Day: 18 July 2024

ଆପୋଷ ବୁଝାମଣାରେ ଅଲଗା ହେଲେ ହାର୍ଦ୍ଦିକ ଓ ନତାଶା

କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଓ ଅଭିନେତ୍ରୀ ନତାଶା ଷ୍ଟେନକୋଭିକଙ୍କ ବିବାହ ବିଚ୍ଛେଦକୁ ନେଇ ଅନେକ ସମୟରେ କିଛି ନା କିଛି ଶୁଣିବାକୁ ମିଳୁଥିଲା। ଏହି ଖବର ସେମାନଙ୍କ ଫ୍ୟାନଙ୍କ ମଧ୍ୟରେ ସବୁବେଳେ ଚର୍ଚ୍ଚାର ବିଷୟ ଥିଲା। ଏବେ ସବୁ ଚର୍ଚ୍ଚା ଓ…

ଲଘୁଚାପ ପାଇଁ ୬ ଜିଲ୍ଲାକୁ ସତର୍କ ସୂଚନା

ଉତ୍ତର ବଙ୍ଗୋପସାଗରରେ ଲଘୁଚାପକୁ ଦୃଷ୍ଟିରେ ରଖି SRC ସତର୍କ କରାଇଛନ୍ତି। ମତ୍ସ୍ୟ ଓ ପଶୁ ସମ୍ପଦ ବିଭାଗ ସହ ୬ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ନିର୍ଦ୍ଦେଶ ଦିଆଯାଇଛି। ଗଞ୍ଜାମ, ପୁରୀ, କେନ୍ଦ୍ରାପଡା, ଜଗତସିଂହପୁର, ଭଦ୍ରକ, ବାଲେଶ୍ବର ଜିଲ୍ଲାପାଳଙ୍କୁ ଚିଠି ଲେଖି ନିର୍ଦ୍ଦେଶ…

କାଲିଠୁ ପୁରୀରେ ଦୁଇଦିନିଆ ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ

ଶୁକ୍ରବାର ପୁରୀରେ ଦୁଇଦିନିଆ (୧୯ ଓ ୨୦) ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି । ରାଜ୍ୟ କାର୍ଯ୍ୟକାରିଣୀ ବୈଠକକୁ ରାଷ୍ଟ୍ରୀୟ ସଭାପତି ଜେ.ପି.ନଡ୍ଡା ଉଦଘାଟନ କରିବେ। ପରେ ରାଜ୍ୟ ସଭାପତି ମନମୋହନ ସାମଲ ବୈଠକରେ ଅଧ୍ୟକ୍ଷତା କରିବେ।…

ମୁଖ୍ୟମନ୍ତ୍ରୀଙ୍କ ଆଗରେ ଅପ୍ରୀତିକର ସ୍ଥିତି: ଦଳର ଦୁଇଗୋଷ୍ଠୀ ମୁହାଁମୁହିଁ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଗସ୍ତବେଳେ ମାହାଙ୍ଗା ନିର୍ବାଚନ ମଣ୍ଡଳୀ ନିଶ୍ଚିନ୍ତକୋଇଲ ବ୍ଲକ ତହସିଲ ଛକ ନିକଟରେ ଅପ୍ରୀତିକର ସ୍ଥିତି ଦେଖାଦେଇଛି। ବିଜେପି କର୍ମୀ ଓ ସ୍ବାଧୀନ ବିଧାୟକଙ୍କ ସମର୍ଥକ ମୁହାଁମୁହିଁ ହୋଇଛନ୍ତି। ମୁଖ୍ଯମନ୍ତ୍ରୀଙ୍କ ସ୍ବାଗତ ସମୟରେ ପରାଜିତ ବିଜେପି ବିଧାୟକ…

ଭୋଟ ଗଣତିରେ ଜାଲିଆତି ଅଭିଯୋଗ ନେଇ ହାଇକୋର୍ଟ ଗଲେ ବିଜେପି ପ୍ରାର୍ଥୀ ଜଗନ୍ନାଥ

ଭୋଟ ଗଣତିରେ ବ୍ୟାପକ ଜାଲିଆତି ଅଭିଯୋଗ ନେଇ ହାଇକୋର୍ଟର ଦ୍ବାରସ୍ଥ ହୋଇଛନ୍ତି ଭୁବନେଶ୍ବର ମଧ୍ୟ ବିଜେପି ପ୍ରାର୍ଥୀ ଜଗନ୍ନାଥ ପ୍ରଧାନ । ବିଧାୟକ ଅନନ୍ତ ନାରାୟଣ ଜେନାଙ୍କ ବିରୋଧରେ ନିର୍ବାଚନୀ ମାମଲା କଲେ ସହ ଭୋଟ ଗଣତିରେ ବ୍ୟାପକ ଜାଲିଆତି ଅଭିଯୋଗ…

ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ପଦରୁ ହଟିଲେ ଆଇଏଏସ୍‌ ରୁପାରୋଶନ

ସିଏମ୍‌ଓରୁ ହଟିଛନ୍ତି ଆଇଏଏସ୍‌ ରୁପାରୋଶନ ସାହୁ । ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଥିବା ରୁପାରୋଶନଙ୍କୁ ଏସ୍‌ସି/ଏସ୍‌ଟି ଉନ୍ନୟନ ବିଭାଗ କମିଶନର ତଥା ସଚିବ ଭାବେ ବଦଳି କରାଯାଇଛି । ପୂର୍ବରୁ ସେ ଏହି ବିଭାଗର ଅତିରିକ୍ତ ଦାୟିତ୍ବ ତୁଲାଉଥିଲେ ଏବେ କମିଶନର…

ଭିତର ରତ୍ନଭଣ୍ଡାରର ସମସ୍ତ ଅଳଙ୍କାର ହେଲା ସ୍ଥାନାନ୍ତରଣ

ସବୁ ପ୍ରତୀକ୍ଷାର ଘଟିଲା ଅନ୍ତ । ଭିତର ରତ୍ନଭଣ୍ଡାରର ସମସ୍ତ ରତ୍ନଭଣ୍ଡାରରୁ ସମସ୍ତ ଅଳଙ୍କାର ସ୍ଥାନାନ୍ତରଣ କଲା ପରେ ବାହାରକୁ ଆସିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ । ବାହାରକୁ ଆସିଲା…

ନବୀନ ପଟ୍ଟନାୟକଙ୍କ ଛାୟା କ୍ୟାବିନେଟକୁ ହାସ୍ୟାସ୍ପଦ ବୋଲି କହିଲେ ସମୀର ଦାଶ

ନବୀନ ପଟ୍ଟନାୟକ ଗଠନ କରିଥିବା ଛାୟା କ୍ୟାବିନେଟକୁ ନେଇ ବିଜେପି ଟାର୍ଗେଟ କରିବାରେ ଲାଗିଛି । ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ପୂର୍ବତନ ମନ୍ତ୍ରୀ ସମୀର ଦାଶ ତେର୍ଚ୍ଛା ନିଶାନା ଦେଇ କହିଛନ୍ତି ନବୀନ ସରକାରରେ…

ଶନିବାର ୧୨ଟା ସୁଦ୍ଧା ପ୍ରକାଶ ପାଇବ ନିଟ୍‌-ୟୁଜି ରେଜଲ୍ଟ

ଆଜି ମେଡିକାଲ ପ୍ରବେଶିକା ପରୀକ୍ଷା ନିଟ୍‌ ୟୁଜି ପ୍ରଶ୍ନପତ୍ର ଲିକ୍ ଘଟଣାରେ ବଡ଼ ରାୟ ଦେଇଛନ୍ତି ସୁପ୍ରିମକୋର୍ଟ । ଶନିବାର ମଧ୍ୟାହ୍ନ ସୁଦ୍ଧା ନିଟ୍‌-ୟୁଜି ପରୀକ୍ଷାଫଳ ପ୍ରକାଶ ନେଇ ଏନ୍‌ଟିଏକୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ । ସହର ୱାରୀ ଏବଂ ପରୀକ୍ଷା…

ଏଏସ୍ଓଙ୍କୁ ମାଡମାରିବା ଘଟଣା: ରାଜଭବନ ଆଗରେ ବିଜେଡିର ବିକ୍ଷୋଭ

ଦିନକୁ ଦିନ ଘନେଇବାରେ ଲାଗିଛି ଏଏସ୍ଓ ବୈକୁଣ୍ଠ ପ୍ରଧାନଙ୍କୁ ରାଜ୍ୟପାଳଙ୍କ ପୁଅ ମାଡ଼ ମାରିବା ବିବାଦ । ରାଜ୍ଯପାଳଙ୍କ ପୁଅଙ୍କ ଦ୍ବାରା ଏଏସଓ ବୈକୁଣ୍ଠ ପ୍ରଧାନଙ୍କୁ ମାଡ଼ ମାରିବା ଘଟଣାରେ କାର୍ଯ୍ୟନୁଷ୍ଠାନ ଦାବିରେ ନେଇ ବିଜୁ ଯୁବ ଓ ଛାତ୍ର ଜନତା…