ରାଜ୍ୟ କୋରାପୁଟରେ ପୁଣି ଆନ୍ଥ୍ରାକ୍ସ ଆତଙ୍କ: ୨ ରୋଗୀ ଚିହ୍ନଟ June 28, 2024 Nirvay କୋରାପୁଟ ଜିଲ୍ଲାରେ କିଛି ଦିନ ବ୍ୟବଧାନରେ ପୁଣିଥରେ ଆନ୍ଥ୍ରାକ୍ସ ରୋଗୀ ଚିହ୍ନଟ ହୋଇଛନ୍ତି। ପଡ଼େଇଗୁଡ଼ା ଗାଁରେ କିଛି ଲୋକଙ୍କ ମଧ୍ୟରେ ଏହି ରୋଗର ଲକ୍ଷଣ ଦେଖିବାକୁ ମିଳିଥିଲା। ଆନ୍ଥ୍ରାକ୍ସ ରୋଗ ସନ୍ଦେହରେ ୬ ଜଣଙ୍କ ନମୁନା ପଠାଯାଇଥିଲା। ହେଲେ ସେଥିମଧ୍ୟରୁ ୨…
ରାଜ୍ୟ ଆଇପିଏସ ଆଶିଷ ସିଂ ଜୁନ ୩ରୁ କାର୍ଯ୍ୟରେ ଯୋଗ ଦେଇଛନ୍ତି: ପୁଲିସ ଡିଜି June 28, 2024 Nirvay ଆଇପିଏସ ଆଶିଷ ସିଂଙ୍କୁ ନେଇ ମୁଁହ ଖୋଲିଲେ ପୁଲିସ ଡିଜି ଅରୁଣ ଷଡ଼ଙ୍ଗୀ। ସେ କହିଛନ୍ତି, ଆଶିଷ ଗତ ଜୁନ ୩ ତାରିଖରୁ କାର୍ଯ୍ୟରେ ଯୋଗଦାନ କରିଛନ୍ତି। ଏମିତିକି ଗତ ୧୭ ତାରିଖରେ ପୁଲିସ ଡିଜି କ୍ୟାମ୍ପ ଅଫିସରେ ଚାଲିଥିବା ଆଇନ୍…
ରାଜ୍ୟ ବଲେ ବଲେ ଢାବାରେ ଲାଗିଲା ତାଲା June 28, 2024 Nirvay ଯାଜପୁର ଜିଲ୍ଲା ଧର୍ମଶାଳା ଭବନ ପରିସର ଢାବାରେ ଲାଗିଲା ତାଲା। ବଲେ ବଲେ ଢାବାରେ ତାଲା ଲଗାଇଲା ଧର୍ମଶାଳା ବ୍ଲକ ପ୍ରଶାସନ। ୩ ଦିନ ମଧ୍ୟରେ ଉକ୍ତ ଢାବା ଖାଲି କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଜଣେ ବିଜେଡି ନେତ୍ରୀଙ୍କ ନାଁରେ ଢାବା…
ରାଜ୍ୟ ନିଟ୍ ବିବାଦ: ବିଜେଡି ସାଂସଦଙ୍କ ପ୍ରତିବାଦ June 28, 2024 Nirvay ନିଟ୍ (NEET) ପରୀକ୍ଷାରେ ଦୁର୍ନୀତି ଓ ଅନିୟମିତତା ଯୋଗୁଁ ଭାରତର ଲକ୍ଷ ଲକ୍ଷ ଛାତ୍ରଛାତ୍ରୀଙ୍କ ଜୀବନ ପ୍ରଭାବିତ ହୋଇଛି। ଏହାର ପ୍ରତିବାଦରେ ଆଜି ସଂସଦରେ ବିଜୁ ଜନତା ଦଳର ରାଜ୍ୟସଭା ସାଂସଦମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଆଜି ରାଜ୍ୟସଭାରେ ଏହା ଉପରେ…
ରାଜ୍ୟ ବଦଳିପାରେ ମେକ୍ ଇନ୍ ଓଡ଼ିଶା ନାଁ June 28, 2024 Nirvay ବଦଳିପାରେ ମେକ୍ ଇନ୍ ଓଡ଼ିଶା ନାଁ। ଏ ନେଇ ଇସାରା ଦେଇଛନ୍ତି ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ। ମେକ୍ ଇନ୍ ଓଡ଼ିଶା ନାଁ ବଦଳାଇ ଉତ୍କଳ ଇନଭେଷ୍ଟ ସମ୍ମିଟ ହୋଇପାରେ। ଯାହା ଜରିଆରେ ୨.୫ ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶ ଆଣିବାକୁ ସରକାର…
ଦେଶ ଖୋଲିଲା କଳମା ଗେଟ୍ June 28, 2024 Nirvay କଳମା ଗେଟ୍ ଖୋଲିଛନ୍ତି ଛତିଶଗଡ଼ ସରକାର। ୬୦୦ ଫୁଟକୁ ଖସିଲା ହୀରାକୁଦ ଡ୍ୟାମର ଜଳସ୍ତର। ସମ୍ପୂର୍ଣ୍ଣ ୨୦ଟି ଗେଟ୍ ନଖୋଲି ଗୋଟିଏ ଫୁଟ ଲେଖାଏଁ ଖୋଲିଯାଇଥିବା ସୂଚନା ମିଳିଛି। ଗତବର୍ଷ ଏହି ସମୟରେ ଜଳସ୍ତର ୬୦୭ ଫୁଟ ଥିଲା। ଏ ନେଇ…
ତାଜା ଖବର ଦେଶ ବିମାନବନ୍ଦର ଛାତ ଭୁଶୁଡ଼ିବା ଘଟଣାରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା June 28, 2024 Papirani ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରର ଟର୍ମିନାଲ-୧ରେ ଛାତ ଭୁଶୁଡ଼ିଥିବା ଘଟଣାରେ ମୃତ ସଂଖ୍ୟା ୩କୁ ବୃଦ୍ଧି।ବିମାନବନ୍ଦରର ଟର୍ମିନାଲ-୧ର ଛାତର ଏକ ଅଂଶ ଭୁଶୁଡ଼ି ସେଠାରେ ଥିବା ଗାଡ଼ି ଉପରେ ପଡ଼ିଯାଇଥିଲା। ଫଳରେ ଏପର୍ଯ୍ୟନ୍ତ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନେକ…
ରାଜ୍ୟ ନିଟ ବିବାଦ ନେଇ ଜୁଲାଇ ୧ ଯାଏଁ ଗୃହ ମୁଲତବି June 28, 2024 Nirvay ନିଟ (NEET) ବିବାଦ ଦିନକୁ ଦିନ ବଢ଼ିବାରେ ଲାଗୁଛି। ଏ ନେଇ ସଂସଦରେ ବିରୋଧୀ ସଦସ୍ୟଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଛି। ଫଳରେ ଜୁଲାଇ ୧ ତଥା ସୋମବାର ଦିନ ୧୧ଟା ପର୍ଯ୍ୟନ୍ତ ଲୋକସଭାକୁ ମୁଲତବି ରଖିଛନ୍ତି ବାଚସ୍ପତି। NEET ପ୍ରସଙ୍ଗରେ ବିରୋଧୀଙ୍କ…
ଦେଶ ଜନଜାତି ବ୍ୟାପାର ମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ଓ ଉପ ମୁଖ୍ୟମନ୍ତ୍ରୀ June 28, 2024 Nirvay ୩ ଦିନିଆ ଦିଲ୍ଲୀ ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା। ରାଷ୍ଟ୍ରପତିଙ୍କୁ ଭେଟି ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା କରିବାର କାର୍ଯ୍ୟକ୍ରମ…
ତାଜା ଖବର ଦେଶ ରାଜନୀତି ହେମନ୍ତ ସୋରେନଙ୍କୁ ମିଳିଲା ଜାମିନ୍ June 28, 2024 Papirani ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ମିଳିଲା ଜାମିନ୍ । ହେମନ୍ତଙ୍କୁ ଜାମିନ ପ୍ରଦାନ କରିଛନ୍ତି ଝାଡଖଣ୍ଡ ହାଇକୋର୍ଟ । ଜମି ଦୁର୍ନୀତି ସହ ଜଡିତ ମନିଲଣ୍ଡରିଂ ମାମଲାରେ ଝାଡଖଣ୍ଡ ହାଇକୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଜମି ଦୁର୍ନୀତି ମାମଲାରେ…