Month: June 2024

ରାଜ୍ୟରେ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ସକ୍ରିୟ, ୩ଜିଲ୍ଲାରେ ପ୍ରବଳ ବର୍ଷା

ରାଜ୍ୟରେ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ଯୋଗୁ ଚାରିଆଡ଼େ ଜାରି ରହିଛି ବର୍ଷା । ଆଗାମୀ ୫ ଦିନ ଯାଏଁ ଲାଗି ରହିବ ବର୍ଷା ଘଡଘଡି। ଆସନ୍ତା ୨୪ ଘଣ୍ଟାରେ ବିଜୁଳି ଘଡ଼ଘଟି ସହ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା…

ନିଲାମ ହେବ ଓଡ଼ିଶାର ୧୭ କୋଇଲା ଖଣି

କେନ୍ଦ୍ର ସରକାର ଦଶମ ପର୍ଯ୍ୟାୟ ବାଣିଜ୍ୟକ ୬୧ଟି କୋଇଲା ବ୍ଲକ୍‌ର ନିଲାମ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏଥିରେ ଦେଶର ୬୧ଟି ଖଣି ବିକ୍ରି ନିମନ୍ତେ ରଖାଯାଇଥିବାବେଳେ ଓଡ଼ିଶାରୁ ସ୍ଥାନ ପାଇଛି ସର୍ବଧିକ ୧୭ଟି କୋଇଲା ଖଣି । ନିଲାମ ପ୍ରକ୍ରିୟା ଆରମ୍ଭ…

ପ୍ରଶ୍ନପତ୍ର ଲିକ୍ କଲେ ୧୦ ବର୍ଷ ଜେଲ ଓ ୧୦ ଲକ୍ଷରୁ ୧ କୋଟି ଟଙ୍କା ଯାଏ ଦେବାକୁ ପଡ଼ିବ ଜରିମାନ

ପରୀକ୍ଷା ପେପର୍ ଲିକ୍ କରୁଥିବା ମାଫିଆଙ୍କ ଉପରେ କଠୋର ହେଲେ କେନ୍ଦ୍ର ସରକାର । ପରୀକ୍ଷା ପେପର୍ ଲିକ୍ କରୁଥିବା ଲୋକଙ୍କୁ ଆଉ ମିଳିବନି ତ୍ରାହି । ନିଟ୍‌ ପରୀକ୍ଷାର ଅନିୟମିତତା ଓ ଦୁର୍ନୀତିକୁ ଦୃଷ୍ଟିରେ ରଖି ନୂଆ ନିୟମ ବାହାର…

ଆଜି ବସିବ ୫୩ତମ ଜିଏସଟି ପରିଷଦ ବୈଠକ

ଆଜି ବସିବାକୁ ଯାଉଛି ଦ୍ରବ୍ୟ ଏବଂ ସେବା ଟିକସ (ଜିଏସଟି) ପରିଷଦର ଗୁରୁତ୍ୱପୂର୍ଣ୍ଣ ବୈଠକ। ନୂଆଦିଲ୍ଲୀରେ ବସିବାକୁ ଯାଉଥିବା ଜିଏସ୍‌ଟି ପରିଷଦର ଏହି ୫୩ ତମ ବୈଠକରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଅଧ୍ୟକ୍ଷତା କରିବେ। ଦୀର୍ଘ ୮ ମାସର ବ୍ୟବଧାନ…

କେନ୍ଦୁଝରରେ ରୋଡ ଶୋ’ କରିବେ ମୁଖ୍ୟମନ୍ତ୍ରୀ

ଓଡିଶାର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ ପ୍ରଥମ ଥର ପାଇଁ କେନ୍ଦୁଝର ଜିଲ୍ଲା ଗସ୍ତ କରିବେ ମୋହନ ଚରଣ ମାଝି । ଏଥିପାଇଁ ପ୍ରସ୍ତୁତି ଜୋରଦାର ଆରମ୍ଭ ହୋଇଛି। କେନ୍ଦୁଝର ସହର ମଣ୍ଡୁଆ ସ୍ଥିତ ତାଙ୍କ ଘର ଆଗରେ ସୁରକ୍ଷା…

ପିସିସି ସଭାପତିଙ୍କୁ କାଳିମାଡ଼ ଘଟଣା: ଖୁବଶୀଘ୍ର ବିଶୃଙ୍ଖଳାକାରୀଙ୍କ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ

ପିସିସି ସଭାପତିଙ୍କୁ କାଳିମାଡ଼ ଘଟଣାରେ ଏକ ନିର୍ଦ୍ଦିଷ୍ଟ ଗଣମାଧ୍ୟମରେ ସୂଚନା ଦେଲେ ଶୃଙ୍ଖଳା କମିଟି ଅଧ୍ୟକ୍ଷ ସନ୍ତୋଷ ସିଂ ସାଲୁଜା। ସେ କହିଛନ୍ତି ଖୁବଶୀଘ୍ର ବିଶୃଙ୍ଖଳାକାରୀଙ୍କ ବିରୋଧରେ ଆକ୍ସନ ହେବ । କିଏ ଓ କାହିଁକି କାଳିମାଡ଼ କଲା ଚିହ୍ନଟ ପରେ…

ବାରିପଦାରେ ବସ୍‌ ଚଳାଚଳ ବନ୍ଦ

ବାରିପଦା ଘରୋଇ ବସ ଚଳାଚଳକୁ ନେଇ ଚଳାଚଳ ବନ୍ଦ ରହିଛି। ବସଷ୍ଟାଣ୍ଡରୁ ଏକ ଘରୋଇ ବସ ଚଳାଚଳ ସମୟକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଛି।ଗୋଷ୍ଠୀ ପକ୍ଷରୁ ସଂଘବଦ୍ଧ ଭାବେ ମାରଣାସ୍ତ୍ର ଧରି ଅନ୍ୟ ଏକ ଗୋଷ୍ଠୀକୁ ଆକ୍ରମଣରେ ୬ରୁ…

ଦେବସ୍ନାନ ପୂର୍ଣ୍ଣିମା: ସ୍ନାନବେଦୀରେ ସ୍ଥାନ ପାଇଲେ ଚତୁର୍ଦ୍ଧା ମୂର୍ତ୍ତି

ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ସ୍ନାନବେଦୀରେ ସ୍ଥାନ ପାଇଲେ ଚତୁର୍ଦ୍ଧା ମୂର୍ତ୍ତି ।ଏଥିପାଇଁ ଭୋର ୫ଟାରୁ ଆରମ୍ଭ ହୋଇଛି ପହଣ୍ଡି । ରତ୍ନ ସିଂହାସନ ଛାଡି ସ୍ନାନମଣ୍ଡପରେ ବିରାଜିଛନ୍ତି ଚତୁର୍ଦ୍ଧାବିଗ୍ରହ। ଦିବ୍ୟସ୍ନାନ ପରେ ସ୍ନାନମଣ୍ଡପରୁ ଦୁର୍ଲଭ ଗଜବେଶରେ ଅଗଣିତ ଭକ୍ତଙ୍କୁ…

ବାଲେଶ୍ୱରରେ ଆଜିଠୁ ଉପଲବ୍ଧ ହେବ ଇଣ୍ଟରନେଟ ସେବା

ବାଲେଶ୍ବର ସହରରେ ଆଜି ସକାଳୁ ଜନଜୀବନ ସ୍ବାଭାବିକ ହୋଇଛି। କର୍ଫ୍ୟୁ କଟକଣା ଆଂଶିକ କୋହଳ ହୋଇଛି। ସେଥିପାଇଁ ଆଜିଠୁ ଲିଜ୍ ଲାଇନ୍ ସହ ବ୍ରଡବ୍ୟାଣ୍ଡରେ ଇଣ୍ଟରନେଟ୍ ସେବା ଉପଲବ୍ଧ ହେବ। ତେବେ ମୋବାଇଲରେ ଇଣ୍ଟରନେଟ୍ ସେବା ବନ୍ଦ ରହିବ। ସହଦେବଖୁଣ୍ଟା ଓ…

ମହାପ୍ରଭୁଙ୍କ ସ୍ନାନଯାତ୍ରା ପାଇଁ ପୁରୀ ଲୋକାରଣ୍ୟ

ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଜ୍ୟେଷ୍ଠ ମାସ ଶୁକ୍ଲପକ୍ଷ ପୂର୍ଣ୍ଣିମା ତିଥିରେ ଆଜି ଶ୍ରୀକ୍ଷେତ୍ରରେ ହେଉଛି ମହାପ୍ରଭୁଙ୍କ ଦିବ୍ୟସ୍ନାନ । ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ସ୍ନାନବେଦିରେ ବିଜେ କରିଛନ୍ତି। ପ୍ରଥମେ ବଡ଼ଠାକୁର ଶ୍ରୀ ବଳଭଦ୍ର ରତ୍ନବେଦୀ ଛାଡ଼ି ଧାଡି ପହଣ୍ଡିରେ…