Month: June 2024

ଖଡ଼ଗେଙ୍କୁ ଭେଟିଲେ ଓଡ଼ିଶାର ୬ ବିଧାୟକ

ଏଆଇସିସି (AICC) ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେଙ୍କୁ ଭେଟିଲେ ଓଡ଼ିଶାର ୬ ବିଧାୟକ। କୋରାପୁଟ ସାଂସଦ ସପ୍ତଗିରି ଉଲାକାଙ୍କ ନେତୃତ୍ୱରେ ସମସ୍ତ ବିଧାୟକ ତାଙ୍କୁ ଭେଟିଲେ। କଂଗ୍ରେସ ବିଧାୟକ ଦଳ ନେତା କିଏ ହେବ ଚର୍ଚ୍ଚା ହେଉଥିବା ବେଳେ ସେ ନେଇ ସାକ୍ଷାତ…

ରାଜ୍ୟର ସବୁ ମହିଳାଙ୍କୁ ମିଳିବ ‘ସୁଭଦ୍ରା’ ଟଙ୍କା

ସୁଭଦ୍ରା ଯୋଜନାରେ ଓଡ଼ିଶାର ସବୁ ମହିଳାଙ୍କୁ ମିଳିବ ୫୦ ହଜାର ଟଙ୍କାର କ୍ୟାସ୍ ଭାଉଚର୍। ଏନେଇ ଉପ ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ସେ କହିଛନ୍ତି, କ୍ୟାବିନେଟ୍ ମୋହର ବାଜିବା ପରେ…

ପିସିସି ସଭାପତିଙ୍କ ଉପରକୁ କାଳିମାଡ଼ ଘଟଣା: ୫ କର୍ମକର୍ତ୍ତା ବହିଷ୍କୃତ

ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଉପରକୁ କାଳିମାଡ଼ ଘଟଣା ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଶୃଙ୍ଖଳା ଭଙ୍ଗ କରିବା ଅଭିଯୋଗରେ ୫ କଂଗ୍ରେସ କର୍ମକର୍ତ୍ତାଙ୍କୁ ବହିଷ୍କାର କରାଯାଇଛି। ୬ ବର୍ଷ ପାଇଁ କର୍ମକର୍ତ୍ତାଙ୍କୁ ଦଳରୁ ବହିଷ୍କାର କଲେ ପିସିସି ସଭାପତି। ସେମାନେ ଶୁକ୍ରବାର…

ମା’ ତାରିଣୀ ପୀଠ ଲାଗି ୫୦ କୋଟି ଟଙ୍କାର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଶପଥ ନେବା ପରେ ଆଜି ପ୍ରଥମ ଥର ପାଇଁ ନିଜ ଜନ୍ମମାଟି କେନ୍ଦୁଝର ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି କ୍ରମରେ ପ୍ରଥମେ ସେ ମା’ ତାରିଣୀ ପୀଠକୁ ଯାଇ ସେଠାରେ ପୂଜାର୍ଚ୍ଚନା କରିବା ସହ ମନ୍ଦିର ପୂଜକଙ୍କ…

ନିଟ୍‌ ବିବାଦ: ଦୁଇ ଶିକ୍ଷକଙ୍କୁ ପଚରାଉଚରା କଲା ଏଟିଏସ୍‌

ନିଟ୍‌ ୟୁଜି ମାମଲାରେ ଦିନକୁ ଦିନ ନୂଆ ନୂଆ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ପରୀକ୍ଷାର୍ଥୀଙ୍କ ସମେତ ସେମାନଙ୍କ ଅଭିଭାବକ ରାଜରାସ୍ତାରେ ବିକ୍ଷୋଭ କରୁଛନ୍ତି । ଏହାରି ମଧ୍ୟରେ ତଦନ୍ତ ପ୍ରକ୍ରିୟା ଜାରି ରହିଛି । ପୋଲିସ ବିହାର ସମେତ ଅନ୍ୟ…

ଆସନ୍ତା ୩ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା: ୟେଲୋ ଆଲର୍ଟ ଜାରି

ଆସନ୍ତା ୩ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଆଲର୍ଟ ଜାରି କରାଯାଇଛି। ୭୦ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷିବ। ଘଡ଼ଘଡ଼ି ବିଜୁଳି ସହ ବର୍ଷା ନେଇ ସତର୍କତା ଜାରି କରାଯାଇଛି। ଘଣ୍ଟା…

ଟ୍ରକ୍ ଚାପାରେ ମହିଳା ସଫେଇ କର୍ମଚାରୀଙ୍କ ମୃତ୍ୟୁ

ମାଲକାନଗିରି ସଦର ମହକୁମାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ମହିଳାଙ୍କ ଟ୍ରକ ଚାପାରେ ମୃତ୍ୟୁ ହୋଇଥିବା ବେଳେ ପୁଅ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି ହୋଇଛି। ଘଟଣା ଅନୁଯାୟୀ ଆଜି ସକାଳେ ସ୍ଥାନୀୟ ଟିନା ଗ୍ୟାରେଜ ଛକ ନିକଟରେ ବାସ କରୁଥିବା…

କିସ୍‌ ଜମି ମାମଲାର ତଦନ୍ତ ହେବ: ଜିଲ୍ଲାପାଳ

କିସ୍‌ ଜମି ମାମଲାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଖୋର୍ଦ୍ଧା ଜିଲ୍ଲାପାଳ। ସେ କହିଛନ୍ତି ଆମେ ଆଦିବାସୀ ମନ୍ତ୍ରାଳୟର ଚିଠି ପାଇଛୁ। ତା’ ଉପରେ ଅନୁଧ୍ୟାନ କରାଯାଉଛି। ଆଗରୁ କଣ ହୋଇଥିଲା ସେ ବିଷୟରେ ଆମେ ଜାଣିନୁ। ଏବେ କେସ୍ ରେକର୍ଡ ଷ୍ଟଡି…

ଶସ୍ତା ହେବ ରେଲୱେ ପ୍ଲାଟଫର୍ମ ଟିକେଟ

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ବସିଥିବା ଜିଏସ୍‌ଟି ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଶସ୍ତା ହେବ ରେଲୱେ ପ୍ଲାଟଫର୍ମ ଟିକେଟ୍। ପ୍ଲାଟଫର୍ମ ଟିକେଟ୍ କୁ ଜିଏସଟିମୁକ୍ତ କରାଯିବ। ପ୍ରତୀକ୍ଷାଳୟ ଏବଂ ବ୍ୟାଟେରୀ କାର୍ ସୁବିଧା ଜିଏସଟିରୁ ବାଦ୍ ଦିଆଯିବ। ସବୁ ପ୍ରକାରର…

ମୁଖ୍ୟମନ୍ତ୍ରୀଙ୍କ ଦୁଇଦିନିଆ କେନ୍ଦୁଝର ଗସ୍ତ

ଆଜି ଦୁଇ ଦିନ କେନ୍ଦୁଝର ଜିଲ୍ଲା ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ବ ନେବା ପରେ ପ୍ରଥମ ଥର ଜନ୍ମମାଟିକୁ ଗସ୍ତ। ପ୍ରଥମେ ଘଟଗାଁରେ ମା’ ତାରିଣୀଙ୍କୁ ଦର୍ଶନ କରିବେ। ପରେ କେନ୍ଦୁଝରରେ ଶ୍ରୀବଳଦେବଜୀଉଙ୍କୁ ଦର୍ଶନ କରି…