Day: 15 July 2024

ଝୁଲି ଝୁଲି ଆସୁଛନ୍ତି କାଳିଆ ସାଆନ୍ତ

ବଡ ଭାଇ ଓ ଭଉଣୀ ଆସିବା ପରେ ପଛରେ ଝୁଲି ଝୁଲି ଆସୁଛନ୍ତି କାଳିଆ ସାଆନ୍ତ। ଲୋକାରଣ୍ୟ ଶରଧା ବାଲି। ହରିବୋଲ, ହୁଳହୁଳୀରେ କମ୍ପୁଛି ଶ୍ରୀକ୍ଷେତ୍ର। ଭାବବିହ୍ୱଳ ହୋଇଛନ୍ତି ଭକ୍ତ। ସବୁଠି ଶୁଭୁଚି ଯେ ଜଗନ୍ନାଥ ଧ୍ୱନି।

ପ୍ରଭୁ ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ପହଣ୍ଡି ସରିଲା

ଚକ୍ରରାଜ ସୁଦର୍ଶନଙ୍କ ପରେ ରଥରେ ବିରାଜିଥିଲେ ବଡ଼ ଠାକୁର ଶ୍ରୀ ବଳଭଦ୍ର । ଧାଡ଼ି ପହଣ୍ଡିରେ ଆସି ତାଳଧ୍ବଜରେ ବିରାଜିଲେ ବଡ଼ ଠାକୁର। ପଛରେ ଶୂନ୍ୟ ପହଣ୍ଡିରେ ଆସିଥିଲେ ହଳଦୀମୁହିଁ ଦେବୀ ସୁଭଦ୍ରା। ଘଣ୍ଟ ଘଣ୍ଟା ବାଦ୍ୟରେ କମ୍ପୁଛି ଶରଧା ବାଲି।

ଶ୍ରୀଗୁଣ୍ଡିଚା ମନ୍ଦିରରୁ ସଅଳ ପହଣ୍ଡି ଆରମ୍ଭ

ଶ୍ରୀଗୁଣ୍ଡିଚା ମନ୍ଦିରରୁ ସଅଳ ପହଣ୍ଡି ଆରମ୍ଭ । ବାହୁଡ଼ା ଯାତ୍ରାରେ ନିର୍ଦ୍ଧାରିତ ସମୟ ପୂର୍ବରୁ ଆରମ୍ଭ ହୋଇଛି ପହଣ୍ଡି । ଭାଇ ଭଉଣୀଙ୍କୁ ସାଥୀରେ ଧରି ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବେ ମହାବାହୁ । ଶୂନ୍ୟ ପହଣ୍ଡିରେ ରଥରେ ବିଜେ କରିଛନ୍ତି ଶ୍ରୀ…

ରଥ ଉପରକୁ ମୋବାଇଲ୍ ମନା ; ସ୍ଥିତି ଅନୁଧ୍ୟାନ କଲେ ସଂସ୍କୃତି ମନ୍ତ୍ରୀ

ଆଜି ପବିତ୍ର ବାହୁଡା ଯାତ୍ରା । ଜନ୍ମବେଦୀରେ ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇ ଯାଇଛି । ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପାଇଁ ଶରଧାବାଲିରେ ପ୍ରସ୍ତୁତ ରହିଛି ତିନି ରଥ । ବାହୁଡ଼ା ଯାତ୍ରା ପାଇଁ ଜନ ସମୁଦ୍ର ବଡ଼ଦାଣ୍ଡ । ଆରମ୍ଭ…

ଉଦ୍ଧାର ହେଲେ ଅପହରଣ ହୋଇଥିବା ରାଇସ ମିଲ୍ ମାଲିକ 

ଅପହରଣର ୪୮ ଘଣ୍ଟା ପରେ ଉଦ୍ଧାର ହେଲେ ରାଇସ୍ ମିଲ ମାଲିକ ଏ. ରମେଶ ପାତ୍ର । ଗତକାଲି ବିଳମ୍ବିତ ରାତିରେ କୋରାପୁଟ ପୁଲିସ୍ ମିଲ୍ ମାଲିକ ଏ ରମେଶ ପାତ୍ରଙ୍କୁ ଉଦ୍ଧାର କରିଛନ୍ତି। ଅପହରଣ କରିଥିବା ତିନି ଅଭିଯୁକ୍ତଙ୍କୁ ମଧ୍ୟ…

ଗୁଣ୍ଡିଚା ଯାତ୍ରା ଦିନ ରଥ ଉପରେ ଚଢ଼ିଥିଲେ ୨ ଅନଧିକୃତ ବ୍ୟକ୍ତି

ଗୁଣ୍ଡିଚା ଯାତ୍ରା ଦିନ ରଥ ଉପରେ ଚଢ଼ିଥିଲେ ଦୁଇ ଅନଧିକୃତ ବ୍ୟକ୍ତି । ଜଣେ ଉଚ୍ଚପଦସ୍ଥ ସରକାରୀ ଅଧିକାରୀ ଓ ଆଉ ଜଣେ ସମବାୟ ଅଧିକାରୀ ସୂଚନା । ଏହି ଦୁଇ ଅନଧିକୃତ ବ୍ୟକ୍ତି ଚଢ଼ିଥିବା ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ…

ଆଜି ଭାଇ ଭଉଣୀଙ୍କ ସହ ଶ୍ରୀମନ୍ଦିର ବାହୁଡ଼ିବେ ମହାବାହୁ

ଆଜି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା । ଗୁଣ୍ଡିଚା ମନ୍ଦିରରୁ ଶ୍ରୀମନ୍ଦିରକୁ ଫେରିବେ ଶ୍ରୀଜିଉ । ଶରଧାବାଲିରେ ଦଣ୍ଡାୟମାନ ୩ ରଥରେ ବିଜେ କରି ଶ୍ରୀମନ୍ଦିରକୁ ବାହୁଡ଼ିବେ ଶ୍ରୀଜିଉ । ପୁଣି ଆରବର୍ଷ ଆଡ଼ପମଣ୍ଡପରେ ମିଳିବ ମହାପ୍ରଭୁଙ୍କ ଦର୍ଶନ । ବାହୁଡ଼ା ଯାତ୍ରା…

ପୁଣି ଘରୋଇ ନର୍ସିଂହୋମରେ ଅଗ୍ନିକାଣ୍ଡ

ବାରିପଦା ଘରୋଇ ‘ସାଇ’ ନର୍ସିଂହୋମରେ ଅଗ୍ନିକାଣ୍ଡ । ଭୋର୍ ସମୟରେ ଦ୍ବିତୀୟ ମହଲାର ICUରେ ଅଗ୍ନିକାଣ୍ଡ ହୋଇଥିବା ସୂଚନା । ଏସିରୁ ନିଆଁ ଲାଗିଥିବା ନେଇ ଅନୁମାନ କରାଯାଉଛି । ନର୍ସିଂହୋମରେ ଅଳ୍ପ ରୋଗୀ ଚିକିତ୍ସିତ ହେଉଥିବାବେଳେ ସମସ୍ତଙ୍କୁ ସୁରକ୍ଷିତ ଭାବେ…

ଆଜି ପୁଣି ରାଜ୍ୟବାସୀଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ଆଜି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ । ଦିନ ୧୧ ଟା ସମୟରୁ ୟୁନିଟ୍- ୫,ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ଏହି ଅଭିଯୋଗ ଶୁଣାଣି ପାଇଁ ପଞ୍ଜୀକରଣ ସେହି ଦିନ ଦିବା…