Day: 21 July 2024

ବଜେଟ ଅଧିବେଶନ ପାଇଁ ବିଜେପିର ରଣନୀତି ପ୍ରସ୍ତୁତ

ବିଧାନସଭାର ୫୪ନଂ ପ୍ରକୋଷ୍ଠରେ ବିଜେପି ବିଧାୟକ ଦଳ ବୈଠକ ବସିଥିଲା । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୈଠକରେ ଅଧ୍ୟକ୍ଷତା କରିଥିଲେ। ରାଜ୍ୟ ସଭାପତି ମନମୋହନ ସାମଲ, ସମସ୍ତ ବିଧାୟକ ଓ ମନ୍ତ୍ରୀ ସାମିଲ ହୋଇଥିଲେ। କାଲିଠୁ ବଜେଟ ଅଧିବେଶନ ଆରମ୍ଭ…

ସ୍କୁଲ୍ ବସରେ ହେବ ଅଗ୍ନି ନିରାପତ୍ତା ନିୟମର ଅନୁପାଳନ

ସ୍କୁଲ ବସରେ ଅଗ୍ନି ନିରାପତ୍ତା ନିୟମ ପାଳନ ସୁନିଶ୍ଚିତ କରିବା ଦିଗରେ ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି । କେନ୍ଦ୍ରୀୟ ମୋଟର ଯାନ ନିୟମ ଅନୁଯାୟୀ ସମସ୍ତ ସ୍କୁଲ ବସରେ ଅଗ୍ନି ନିରାପତ୍ତା ବ୍ୟବସ୍ଥାର ସଠିକ୍ ଅନୁପାଳନ…

ସୁରକ୍ଷା ବଳୟରେ ବିଧାନସଭା ପରିସର

ସପ୍ତଦଶ ବିଧାନସଭାର ବଜେଟ ଅଧିବେଶନ ୨୨ରୁ ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ସମ୍ପୂର୍ଣ୍ଣ ସୁରକ୍ଷା ବଳୟରେ ରହିଛି ବିଧାନସଭା ପରିସର। ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି ଡିଜିପି। ତ୍ରୀସ୍ତରୀୟ ସୁରକ୍ଷା ବ୍ୟବସ୍ଥାରେ ୩୦ ପ୍ଲାଟୁନ ଫୋର୍ସ ମୁତୟନ ହେବେ। ମାଷ୍ଟର କ୍ୟାଣ୍ଟିନରୁ…

ଆକ୍ରୋଶମୂଳକ ରାଜନୀତିରୁ କ୍ଷାନ୍ତ ରୁହନ୍ତୁ ବିଜେପି ସରକାର: ବିଜେଡି

ରାଜ୍ୟ ସରକାର ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାଁ ପରିବର୍ତ୍ତନ ପ୍ରସଙ୍ଗରେ ଶଙ୍ଖ ଭବନରେ ବିଜେଡି ଆଜି ଏକ ସାମ୍ବାଦିକ ସମ୍ମିଳନୀ କରିଛି। ସରକାର ଗଠନକୁ ମାସେ ପୂରିନି। ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ନାଁରେ ଥିବା କ୍ରୀଡା ପୁରାସ୍କାରର ନାଁ…

ଉଷା ପାଢ଼ୀଙ୍କ ନାଁରେ ସାଇବର ଠକେଇ ଉଦ୍ୟମ

ବରିଷ୍ଠ ଆଇଏଏସ ଅଧିକାରୀ ତଥା ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀଙ୍କ ନାମରେ ସାଇବର ଠକେଇ ଉଦ୍ୟମ ହୋଇଛି। ଶ୍ରୀମତୀ ପାଢ଼ୀଙ୍କ ନାମରେ ହ୍ବାଟ୍ସଆପରେ ନକଲି ଆକାଉଣ୍ଟ ଖୋଲି ତାଙ୍କ ଫଟୋ ଡିପି…

ରାମଚନ୍ଦ୍ର କାଡ଼ାମ ହେଲେ କଂଗ୍ରେସ ବିଧାୟକ ଦଳ ନେତା

ପଟାଙ୍ଗୀ ବିଧାୟକ ରାମଚନ୍ଦ୍ର କାଡ଼ାମ କଂଗ୍ରେସ ବିଧାୟକ ଦଳ ନେତା ଭାବେ ମନୋନୀତ ହୋଇଛନ୍ତି। ବାସୁଦେବପୁର ବିଧାୟକ ଅଶୋକ ଦାସ ବିଧାୟକ ଦଳର ଉପନେତା ଚୟନ ହୋଇଛନ୍ତି। ସେହିପରି ରାଜଗାଙ୍ଗପୁର ବିଧାୟକ ସିଏସ୍‌ ରାଜନ ଏକ୍କା କଂଗ୍ରେସ ମୁଖ୍ୟ ସଚେତକ ଭାବେ…

ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ଭାଙ୍ଗିଲା ଏଆଇସିସି

ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିକୁ ଭଙ୍ଗ କରିଛି ଅଲ ଇଣ୍ଡିଆ କଂଗ୍ରେସ କମିଟି (ଏଆଇସିସି) । ଏଆଇସିସି ସଭାପତିଙ୍କ ଅନୁମୋଦନ କ୍ରମେ ସବୁ କମିଟି ଭଙ୍ଗା ହୋଇଛି । ପିସିସି ଓ କାର୍ଯ୍ୟକାରୀ କମିଟିକୁ ମଧ୍ୟ ଭାଙ୍ଗି ଦିଆଯାଇଛି। ଜିଲ୍ଲା, ବ୍ଲକ୍‌…

ଏତେ ପୁରୁଣା ଦଳ ନେତା ବାଛିପାରୁନି: ତାରା

ସର୍ବଦଳୀୟ ବୈଠକ ଇତିମଧ୍ୟରେ ଶେଷ ହୋଇଛି। ବୈଠକରେ କଂଗ୍ରେସ ଯୋଗ ନଦେବାକୁ ନେଇ କଂଗ୍ରେସ ନେତା ତାରା ବାହିନୀପତି କ୍ଷୋଭ ପ୍ରକାଶ କରିଛନ୍ତି। କଂଗ୍ରେସ ଏତେ ପୁରୁଣା ଦଳ ହୋଇଥିବା ବେଳେ ନେତା ବଛା ହୋଇପାରୁ ନାହିଁ। ଏହାକୁ ନେଇ ଆଉ…

ସର୍ବଦଳୀୟ ବୈଠକ: ଯୋଗ ଦେଲେନି କଂଗ୍ରେସ ଓ ସିପିଏମ

ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ୨୨ରୁ ଆରମ୍ଭ ହେବ। ଏହା ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ ଶେଷ ହୋଇଯାଇଛି। ସେହିପରି ବିଧାନସଭା କାର୍ଯ୍ୟରେ ବିରୋଧୀ ଦଳର ବିଧାୟକମାନେ ସହଯୋଗ କରିବାକୁ ପ୍ରତିଶ୍ରୁତି ଦେଇଥିବା ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା…

୨୫ ଯାଏଁ ପ୍ରବଳ ବର୍ଷା

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ଏବେ ଓଡ଼ିଶା ଉପକୂଳରୁ ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି । ଏହା କ୍ରମଶଃ ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହେବ । ଏହା ପ୍ରଭାବରେ ଆସନ୍ତା ୪ ଦିନ ଅର୍ଥାତ ୨୫…