Month: June 2024

ପୂର୍ବ ସରକାରରେ ବିଭିନ୍ନ ବିଭାଗର ଉପଦେଷ୍ଟା ଦାୟିତ୍ୱମୁକ୍ତ

ବିଜେଡି ସରକାର ସମୟରେ ରାଜ୍ୟର ବିଭିନ୍ନ ବିଭାଗର ଉପଦେଷ୍ଟା ଭାବେ ଅନେକ ବ୍ୟକ୍ତିବିଶେଷଙ୍କୁ ନିଯୁକ୍ତି ଦିଆଯାଇଥିଲା। ହେଲେ ସରକାରଙ୍କ କାର୍ଯ୍ୟକ୍ରମ ତଥା କାର୍ଯ୍ୟ ଦକ୍ଷତା ବୃଦ୍ଧିରେ ଏହାଦ୍ବାରା କୌଣସି ଉନ୍ନତି ପରିଲକ୍ଷିତ ହେଉ ନ ଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ…

CSIR, UGC, NET ପରୀକ୍ଷା ସ୍ଥଗିତ

ସ୍ଥଗିତ ହେଲା CSIR (କାଉନସିଲ ଅଫ ସାଇଣ୍ଟିଫିକ ଆଣ୍ଡ ଇଣ୍ଡଷ୍ଟ୍ରିଆଲ ରିସର୍ଚ୍ଚ) UGC NET ପରୀକ୍ଷା। ଜୁନିୟର ଫେଲୋସିପ ପାଇଁ ହୋଇଥାନ୍ତା ପରୀକ୍ଷା। ପରୀକ୍ଷା ତାରିଖ ନେଇ ପରେ ଘୋଷଣା କରାଯିବ। ୨୫ରୁ ୨୭ ତାରିଖ ମଧ୍ଯରେ ପରୀକ୍ଷା ହେବାର ଥିଲା।…

୨୪ରୁ ଓଟିଇଟି ପାଇଁ କରିପାରିବେ ଆବେଦନ

ପ୍ରକାଶ ପାଇଲା ବିଜ୍ଞପ୍ତି। ଓଟିଇଟି ପାଇଁ ଆସନ୍ତା ୨୪ରୁ ପ୍ରାର୍ଥୀମାନେ ଆବେଦନ କରିପାରିବେ। ଜୁଲାଇ ୫ ଯାଏଁ ଆବେଦନ ପ୍ରକ୍ରିୟା ଚାଲିବ। ତେବେ www.bseodisha.ac.inରେ କେବଳ ଅନଲାଇନ୍‌ ମାଧ୍ୟମରେ ଆବେଦନ କରିହେବ। ଏହାପରେ ଅଗଷ୍ଟ ୨ରେ ଆଡମିଟ୍‌ କାର୍ଡ ମିଳିବ। ଅଗଷ୍ଟ…

କଟକରେ ବିଜେଡିକୁ ଝଟକା

କଟକରେ ବିଜେଡିକୁ ଲାଗିଛି ବଡ଼ ଝଟକା। ପୂର୍ବ ସରକାରରେ ବିଭିନ୍ନ ବିଭାଗରେ ନିଯୁକ୍ତ ଉପଦେଷ୍ଟାମାନଙ୍କୁ ଦାୟିତ୍ଵ ମୁକ୍ତ କରାଗଲା। ବିଜେଡି ହାତରୁ ଗଲା ୨ଟି ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ପଦ। ଏଷ୍ଟାବ୍ଲିସମେଣ୍ଟ ଓ ପ୍ଲାନିଂ ଆଣ୍ଡ ଡେଭଲପମେଣ୍ଟ କମିଟି ଅଧ୍ୟକ୍ଷ ପଦ…

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଆରଆଇ ଓ ଏଆରଆଇ

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଆରଆଇ ଓ ଏଆରଆଇ ।ଜଣେ ବ୍ୟକ୍ତିଙ୍କ ଠାରୁ ୫ ହଜାର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ବୀରମହାରାଜପୁର ଖଣ୍ଡହତା ଆରଆଇ ରାଜେନ୍ଦ୍ର ମିଶ୍ର ଓ ଏଆରଆଇ ପଞ୍ଚାନନ ଡାଙ୍ଗ । ସୂଚନା…

ବାଲେଶ୍ବରରେ ଆହୁରି କୋହଳ ହେଲା କର୍ଫ୍ୟୁ

ବାଲେଶ୍ବରରେ ପରିସ୍ଥିତିରେ ଆସୁଥିବା ସୁଧାରକୁ ଦୃଷ୍ଟିରେ ରଖି ଆହୁରି କୋହଳ ହେଲା କର୍ଫ୍ୟୁ । ସକାଳ ୫ରୁ ଦିନ ୨ଟା ଯାଏଁ ହେବା କର୍ଫ୍ୟୁ କୋହଳ । ଲୋକେ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ କାମ ଶେଷ କରି ଘରକୁ ଫେରିବାକୁ ପ୍ରଶାସନ…

ରାଜ୍ୟର ୨୪ଟି ଜିଲ୍ଲାକୁ ଛୁଇଁଲା ମୌସୁମୀ

ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାର ୨୪ ଜିଲ୍ଲାକୁ ଛୁଇଁଛି। ଏହାର ପ୍ରଭାବରୁ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ମୌସୁମୀ ବର୍ଷା ହେବା ପରେ ଗ୍ରୀଷ୍ମରୁ ସାମାନ୍ୟ ଆଶ୍ବସ୍ତି ମିଳିଛି। ଅଧିକାଂଶ ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ହେବାକୁ…

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଦିଲ୍ଲୀପ ରାୟ

ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ ବରିଷ୍ଠ ବିଜେପି ନେତା ଦିଲ୍ଲୀପ ରାୟ । ବିଧାୟକ ଶାରଦା ନାୟକଙ୍କ ବିରୋଧରେ ଦାୟର ଦାଖଲ କଲେ ମାମଲା। ଶାରଦାଙ୍କ ବିଧାୟକ ପଦ ଅସିଦ୍ଧ ଘୋଷଣା କରିବାକୁ ଦିଲ୍ଲୀପଙ୍କ ଦାବିରେ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି ବୋଲି ସୂଚନା।…

ଅରବିନ୍ଦ କେଜ୍ରିୱାଲଙ୍କ ଜାମିନ ଉପରେ ସାମୟିକ ରୋକ ଲଗାଇଲେ ହାଇକୋର୍ଟ

ମଦ ଦୁର୍ନୀତି ମାମଲା ସହ ଜଡ଼ିତ ମନି ଲଣ୍ଡରିଂ ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ନିମ୍ନ ଅଦାଲତରୁ ଦିଆଯାଇଥିବା ଜାମିନ ହାଇକୋର୍ଟ ସାମୟିକ ସ୍ଥଗିତ ରଖିଛନ୍ତି। ଏହି ମାମଲାର ଶୁଣାଣି ପର୍ଯ୍ୟନ୍ତ ହାଇକୋର୍ଟ ଜାମିନ ନାମଞ୍ଜୁର କରିଛନ୍ତି। ଇଡି କେଜ୍ରିୱାଲଙ୍କୁ…

୯୮ ଭାରତୀୟ ହଜ୍‌ ଯାତ୍ରୀଙ୍କ ମୃତ୍ୟୁ: ବୈଦେଶିକ ମନ୍ତ୍ରାଳୟ

ହଜ୍ ଯାତ୍ରୀଙ୍କ ପାଇଁ କାଳ ସାଜିଛି ଗରମ। ସାଉଦି ଆରବରେ ଅସହ୍ୟ ଗରମ ଓ ଗୁଳୁଗୁଳି ଯୋଗୁ ଚଳିତ ବର୍ଷ ହଜ୍‌ ଯାତ୍ରା କରିଥିବା ୧ ହଜାରରୁ ଅଧିକ ହଜ୍‌ ଯାତ୍ରୀଙ୍କର ଅଂଶୁଘାତରେ ମୃତ୍ୟୁ ହୋଇଛି। ପ୍ରତିବର୍ଷ ସାରା ବିଶ୍ୱରୁ ଲକ୍ଷ…