ତାଜା ଖବର ରାଜ୍ୟ ସ୍ନାନ ପୂର୍ଣ୍ଣିମା ପାଇଁ ଶ୍ରୀମନ୍ଦିରରେ ଦର୍ଶନ ବ୍ୟବସ୍ଥା ଉପରେ କଟକଣା June 21, 2024 Papirani ରାତି ପାହିଲେ ଶ୍ରୀମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା । ସାରା ବିଶ୍ୱକୁ ସ୍ନାନବେଦୀରେ ଦିବ୍ୟଦର୍ଶନ ଦେବେ ମହାପ୍ରଭୁ । ଅନ୍ୟପଟେ ପହଣ୍ଡି ପାଇଁ ରତ୍ନସିଂହାସନ ତଳେ ଚାରମାଳ ବନ୍ଧାଯିବା ସହ ଦଇତାପତି ସେବାୟତଙ୍କ ଦ୍ୱାରା ସେନାପଟା ଲାଗି କରାଯାଉଛି । ଭକ୍ତଙ୍କ ଶୃଙ୍ଖଳିତ…
ତାଜା ଖବର ରାଜ୍ୟ ଚନ୍ଦକା ଆପାର୍ଟମେଣ୍ଟରୁ ଅପହୃତ ମହିଳାଙ୍କୁ ଉଦ୍ଧାର କଲା ପୋଲିସ୍ June 21, 2024 Papirani ରାଜଧାନୀରେ ଗତକାଲି ମହିଳାଙ୍କୁ ଅପହରଣ ପରେ ୧ କୋଟି ଟଙ୍କାର ମୁଣ୍ଡ ଜାମିନ ରଖିଥିବା ନେଇ ଥାନାରେ ଅଭିଯୋଗ ମାମଲାରେ ବେଳେ ଆଜି ଭୋରରୁ ଚନ୍ଦକା ଆପାର୍ଟମେଣ୍ଟରୁ ଅପହୃତା ମହିଳାଙ୍କୁ ଉଦ୍ଧାର କରିଛି ଚନ୍ଦକା ପୋଲିସ । ସୂଚନା ମୁତାବକ, ଚନ୍ଦକା…
ତାଜା ଖବର ଦେଶ ରାଜନୀତି ଆଜି ଜେଲ୍ରୁ ବାହାରିବେ ଅରବିନ୍ଦ କେଜ୍ରିଓ୍ବାଲ June 21, 2024 Papirani ମଦ ନୀତି ଦୁର୍ନୀତି ସହ ଜଡ଼ିତ ମନିଲଣ୍ଡରିଂ ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ଗୁରୁବାର ରାଉସ୍ ଆଭେନ୍ୟୁ କୋର୍ଟ ଜାମିନ ପ୍ରଦାନ କରିଛନ୍ତି। ତାଙ୍କୁ ୧ ଲକ୍ଷ ଟଙ୍କା ବ୍ୟକ୍ତିଗତ ବଣ୍ଡ ଜରିଆରେ ଜାମିନ ଦିଆଯାଇଛି। ସେ ଆଜି ତିହାର…
ତାଜା ଖବର ଦେଶ ବିଶ୍ୱ ରାଜନୀତି ରାଜ୍ୟ ଆଜି ଅନ୍ତର୍ଜାତୀୟ ଯୋଗ ଦିବସ: ସାମିଲ୍ ହେଲେ ପ୍ରଧାନମନ୍ତ୍ରୀ, ଓଡିଶାରେ ମୁଖ୍ୟମନ୍ତ୍ରୀଙ୍କ ସହ ନେତା ଓ ମନ୍ତ୍ରୀ June 21, 2024 Papirani ଆଜି ସମଗ୍ର ବିଶ୍ୱରେ ପାଳନ ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ। ଆଜି ସମଗ୍ର ବିଶ୍ୱରେ ଯୋଗ ଦିବସ ପାଳନ କରାଯାଉଛି । ଯୋଗ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଦିନ ଜମ୍ମୁ-କଶ୍ମୀରର ଶ୍ରୀନଗରରେ ଦଶମ ଅନ୍ତର୍ଜାତୀୟ ଯୋଗ ଦିବସ…
ଦେଶ ଅରବିନ୍ଦ କେଜ୍ରିୱାଲଙ୍କୁ ଜାମିନ June 20, 2024 Nirvay ତିହାର ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ଜାମିନ ମିଳିଛି। ଦିଲ୍ଲୀର ରାଉଜ୍ ଆଭେନ୍ୟୁ କୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି। ସୂଚନା ଅନୁଯାୟୀ, କେଜ୍ରିୱାଲଙ୍କୁ ୧ ଲକ୍ଷ ଟଙ୍କାର ଜାମିନ ବଣ୍ଡରେ ଏହି ଜାମିନ ମିଳିଛି। ଏହା ପୂର୍ବରୁ…
ରାଜ୍ୟ ଭର୍ତ୍ତୃହରି ମହତାବ ଲୋକସଭାର କାମଚଳା ବାଚସ୍ପତି June 20, 2024 Nirvay ବିଜେପି ସାଂସଦ ଭର୍ତ୍ତୃହରି ମହତାବ ୧୮ତମ ଲୋକସଭାର କାମଚଳା ବାଚସ୍ପତି ଭାବେ ଦାୟିତ୍ୱ ତୁଲାଇବେ। ଭର୍ତ୍ତୃହରିଙ୍କୁ କାମଚଳା ବାଚସ୍ପତି ଭାବେ ନିଯୁକ୍ତ କଲେ ରାଷ୍ଟ୍ରପତି। ସେ ସଂସଦରେ ନବନିର୍ବାଚିତ ସାଂସଦଙ୍କୁ ଶପଥ ପାଠ କରାଇବେ। ନୂଆ ବାଚସ୍ପତି ନିର୍ବାଚିତ ହେବା ଯାଏଁ…
ଦେଶ ନିଟ ବିବାଦ ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କ ପ୍ରେସମିଟ June 20, 2024 Nirvay ନିଟ ବିବାଦ ନେଇ ପ୍ରେସମିଟ କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଯାଞ୍ଚ ପାଇଁ ଉଚ୍ଚସ୍ତରୀୟ କମିଟି ଗଠନ ହେବ ବୋଲି କହିଛନ୍ତି। କୌଣସି ବୁଝାମଣା ହେବ ନାହିଁ। ବିହାର ସରକାର ସହ ଆମେ ସମ୍ପର୍କରେ ଅଛୁ। ଖୁବଶୀଘ୍ର ବିସ୍ତୃତ…
ତାଜା ଖବର ରାଜ୍ୟ ବାଲେଶ୍ବର ସହରରେ ଆଉ ୨ ଘଣ୍ଟା ହେଲା କର୍ଫ୍ୟୁ କୋହଳ June 20, 2024 Papirani ବାଲେଶ୍ବର ଗୋଷ୍ଠୀ ସଂଘର୍ଷ କାରଣରୁ ପୁଲିସ ପ୍ରଶାସନ ପକ୍ଷରୁ ପୌରାଞ୍ଚଳରେ ଲାଗୁ ହୋଇଥିବା କର୍ପ୍ୟୁକୁ ଆଉ ୨ ଘଣ୍ଟା କୋହଳ କରିବାକୁ ନିଷ୍ପତ୍ତି ନେଇଛି ଜିଲା ପ୍ରଶାସନ। ଏଣିକି ୭ରୁ ୧୧ ପରିବର୍ତ୍ତେ ସକାଳ ୬ଟାରୁ ଦିନ ୧୨ଟା କର୍ଫ୍ୟୁ କୋହଳ…
ତାଜା ଖବର ରାଜନୀତି ରାଜ୍ୟ ଓଡ଼ିଶା ଚାଷୀଙ୍କ ପାଇଁ ଖରିଫ ଋତୁରୁ ଧାନ MSP ହେବ ୩୧୦୦ ଟଙ୍କା June 20, 2024 Papirani ରାଜ୍ୟରେ ଚାଷୀମାନଙ୍କ ପାଇଁ ଆସିଛି ଖୁସି ଖବର। ରାଜ୍ୟରେ ଚାଷୀଙ୍କଠାରୁ ଧାନ କୁଇଣ୍ଟାଲ ୩୧ଶହ ଟଙ୍କାରେ କିଣାଯିବ ବୋଲି ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ସେ କହିଛନ୍ତି ”ଚାଷୀଙ୍କଠାରୁ ଧାନ କୁଇଣ୍ଟାଲ ୩୧ଶହ ଟଙ୍କାରେ…
ତାଜା ଖବର ରାଜ୍ୟ ଭୁବନେଶ୍ବରରେ ଖୋଲିବ ଚାଉଳ ଏଟିଏମ୍ June 20, 2024 Papirani ଭୁବନେଶ୍ବରରେ ଖୋଲିବାକୁ ଯାଉଛି ଚାଉଳ ଏଟିଏମ୍ । ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ରାଜଧାନୀ ଭୁବନେଶ୍ୱରରେ ରାସନକାର୍ଡ ହିତାଧିକାରୀଙ୍କ ପାଇଁ ଏହି ଚାଉଳ ଏଟିଏମ୍ ଖୋଲିବ। ଏଥିପାଇଁ ହିତାଧିକାରୀଙ୍କୁ ସ୍ୱତନ୍ତ୍ର କାର୍ଡ ଦିଆଯିବ, ଯାହାଦ୍ୱାରା ସେମାନେ…