ଓମ୍‌ ବିର୍ଲା ଓ ଇଣ୍ଡିଆ ମେଣ୍ଟରୁ କେ ସୁରେଶ

୧୮ ତମ ଲୋକ ସଭା ଅଧିବେଶନ କାଲିଠାରୁ ଆରମ୍ଭ ହୋଇଥିବା ବେଳେ ଚଳିତ ବର୍ଷ ବାଚସ୍ପତି ପଦ ପାଇଁ ଲୋକସଭାରେ ପ୍ରଥମ ଥର ହେବ ନିର୍ବାଚନ । ୧୯୪୬ ମସିହା ପରେ ୨୦୨୪ ମସିହାରେ ହେବାକୁ ଯାଉଛି ବାଚସ୍ପତି ନିର୍ବାଚନ ।…