Month: June 2024

ବିଧାନସଭାରେ କିଏ ହେବ ବିରୋଧୀ ଦଳର ନେତା ?

କିଏ ହେବ ବିରୋଧୀ ଦଳ ନେତା ? ସେ ନେଇ ଲୋକଙ୍କ ମନରେ ଅନେକ ପ୍ରଶ୍ନ। ବିଜୁ ଜନତା ଦଳ ଗଠନ ହେବା ଦିନଠୁ ସବୁବେଳେ ଶାସକ ଦଳରେ ରହିଆସିଛି। ପ୍ରଥମ ଥର ପାଇଁ ବିଜେଡି ବିରୋଧୀ ଦଳ ଭାବେ କାମ…

ବଡ଼ ଖବର: ବନ୍ଦ ହେବନି ମିଶନ ଶକ୍ତି ଯୋଜନା

ମିଶନ ଶକ୍ତିକୁ ନେଇ ଆସିଲା ବଡ଼ ଅପଡେଟ। ରାଜ୍ୟରେ ଆଗକୁ ଚାଲୁ ରହିବ ଏହି ଲାଭଦାୟକ ଯୋଜନା। ମିଶନ ଶକ୍ତି ମହିଳାମାନେ ୧୯ଟି ବିଭାଗ ସହିତ ଜଡିତ। ଆଗକୁ ଏହି କାର୍ଯ୍ୟକ୍ରମକୁ ବ୍ୟାପକ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଶିଶୁ…

ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆସନ୍ତା ୧୯ ତାରିଖରେ ବସିବ ବିଜେଡିର ବୈଠକ

ଆସନ୍ତା ୧୯ ତାରିଖ ଦିନ ବସିବ ବିଜେଡି ବିଧାୟକ ଦଳ ବୈଠକ । ଅପରାହ୍ନ ୪ଟା ୩୦ରେ ବିଜେଡି କାର୍ଯ୍ୟାଳୟ ଶଙ୍ଖ ଭବନରେ ନବୀନଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ଏଥିରେ ସର୍ବସମ୍ମତି କ୍ରମେ ବିଧାୟକ ଦଳର ନେତା ଚୟନ କରାଯିବ।…

ଜୁନ ୧୮ ଓ ୧୯ରେ ଶପଥ ନେବେ ନବନିର୍ବାଚିତ ବିଧାୟକ

ଆସନ୍ତା ୨୦ ତାରିଖରେ ବିଧାନସଭା ବାଚସ୍ପତି ନିର୍ବାଚନ ହେବ। ଏହା ପୂର୍ବରୁ ୧୮ ଏବଂ ୧୯ ତାରିଖରେ ଦୁଇ ଦିନ ଧରି ନବନିର୍ବାଚିତ ବିଧାୟକ ଶପଥ ଗ୍ରହଣ କରିବେ। ପ୍ରୋଟେମ୍‌ ସ୍ପିକର ରଣେନ୍ଦ୍ର ପ୍ରତାପ ସ୍ୱାଇଁ ପ୍ରଥମେ ନୂଆ ବିଧାୟକଙ୍କ ଶପଥ…

ଜନତାଙ୍କ ମୁଖ୍ୟମନ୍ତ୍ରୀ: ୫ ଦିନରେ ଲକ୍ଷେ ଲୋକଙ୍କୁ ଭେଟିଲେଣି

ନିଜକୁ ଜନତାଙ୍କ ମୁଖ୍ୟମନ୍ତ୍ରୀ ବୋଲି କହିଛନ୍ତି ଶ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ପଦବୀ ସମ୍ଭାଳିବାର ୫ ଦିନରେ ସେ ଲକ୍ଷେ ଲୋକଙ୍କୁ ଭେଟି ସାରିଲେଣି। ସକାଳୁ ରାତି ଯାଏଁ ଲୋକେ ତାଙ୍କୁ ଭେଟି ନିଜର ସମସ୍ୟା ଜଣାଉଛନ୍ତି। ଜନତାଙ୍କ ସମସ୍ୟାକୁ…

ବେଙ୍ଗଲ ରେଳ ଦୁର୍ଘଟଣା: ମୃତ୍ୟୁ ସଂଖ୍ୟା ୧୫ ଛୁଇଁଲା; ୬୦ ଆହତ

ସୋମବାର ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୧୫ ଛୁଇଁଥିବା ବେଳେ ୬୦ ଜଣ ଆହତ ହୋଇଥିବା ଜଣାପଡ଼ିଛି। ତେବେ ମୃତକଙ୍କ ପରିବାରକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨ ଲକ୍ଷ କ୍ଷତିପୂରଣ ଓ…

ଦାୟିତ୍ଵ ନେବା ପରେ କଳିଙ୍ଗ ଷ୍ଟାଡିୟମରେ କ୍ରୀଡାମନ୍ତ୍ରୀଙ୍କ ସମୀକ୍ଷା

କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ ସୁରଜ ସୂର୍ଯ୍ୟବଂଶ ଆଜି କଳିଙ୍ଗ ଷ୍ଟାଡିୟମରେ ସମୀକ୍ଷା କରିଛନ୍ତି । ମନ୍ତ୍ରୀ ପଦ ଘୋଷଣା ପରେ ପ୍ରଥମ ଥର କରି କଳିଙ୍ଗ ଷ୍ଟାଡିୟମରେ ଷ୍ଟାଡିୟମରେ ପହଞ୍ଚି କ୍ରୀଡା ବିଭାଗର…

କଳିଙ୍ଗ ଷ୍ଟାଡିୟମ ଭିତରକୁ ସାମ୍ବାଦିକଙ୍କୁ ପ୍ରବେଶ ଅନୁମତି

ଏବେ ବଦଳିଛି କଳିଙ୍ଗ ଷ୍ଟାଡିୟମର ରୂପରେଖ। ଲଗାତର ଅନ୍ତର୍ଜାତୀୟ ମ୍ୟାଚ ଆୟୋଜନ ଦ୍ୱାରା ଦେଶ ବିଦେଶରେ ପରିଚୟ ପାଇଛି। ଦୁଇ ଦୁଇ ଥର ହକି ଆୟୋଜନ କରି ବିଶ୍ୱପ୍ରସିଦ୍ଧ ହୋଇଛି। ଏହାଦ୍ୱାରା ଓଡ଼ିଶାକୁ ମଧ୍ୟ ମିଳିଛି କ୍ରୀଡ଼ା ରାଜଧାନୀର ମାନ୍ୟତା। ଏହା…

ପଶ୍ଚିମବଙ୍ଗ ରେଳ ଦୁର୍ଘଟଣା: ଜାରି ହେଲା ଏମରଜେନ୍ସି ହେଲ୍ପଲାଇନ ନମ୍ବର

ଆଜି ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା ଘଟିଛି। ଜଲପାଇଗୁଡ଼ିରେ କାଞ୍ଚନଜଙ୍ଗା ଏକ୍ସପ୍ରେସକୁ ଏକ ମାଲ୍‌ବାହୀ ଟ୍ରେନ୍‌ ପଛରୁ ଧକ୍କା ଦେବା ଫଳରେ କାଞ୍ଚନଜଙ୍ଗା ଏକ୍ସପ୍ରେସ୍‌ର କିଛି ବଗି ଲାଇନ୍‌ଚ୍ୟୁତ ହୋଇଯାଇଛି । ଏପର୍ଯ୍ୟନ୍ତ ଦୁର୍ଘଟଣାରେ ୫ ଜଣ ଯାତ୍ରୀଙ୍କ…

କଟକ ସଦରର ନବନିର୍ବାଚିତ ବିଧାୟକଙ୍କ ଉପରେ ଆକ୍ରମଣ

କଟକ ସଦରର ନବନିର୍ବାଚିତ ବିଧାୟକ ଇଂ. ପ୍ରକାଶ ଚନ୍ଦ୍ର ସେଠୀଙ୍କ କାର୍‌ ଉପରେ ଆକ୍ରମଣ। ଗତକାଲି ବିଳମ୍ବିତ ରାତିରେ କିଶନନଗରକୁ ଫେରୁଥିବା ବେଳେ କଟକ ସୋମପୁର ଛକରେ ତାଙ୍କ କାର ଉପରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ଗତକାଲି ରାତି…