Day: 10 July 2024

ପୁରୀ ବଡଦାଣ୍ଡରେ ସଫେଇ କର୍ମଚାରୀଙ୍କୁ ଧକ୍କା ଦେଲା କାର, ୩ କର୍ମଚାରୀ ଗୁରୁତର

ପୁରୀରେ ବଡଦାଣ୍ଡରେ ତିନି ଜଣ ସଫେଇ କର୍ମଚାରୀଙ୍କୁ ଧକ୍କା ଦେଲା ଦ୍ରୁତଗାମୀ କାର। ଏକ କଳା ରଙ୍ଗର କାର ଦ୍ରୁତ ବେଗରେ ଆସି ଦୁର୍ଘଟଣା ଘଟାଇଥିବା ସୂଚନା। ତେବେ ଦୁର୍ଘଟଣାରେ ୩ ଜଣ ସଫେଇ କର୍ମଚାରୀଙ୍କ ଅବସ୍ଥା ଗୁରୁତର ଥିବାରୁ ପୁରୀ…

ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ

ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । ଗଜପତି ମହାରାଜ ଦିବ୍ୟସିଂଦ ଦେବଙ୍କ ଅଧ୍ୟକ୍ଷତାରେ ଦିନ ୧୧ଟାରେ ପୁରୀ ନିଳାଦ୍ରୀ ଭକ୍ତ ନିବାସରେ ବୈଠକ ବସିବ । ଏହି ବୈଠକରେ ରତ୍ନଭଣ୍ଡାର ସମ୍ପର୍କୀତ ଆଲୋଚନା ହେବ । ଆଜିର ବୈଠକ…

ପୁରୀରେ ଶ୍ରୀଜିଉଙ୍କ ଆଡ଼ପ ଦର୍ଶନ ଆରମ୍ଭ

ଆରମ୍ଭ ହୋଇଛି ଶ୍ରୀଜିଉଙ୍କ ଆଡ଼ପ ଦର୍ଶନ । ଜନ୍ମବେଦୀରେ ମହାପ୍ରଭୁ । ଆଡପ ବିଜେ ପରେ ଏବେ ଜନ୍ମବେଦୀରେ ପୂଜା ପାଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଆଜିଠାରୁ ଆଡ଼ପ ଦର୍ଶନ ସହ ଆଡ଼ପ ଅବଢ଼ା ପାଇବାର ସୌଭାଗ୍ୟ ପାଇବେ ଭକ୍ତ। ଆଡ଼ପ ଦର୍ଶନ…

ଯାତ୍ରୀବାହୀ ବସକୁ ଧକ୍କା ଦେଲା ଟ୍ୟାଙ୍କର, ୧୮ ମୃତ, ୩୦ରୁ ଅଧିକ ଆହତ

ଆଜି ସକାଳେ ଉନ୍ନାଓରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବିହାରର ସୀତାମଡିରୁ ଦିଲ୍ଲୀ ଯାଉଥିବା ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛି । ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସ୍‌ୱେରେ ବସ୍‌କୁ ଧକ୍କାଦେଲା ଟ୍ୟାଙ୍କର । ଏହି ଦୁର୍ଘଟଣାରେ ୧୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ…