Day: 23 July 2024

ଆଜି ଆସିବ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ କେନ୍ଦ୍ର ବଜେଟ୍‌ 

ଆଜି ୧୧ଟାରେ ଆସିବ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ କେନ୍ଦ୍ର ବଜେଟ୍‌ । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ସଂସଦରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍‌ ଉପସ୍ଥାପନ କରିବେ । ଏହା ହେବ ନରେନ୍ଦ୍ର ମୋଦୀ ସରକାରଙ୍କ ତୃତୀୟ…