Day: 19 July 2024

ସଂକଳ୍ପପତ୍ରର ସମସ୍ତ ପ୍ରତିଶୃତି ପୂରଣ ହେବ: ମନମୋହନ

ଓଡ଼ିଶାରେ ବିଜେପି ଏକାକୀ ସରକାର ଗଠନ କରିବା ପରେ ପୁରୀରେ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଛି। ସାଧାରଣ ନିର୍ବାଚନରେ ବିଜେପି ୨୧ରୁ ୨୦ଟି ସାଂସଦ ଜିତିବା ସହ ରାଜ୍ୟରେ ପ୍ରଥମ ଥର ପାଇଁ ଏକାକୀ ସରକାର ଗଠନ କରିଛି । ନିର୍ବାଚନ…

ଓଡ଼ିଶାର ସ୍ୱାର୍ଥ ପାଇଁ ରାଜ୍ୟସଭାରେ ଲଢ଼େଇ କରିବ ବିଜେଡି

ନବୀନ ନିବାସରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଜେଡି ସଂସଦୀୟ ଦଳ ବୈଠକ ହୋଇଥିଲା। ବୈଠକରେ ରାଜ୍ୟସଭା ସାଂସଦମାନେ ଉପସ୍ଥିତ ଥିଲେ। ସଂସଦ ଅଧିବେଶନ ଆରମ୍ଭରେ ହେବାକୁ ଥିବାବେଳେ ବୈଠକରେ ସେ ନେଇ ରଣନୀତି ପ୍ରସ୍ତୁତ ହୋଇଥିବା ଜଣାପଡିଛି। ଏଥିସହ…

୨୨ରେ ହେବନି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆସନ୍ତା ଜୁଲାଇ ୨୨ ତାରିଖ ସୋମବାରଠାରୁ ଆରମ୍ଭ ହେଉଛି। ତେଣୁ ସେହିଦିନ ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ। ଲୋକଙ୍କ ଅବଗତି ନିମନ୍ତେ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ଏହି…

ଭିଜିଲାନ୍ସର ହାତରେ ଧରାପଡିଲେ ସରପଞ୍ଚ 

ଭିଜିଲାନ୍ସର ହାତରେ ଧରାପଡିଛନ୍ତି କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ବ୍ରୁଣ୍ଡାବାହାଲ ଗ୍ରାମପଞ୍ଚାୟତ ସରପଞ୍ଚ ଦୀନେଶ କୁମାର ରାଉତ । ଗୋଲାମୁଣ୍ଡାରୁ ବ୍ରୁଣ୍ଡାବାହାଲକୁ ବୋଲେରୋରେ ୫ ଲକ୍ଷ ୪୦ ହଜାର ଟଙ୍କା ନେଇ ଯାଉଥିବାବେଳେ ଖାଲିଆକାନି ନିକଟରେ ଓଡିଶା ଭିଜିଲାନ୍ସର ହାତରେ…

ବର୍ଷା ଯୋଗୁଁ ବିଚ୍ଛିନ୍ନ ହେଲା ମାଲକାନଗିରିର ବିଭିନ୍ନ ଅଞ୍ଚଳର ଯୋଗାଯୋଗ ବ୍ୟବସ୍ଥା

ପ୍ରତିବର୍ଷ ମାଲକାନଗିରି ଜିଲ୍ଲାରେ ବର୍ଷାର ସ୍ଥିତି ଦିନ ଦିନରେ ସଂକଟାପୂର୍ଣ୍ଣ ହେବାକୁ ଲାଗିଛି । ବର୍ଷା ପାଇଁ ମାଲକାନଗିରି ଜିଲ୍ଲାର କିଛି ଅଞ୍ଚଳ ଏକ ପ୍ରକାର ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯାଇଥାଏ। ସେଥିପାଇଁ ଚାଳିତବର୍ଷ ମଧ୍ୟ ଲଘୁଚାପ ବର୍ଷା ଯୋଗୁଁ ମାଲକାନଗିରିର…

ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ ହେଲେ ଓଡ଼ିଶାର ଆଡଭୋକେଟ୍ ଜେନେରାଲ୍

ଓଡ଼ିଶାର ଆଡଭୋକେଟ୍ ଜେନେରାଲ୍ ଭାବରେ ଓଡ଼ିଶାର ହାଇକୋର୍ଟର ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ ନିଯୁକ୍ତ ହୋଇଛନ୍ତି । ରାଜ୍ୟପାଳ ରଘୁବର ଦାସ ତାଙ୍କୁ ଓଡ଼ିଶାର ଏଜି ଭାବେ ନିଯୁକ୍ତି ଦେଇଛନ୍ତି। ଆଇନ୍ କ୍ଷେତ୍ରରେ ପୀତାମ୍ବର ଆଚାର୍ଯ୍ୟଙ୍କର ଦୀର୍ଘଦିନର ଅଭିଜ୍ଞତା ରହିଛି। ପୀତାମ୍ବର…

ଅବପାତର ରୂପ ନେଲା ଲଘୁଚାପ

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅଧିକ ଘନୀଭୂତ ହୋଇ ଗଭୀର ଅବପାତର ରୂପ ନେଲା ଲଘୁଚାପ । ସେଥିପାଇଁ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଓଡ଼ିଶା ଉପକୂଳ ଛୁଇଁବାର ସମ୍ଭାବନା ରଲିଛି। ଏହା ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳରେ ରହିଛି ।…

ଓଡ଼ିଶା ସରକାରୀ ପ୍ରେସ୍‌ରେ ତିନି ଜଣ ଯୁବତୀଙ୍କୁ ଅସଦାଚରଣ ଅଭିଯୋଗ

ଓଡ଼ିଶା ସରକାରୀ ପ୍ରେସ୍‌ରେ ଅସଦାଚରଣ ଶିକାର ହୋଇଛନ୍ତି ତିନି ଜଣ ଯୁବତୀ । ମଧୁପାଟଣାସ୍ଥିତ ଓଡ଼ିଶା ସରକାରୀ ପ୍ରେସ୍‌ର ଆଟାଚ୍‌ ବାଇଣ୍ଡିଂ ସେକ୍ସନରେ ପ୍ରଶିକ୍ଷଣ ନେଉଥିବା ତିନି ଜଣ ଯୁବତୀଙ୍କୁ ଅସଦାଚରଣ କରାଯାଇଥିବା ଅଭିଯୋଗ ଏବେ ସାମ୍ନାକୁ ଆସିଥିବାର ଦେଖା ଯାଇଛି…

ପୂର୍ବତନ ମନ୍ତ୍ରୀ ରଘୁନନ୍ଦନ ଦାସଙ୍କୁ ମିଳିଲା ଆଗୁଆ ଜାମିନ

ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ରଘୁନନ୍ଦନ ଦାସଙ୍କୁ ମିଳିଛି ଆଶ୍ୱସ୍ତି। ରଘୁନନ୍ଦନ ଦାସଙ୍କ ମିଳିଲା ଆଗୁଆ ଜାମିନ । ମହିଳା ସମ୍ବାଦିକଙ୍କୁ କୁକୁର ଲଗାଇ ଭୟଭୀତ କରିବାକୁ ଉଦ୍ୟମ ମାମଲାରେ ତାଙ୍କୁ ଆଗୁଆ ଜାମିନ ଆବେଦନକୁ ମଞ୍ଜୁର ଦେଇଛନ୍ତି ହାଇକୋର୍ଟ…

ଓଡ଼ିଶାର ସେବା ପାଇଁ ସୁଯୋଗ ଦେଇଥିବାରୁ ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଜଣାଇଲେ ଜେପି ନଡ୍ଡା

ପୁରୀରେ ବିଜେପିର ଦୁଇ ଦିନିଆ କାର୍ଯ୍ୟକାରିଣୀ ବୈଠକରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ବକ୍ତବ୍ୟ । ଜେପି ନଡ୍ଡା ଓଡ଼ିଶାର ସେବା ପାଇଁ ସୁଯୋଗ ଦେଇଥିବାରୁ ଓଡ଼ିଶାବାସୀଙ୍କୁ ପ୍ରଣାମ ସହ ଅକ୍ଳାନ୍ତ ପରିଶ୍ରମ କରି ରାଜ୍ୟରେ ପଦ୍ମ ଫୁଟାଇଥିବାରୁ କର୍ମୀଙ୍କୁ ବଧାଇ…