Day: 18 July 2024

ଯାଜପୁରର ବିଭିନ୍ନ ଖଣି ଖାଦାନ ଉପରେ ରାଜ୍ୟ ଖଣି ବିଭାଗର ଚଢ଼ାଉ

ଆଜି ଖଣି ଦୁର୍ନୀତି ଅଭିଯୋଗରେ ଯାଜପୁରର ଧର୍ମଶାଳାରେ ବିଭିନ୍ନ ଖଣି ଓ ପଥର ଖାଦାନା ଉପରେ ଏକ ବଡ଼ ଧରଣର ଚଢାଉ କରିଛି ରାଜ୍ଯ ଖଣି ବିଭାଗ। ପୂର୍ବ ବିଜେଡି ସରକାର ସମୟରେ ଖଣି କାରବାରରେ ଅନିୟମିତତା ହୋଇଥିବା ଧର୍ମଶାଳା ବିଧାୟକ…

ପୁଣି ବଡ଼ ଧରଣର ଟ୍ରେନ୍ ଦୁର୍ଘଟଣା; ୨ ମୃତ, ଅନେକ ଗୁରୁତର

ପୁଣି ଏକ ବଡ଼ ଦୁର୍ଘଟଣାଗ୍ରସ୍ତ ହେଲା ଟ୍ରେନ୍ । ଗୋରଖପୁର ଦେଇ ଚଣ୍ଡୀଗଡରୁ ଆସାମର ଦିବ୍ରୁଗଡ ଯାଉଥିବା ଚଣ୍ଡୀଗଡ ଏକ୍ସପ୍ରେସ ମୋତିଗଞ୍ଜର ପିକୌରା ଗ୍ରାମ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି । ଯାହା ଫଳରେ ଘଟଣାସ୍ଥଳରେ ଉତ୍ତେଜନାମୂଳକ ପରିସ୍ଥିତି ଉତ୍ପନ୍ନ ହେଇଛି ।…

ପିଏମ୍ଓ ନିର୍ଦ୍ଦେଶକୁ ଅଣଦେଖା: ୮ ବର୍ଷ ହେଲା ଦୁର୍ଗନ୍ଧମୟ ପରିବେଶରେ ରହୁଛନ୍ତି ଭିଏଏନଗର କଲୋନୀବାସୀ

ବର୍ଷେ କି ଦୁଇବର୍ଷ ନୁହେଁ ୮ ବର୍ଷ ଧରି ଦୂର୍ଗନ୍ଧମୟ ପରିବେଶରେ କଲବଲ ହେଉଛନ୍ତି ଭିଏସ୍ଏସ୍ ନଗର ହାଉସିଂ ବୋର୍ଡ କଲୋନୀ ବାସିନ୍ଦା । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଠାରୁ ଆରମ୍ଭ କରି ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ସମସ୍ୟା ସମାଧାନ ପାଇଁ ନିର୍ଦେଶ…

ଆକ୍ସନ ମୋଡ଼ରେ ମୋହନ ସରକାର: ବୁଲିଲା ବୁଲଡୋଜର

ଜବରଦଖଲ ଉଛେଦ ନେଇ ଆକ୍ସନ ମୋଡ଼କୁ ଆସିଛନ୍ତି ମୋହନ ସରକାର । ଝାରସୁଗୁଡ଼ା ବନ୍ଧବାହାଲରେ ପ୍ରଥମ ବୁଲଡୋଜର ଭୁଲିଛି । ଆପରାଧିକ ମାମଲାରେ ଜଡ଼ିତ ଥିବା ବ୍ୟକ୍ତିଙ୍କ ଦୋକାନ ଭଙ୍ଗା ହୋଇଛି। ମାଂସ ଦୋକାନ, ଗ୍ୟାରେଜ ଓ ରାସନ ଦୋକାନରେ ବୁଲଡୋଜର…

ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନାଁରେ ଏତଲା

ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନାଁରେ ଭୁବନେଶ୍ୱରସ୍ଥିତ ମଞ୍ଚେଶ୍ବର ଥାନାରେ ଏତଲା ଦେଇଛି ନିଖିଳ ଓଡ଼ିଶା ଠିକାଦାର ମହାସଂଘ। ନବୀନ ପଟ୍ଟନାୟକଙ୍କ ସହ ବିଜେଡିର ୬ ନେତା ଓ ପୂର୍ତ୍ତ ସଚିବଙ୍କ ନାଁରେ ମଧ୍ୟ ଏତଲା ଦିଆଯାଇଛି। ପ୍ରତିଶ୍ରୁତି ସତ୍ତ୍ବେ ଦାବିପୂରଣ…

ବଡ଼ ଘୋଷଣା: ବନ୍ଦ ହେବନି ଆହାର ଯୋଜନା

ଆହାର ଯୋଜନା ବନ୍ଦ କରାଯିବନି କହିଲେ ନଗର ଉନ୍ନୟନ ମନ୍ତ୍ରୀ । ଆହାର ପ୍ରତି ଲୋକଙ୍କ ଆଗ୍ରହ ଅଛି, ତେଣୁ ସେଥିପ୍ରତି ଗୁରୁତ୍ବ ଦିଆଯାଉଛି। ଆହାର ନାଁ ପରିବର୍ତ୍ତନ ନେଇ ପରବର୍ତ୍ତୀ ସମୟରେ ସମୀକ୍ଷା ହେବ। କ୍ୟାପିଟାଲ ହସ୍ପିଟାଲ ଆହାର କେନ୍ଦ୍ର…

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାସହ ଜଡ଼ିତ ଘୂର୍ଣ୍ଣିବଳୟ ଦକ୍ଷିଣ ପଶ୍ଚିମ ଆଡ଼କୁ ଢଳି ରହିଛି। ଆଗାମୀ ୨ ଦିନରେ…

ଶୈବପୀଠ ଧବଳେଶ୍ୱରରେ ପ୍ଲାଷ୍ଟିକକୁ ନା

ପ୍ରସିଦ୍ଧ ଶୈବପୀଠ ଧବଳେଶ୍ୱରରେ ପ୍ଲାଷ୍ଟିକ୍ ଉପରେ ବ୍ୟାନ ଲଗାଯାଇଛି। ପ୍ଲାଷ୍ଟିକ କଳସ, ପ୍ଲାଷ୍ଟିକ ତିଆରି ଅନ୍ୟ ସାମଗ୍ରୀ ସଂପୂର୍ଣ୍ଣ ନିଷେଧ ହୋଇଛି। ଦେବୋତ୍ତର ବିଭାଗ ଓ ପୂଜକ କମିଟି ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ଏଥିସହ କାଉଡିଆମାନେ ଶ୍ରାବଣ ମାସ ସୋମବାରରେ…

ନବୀନଙ୍କ ଛାୟା ମନ୍ତ୍ରୀମଣ୍ଡଳ ନେଇ ପ୍ରତାପ ଷଡ଼ଙ୍ଗୀଙ୍କ ପ୍ରତିକ୍ରିୟା

ନବୀନଙ୍କ ଛାୟା ମନ୍ତ୍ରୀମଣ୍ଡଳକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ। ଅସ୍ତିତ୍ବ ଅଛି ବୋଲି ଜଣାଇବାକୁ ନବୀନ ଏଭଳି ନିଷ୍ପତ୍ତି ନେଇଥିବା କହିଛନ୍ତି। ଆମେ ଖୁସି ଯେ ଆମକୁ ଶକ୍ତ ବିରୋଧୀ ଦଳ ମିଳିଛି। ସେମାନେ ସଜାଗ ରୁହନ୍ତୁ,…

ରତ୍ନଭଣ୍ଡାର ସମ୍ପୂର୍ଣ୍ଣ ଖାଲି ହେବା ପରେ ମରାମତି ହେବ

ରତ୍ନଭଣ୍ଡାର ମରାମତି ନିତାନ୍ତ ଆବଶ୍ୟକ କହିଲେ ଗଜପତି ମହାରାଜା। ରତ୍ନଭଣ୍ଡାର ଦେଖି ଫେରିଲା ପରେ ଗଜପତି ମହାରାଜାଙ୍କ ପ୍ରତିକ୍ରିୟା । ଉଭୟ ବାହାର ଓ ଭିତର ରତ୍ନଭଣ୍ଡାର ଆଗ ମରାମତି କରାଯିବ। ମରାମତି କାର୍ଯ୍ୟ ଶେଷ ହେଲା ପରେ ଅଳଙ୍କାର ଗଣତି,…