Day: 4 July 2024

ଲୋକସଭା ଭବନରେ କାର୍ଯ୍ୟ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଲୋକସେବା ଭବନରେ ବିଧିବଦ୍ଧ କାର୍ଯ୍ୟ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ । ନୂଆ ସରକାର ଗଠନର ୩ ସପ୍ତାହ ପରେ ଆଜିଠାରୁ ଲୋକସେବା ଭବନରେ ବିଧିବଦ୍ଧ ଭାବେ କାର୍ଯ୍ୟ ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମନ୍ତ୍ରିିମଣ୍ଡଳ ଶପଥ ନେବା ପରଠାରୁ…

ଆଜି ଅଣସରର ତ୍ରୟୋଦଶୀ ତିଥିରେ ଲାଗି ହେବ ଘଣା ଓ ଖଳି ପ୍ରସାଦ

ସୁସ୍ଥ ହୋଇଛନ୍ତି ମହାପ୍ରଭୁ । ଗତକାଲି ଜ୍ୱରରୁ ସୁସ୍ଥ ହୋଇଛନ୍ତି ଜଗତର ନାଥ ଜଗନ୍ନାଥ । ମହାପ୍ରଭୁଙ୍କ ସୁସ୍ଥ ଖବର ନେଇ ରାଜ ପ୍ରସାଦରେ ପହଞ୍ଚିଥିଲେ ସେବାୟତ। ଶ୍ରୀଜିଉଙ୍କ ଅସୁସ୍ଥ ସମୟରେ ଗୁପ୍ତ ଉପଚାର ଚାଲୁଥିଲା । ଜ୍ବରରେ ପୀଡ଼ିତ ମହାପ୍ରଭୁ…

ନୂଆଦିଲ୍ଲୀରେ ପହଞ୍ଚିଲେ ଟିମ୍‌ ଇଣ୍ଡିଆର ଖେଳାଳି, ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ସହ କରାଯିବ ବିଜୟ ପରେଡ

ବାର୍ବାଡସରେ ଫସି ରହିଥିବା ଟି-୨୦ ବିଶ୍ଵ ଚାମ୍ପିୟନ ଟିମ ଇଣ୍ଡିଆର ଖେଳାଳିମାନେ ଆଜି ନୂଆ ଦିଲ୍ଲୀରେ ପହଞ୍ଚିଛନ୍ତି । ବାତ୍ୟା ହରିକେନ୍‌ କାରଣରୁ ଭାରତୀୟ ଦଳ ହୋଟେଲରେ ଅଟକି ରହିଥିଲା। ବୁଧବାର ଏୟାର ଇଣ୍ଡିଆର ଏକ ସ୍ବତନ୍ତ୍ର ବିମାନ ସହାୟତାରେ ଭାରତୀୟ…