Day: 18 July 2024

‘ମୋ ମଶାରୀ’ ଯୋଜନା ବାଟବଣା: ବିଜଦର ବିଶ୍ବସ୍ତରୀୟ ସାସ୍ଥ୍ୟସେବାରେ ଓଡ଼ିଶା ମ୍ୟାଲେରିଆରେ ୧ ନମ୍ବର

ବିଜଦ ସରକାର ସମୟରେ ସବୁ କାମ ବିଶ୍ବସ୍ତରୀୟ ହେଇଥିଲା । ଏପରିକି ସ୍ବାସ୍ଥ୍ୟସେବା ମଧ୍ୟ ବିଶ୍ବସ୍ତରୀୟ ବୋଲି ପ୍ରଚାର ହେଉଥିଲା । କିନ୍ତୁ ଏହା ବାସ୍ତବ ନ ହୋଇ କେବଳ ପ୍ରଚାରରେ ସୀମିତ ଥିବାରୁ ମ୍ୟାଲେରିଆ ରୋଗୀଙ୍କ ସଂଖ୍ୟା ଓ ମୃତ୍ୟୁହାରରେ…

ଭିତର ରତ୍ନଭଣ୍ଡାରରୁ ବାହାରିବା ପରେ ଗଜପତି ମହାରାଜାଙ୍କ ପ୍ରତିକ୍ରିୟା

ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରରୁ ବାହାରିଲେ ଗଜପତି ମହାରାଜା। ଭିତର ରତ୍ନଭଣ୍ଡାରରୁ ବାହାରିବା ପରେ ପ୍ରତିକ୍ରିୟା ରଖିଛନ୍ତି । ଆଜି ସଂଧ୍ୟା ସୁଦ୍ଧା ସ୍ଥାନାନ୍ତର ପ୍ରକ୍ରିୟା ସରିବ ବୋଲି ଆଶା ରଖାଯାଇଛି। ଖଟଶେଯ ଘରେ ଗହଣା, ମୂଲ୍ୟବାନ ସାମଗ୍ରୀ ରଖାଯିବ। ମୂଲ୍ୟବାନ ସାମଗ୍ରୀ…

ଅଧ୍ଯକ୍ଷଙ୍କ ଲୋକ ଟେଣ୍ଡର ନପାଇବାରୁ ବାତିଲ ହେବ ବିଜୁ ସଭାଘର ?

ନବୀନ ସରକାରରେ କିଭଳି ଟେଣ୍ଡର ଫିଲିଂ ହେଉଥୁଲା, ଭାତ ହାଣ୍ଡିରୁ ଗୋଟିଏ ଚିପିଲା ପରି ଏଠାରେ ଗୋଟିଏ ଉଦାହରଣ ଦେଲେ ଯଥେଷ୍ଟ ହେବ । ପିସି ବନ୍ଦ କରିବା ପାଇଁ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଆହ୍ବାନ ଦେବା ପରେ ପିସି…

ଭିତର ରତ୍ନଭଣ୍ଡାରକୁ ପ୍ରବେଶ କଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ

ଆଜି ନିର୍ଦ୍ଧାରିତ ସମୟରେ ଖୋଲାଯାଇଛି ଭିତର ରତ୍ନଭଣ୍ଡାର । ଭିତର ରତ୍ନଭଣ୍ଡାର ବୁଲି ତଦାରଖ କରିବା ପାଇଁ ଦକ୍ଷିଣ ଦ୍ବାର ଦେଇ ପ୍ରବେଶ କଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ । ଭିତର ରତ୍ନ ଭଣ୍ଡାର ଖୋଲିବା ନିମନ୍ତେ ଶ୍ରୀମନ୍ଦିର ରତ୍ନ…

ଆରମ୍ଭ ହେଲା ରାଜ୍ୟ ସରକାରଙ୍କ ତୃତୀୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକ

ଆଜି ଲୋକସଭା ଭବନରେ ବସିଛି କ୍ୟାବିନେଟ୍ ଓ ମନ୍ତ୍ରୀ ପରିଷଦ ଗୁରୁତ୍ବପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଲୋକସେବା ଭବନରେ ଆରମ୍ଭ ହୋଇଛି। ପ୍ରଥମେ ମନ୍ତ୍ରୀ ପରିଷଦ ବୈଠକରେ ୨୦୨୪-୨୫ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ…

ନକ୍ସଲଙ୍କ ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ୨ ଯବାନ ସହିଦ, ୪ ଜଣ ଗୁରୁତର

ପୁଣି ନକ୍ସଲଙ୍କ ବର୍ବର କାଣ୍ଡ ଦେଖିବାକୁ ମିଳିଛି । ଛତିଶଗଡ଼ରେ ସିଆରପିଏଫ୍ ଓ ଡିଆର୍‌ଜି ଯବାନଙ୍କ କମ୍ବିଂ ଅପରେସନ ବେଳେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ କରିଛନ୍ତି ନକ୍ସଲ । ଫଳରେ ଘଟଣାସ୍ଥଳରେ ୨ ଯବାନ ସହିଦ ହୋଇଥିବା ବେଳେ ବିସ୍ଫୋରଣରେ ୪ ଜଣ…

୯ଟା ୫୧ରେ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର

ଆଜି ପୁଣି ଖୋଲାଯିବ ଶ୍ରୀମନ୍ଦିର ରତ୍ନଭଣ୍ଡାର। ଗତ ରବିବାର ବାହାର ରତ୍ନଭଣ୍ଡାର ଖୋଲାଯାଇ ଅଳଙ୍କାର ଗୁଡ଼ିକୁ ଅସ୍ଥାୟୀ ଷ୍ଟ୍ରଙ୍ଗରୁମକୁ ସ୍ଥାନାନ୍ତର ହୋଇଥିଲା। ଆଜି ଭିତର ରତ୍ନଭଣ୍ଡାରର ଖୋଲିବ। କମିଟି ଅଧ୍ୟକ୍ଷ ଜଷ୍ଟିସ୍ ବିଶ୍ଵନାଥ ରଥ କହିଛନ୍ତି ନିର୍ଦ୍ଧାରିତ ସମୟ ୯ଟା ୫୧…