Day: 15 July 2024

ସିଂହଦ୍ବାରରେ ଲାଗିଲା ୩ ରଥ

ଶ୍ରୀମନ୍ଦିରର ସିଂହଦ୍ୱାର ସମ୍ମୁଖରେ ପହଞ୍ଚି ଯାଇଛି ମହାପ୍ରଭୁ ଶ୍ରୀବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ରଥ। ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇଁ ବଡ଼ଦାଣ୍ଡରେ ପ୍ରବଳ ଭିଡ଼ ଜମିଛି। ପ୍ରଥମେ ବଳଭଦ୍ରଙ୍କ ତାଳଧ୍ୱଜ ରଥ ସିଂହଦ୍ୱାରରେ ପହଞ୍ଚିଥିଲେ। ପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ, ଶେଷରେ…

ଅନ୍ତରୀଣ ବଜେଟରେ ଦକ୍ଷତା ବିକାଶ ପାଇଁ ପ୍ରାୟ ୩୧ କୋଟି ଆବଣ୍ଟନ

ସ୍ଥାନୀୟ ୱାର୍ଲ୍‌ଡ ସ୍କିଲ ସେଣ୍ଟରଠାରେ ଆଜି ବିଶ୍ବ ଯୁବ ଦକ୍ଷତା ଦିବସ ପାଳିତ ହୋଇଯାଇ । ଓଡିଶାକୁ ଦକ୍ଷ ମାନବ ସମ୍ବଳ କେନ୍ଦ୍ରରେ ପରିଣତ କରିବା ପାଇଁ ଆମ ସରକାର ପ୍ରତିଶୃତିବଦ୍ଧ। ଦକ୍ଷତା ବିକାଶ ପାଇଁ ଏକ ରୋଡମ୍ୟାପ ପ୍ରସ୍ତୁତ କରାଯାଇଛି…

ରତ୍ନଭଣ୍ଡାର ପ୍ରସଙ୍ଗ: ଘନେଇଲା ଚାବି ବିବାଦ

ଭିତର ରତ୍ନଭଣ୍ଡାରର ୩ଟି ତାଲାରୁ ୨ଟିରେ କାହିଁକି ନଥିଲା ଜଉମୁଦ? ଆପେ ଖସିଯାଇଥିଲା ନା କେବେ କିଏ ଖୋଲିବାକୁ ଚେଷ୍ଟା କରିଥିଲା? କାହିଁକି ଡୁପ୍ଲିକେଟ ଚାବିରେ ଖୋଲିଲାନି କୌଣସି ଗୋଟିଏ ବି ତାଲା ? ଟ୍ରେଜେରିରୁ ଅଣାଯାଇଥିବା ଚାବି ବାସ୍ତବରେ ଡୁପ୍ଲିକେଟ…

ଆଇପିଏସ୍‌ ଡିଏସ୍‌ କୁଟ୍ଟେଙ୍କୁ ଓଏସ୍‌ଡି ଭାବେ ନିଯୁକ୍ତି

ବରିଷ୍ଠ ଆଇପିଏସ୍ ଅଫିସର ଡି. ଏସ. କୁଟ୍ଟେଙ୍କୁ ଓଏସ୍‌ଡି ଭାବେ ନିଯୁକ୍ତି । ରାଜ୍ୟ ଗୃହ ବିଭାଗ ଓଏସ୍‌ଡି ଭାବେ ନିଯୁକ୍ତି ଦେଲେ ସରକାର । ନିଲମ୍ବନ ଉଠିବା ପରେ କୁଟ୍ଟେଙ୍କୁ ନିଯୁକ୍ତି ଦେଲେ ସରକାର । ନିର୍ବାଚନ ସମୟରେ କୁଟ୍ଟେଙ୍କୁ…

ସମ୍ବଲପୁର ପର୍ଯ୍ୟଟନକୁ ନୂଆ ରୂପ ଦେବାକୁ ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ଚିଠି

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।ସମ୍ବଲପୁର ପର୍ଯ୍ୟଟନକୁ ନୂଆ ରୂପ ଦେବାକୁ ଚିଠି ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର । ରିଭରଫ୍ରଣ୍ଟ ଡେଭଲପମେଣ୍ଟ ପ୍ରୋଜେକ୍ଟ ପ୍ରସ୍ତାବ ଉପରେ ଚିଠି । ପ୍ରୋଜେକ୍ଟ ପ୍ରସ୍ତାବ ଉପରେ ବିଚାର କରିବାକୁ…

ରବି କାନ୍ତଙ୍କ ଦିଲ୍ଲୀ ଗାଦିରୁ ଛୁଟି; ଓଡ଼ିଶାରେ ଲଘୁ ଦାୟିତ୍ୱ

ବରିଷ୍ଠ ଆଇପିଏସ୍‌ ରବି କାନ୍ତଙ୍କୁ ବି ଓଏସ୍‌ଡି ଭାବେ ବଦଳି । ରାଜ୍ୟ ଗୃହ ବିଭାଗ ଓଏସ୍‌ଡି ଭାବେ ବଦଳି ହେଲେ ରବି କାନ୍ତ । ରାଜ୍ୟ ଗୃହ ବିଭାଗ ଓଏସ୍‌ଡି ଭାବେ ବଦଳି ହେଲେ ରବି କାନ୍ତ । ୧୯୯୮…

ଦୁବାଇରେ ଫସିଥିବା ୮ଜଣ ଓଡ଼ିଆଙ୍କୁ ଫେରାଇ ଆଣିଲେ କେନ୍ଦ୍ରାପଡ଼ା ସାଂସଦ

କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ବିମାନ ବନ୍ଦରରେ ସମ୍ବର୍ଦ୍ଧନା । ବିଜେପି ରାଷ୍ଟ୍ରୀୟ ଉପସଭାପତି ତଥା କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମରେ ଦୁବାଇରେ ଫସିଥିବା ୮ ଜଣ ଓଡିଆ ଯୁବକ ଆଜି ନିଜ ଜନ୍ମମାଟିକୁ ଫେରିଛନ୍ତି । ଦୁବାଇରେ ଫସିଥିବା…

ମାଈ ହାତୀର ମୃତଦେହ ଠାବ ଘଟଣାରେ ୩ ଭାଇ ଗିରଫ

ମୟୁରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ରେଞ୍ଜ ନାକିଚୁଆଁ ଗାଁରେ ହାତୀ ମୃତଦେହ ଘଟଣାରରେ ୩ ଭାଇଙ୍କୁ ଗିରଫ । ୩ ଭାଇଙ୍କୁ ଗିରଫ କଲା ବନବିଭାଗ । ସେମାନେ ହେଲେ ନାକିଚୁଆ ଗାଁର ହିରୁ ହାଁସଦା, ସଂଗରାୟ ହାଁସଦା ଓ ତଫାନ ହାଁସଦା।…

ରଥରେ ଅଣସେବାୟତ ଚଢ଼ିବା ଘଟଣାରେ ପ୍ରତିକ୍ରିୟା ଦେଲେ ମୁଖ୍ୟ ପ୍ରଶାସକ

ରଥରେ ଅଣସେବାୟତ ଚଢ଼ିବା ଘଟଣାରେ ପ୍ରତିକ୍ରିୟା ଦେଲେ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ। ମୁଖ୍ୟ ପ୍ରଶାସକ କହିଛନ୍ତି, ରଥରେ ଅଣସେବାୟତ ଦେଖି ତୁରନ୍ତ ତଳକୁ ଓହ୍ଲାଇଦେଲି । ସମ୍ପୃକ୍ତ ବ୍ୟକ୍ତି କିଏ ଓ କାହିଁକି ରଥ ଉପରେ ଚଢ଼ିଥିଲେ ତଦନ୍ତ ହେବ…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କଲେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ

ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ତଥା ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା ନେତା ହେମନ୍ତ ସୋରେନ ଆଜି ଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି। ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ହେମନ୍ତ ସୋରେନ । ଆଜି…