Month: July 2024

ଓଡ଼ିଶାର ସେବା ପାଇଁ ସୁଯୋଗ ଦେଇଥିବାରୁ ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଜଣାଇଲେ ଜେପି ନଡ୍ଡା

ପୁରୀରେ ବିଜେପିର ଦୁଇ ଦିନିଆ କାର୍ଯ୍ୟକାରିଣୀ ବୈଠକରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ବକ୍ତବ୍ୟ । ଜେପି ନଡ୍ଡା ଓଡ଼ିଶାର ସେବା ପାଇଁ ସୁଯୋଗ ଦେଇଥିବାରୁ ଓଡ଼ିଶାବାସୀଙ୍କୁ ପ୍ରଣାମ ସହ ଅକ୍ଳାନ୍ତ ପରିଶ୍ରମ କରି ରାଜ୍ୟରେ ପଦ୍ମ ଫୁଟାଇଥିବାରୁ କର୍ମୀଙ୍କୁ ବଧାଇ…

ମାଇକ୍ରୋସଫ୍ଟ ସର୍ଭର ଡାଉନ; ବିମାନସେବା ପ୍ରଭାବିତ

ମାଇକ୍ରୋସଫ୍ଟର ସର୍ଭର ଡାଉନ୍‌ ହେତୁ ସମଗ୍ର ବିଶ୍ୱ ଏବେ ଠପ୍‌ । ଦିଲ୍ଲୀ ଏବଂ ମୁମ୍ବାଇ ସମେତ ବିଦେଶରେ ବିମାନ ସେବା ମଧ୍ୟ ପ୍ରଭାବିତ ହୋଇଛି। ଭୁବନେଶ୍ବରରେ ବି ବିମାନ ସେବା ପ୍ରଭାବିତ ହୋଇଛି। ଏ ନେଇ ସୂଚନା ଦେଇଛନ୍ତି ବିମାନବନ୍ଦର…

ବ୍ଲାକରୋଜ ବୁଡ଼ି ଘଟଣାର ସିବିଆଇ ତଦନ୍ତ ଦାବି

ବ୍ଲାକରୋଜ ଜାହାଜ ବୁଡ଼ିବା ଘଟଣାର ସିବିଆଇ ତଦନ୍ତ ଦାବି କରିଛନ୍ତି ସୂଚନା ଅଧିକାର କର୍ମୀ ପ୍ରଦୀପ ପ୍ରଧାନ। ଏଥିରେ ବହୁ ବିଜେଡି ନେତା ସମ୍ପୃକ୍ତ ଥିବାରୁ ପୂର୍ବ ସରକାର ଘଟଣାକୁ ଚାପି ରଖିଥିଲେ ବୋଲି କହିଛନ୍ତି । ପୂର୍ବରୁ ବିଜେପି ବ୍ଲାକରୋଜର…

ଝାଡ଼ାବାନ୍ତିରେ ୨୫ ଆକ୍ରାନ୍ତ

ଭଂଜନଗର ଲଗୁଣ୍ଠା ବ୍ଲକ ଅନ୍ତର୍ଗତ ଟିକରପଡ଼ା ଗାଁରେ ଝାଡ଼ାବାନ୍ତି ଆତଙ୍କ ଦେଖାଦେଇଛି। ଝାଡ଼ାବାନ୍ତି ବ୍ୟାପୁଥିବାବେଳେ ଗାଁରେ ୨୫ରୁ ଅଧିକ ଆକ୍ରାନ୍ତ ହୋଇଛନ୍ତି। ସପ୍ତାହକରେ ୨ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୮ ଜଣ ଚିକିତ୍ସାଧୀନ ଅଛନ୍ତି। ଦୂଷିତ ପାଣି ଯୋଗୁଁ ଝାଡ଼ାବାନ୍ତି ବ୍ୟାପୁଥିବା…

ଭୁବନେଶ୍ୱରରେ ପହଞ୍ଚିଲେ ଜେପି ନଡ୍ଡା

ପୁରୀରେ ବିଜେପି ରାଜ୍ୟ ପଦାଧିକାରୀ ବୈଠକ ହୋଇଯାଇଥିବା ବେଳେ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଆରମ୍ଭ ହେବ। ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ବୈଠକ ଉଦଘାଟନ କରିବେ । ଏଥିପାଇଁ ଭୁବନେଶ୍ବରରେ ପହଞ୍ଚିଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି…

୨୧ରେ ସର୍ବଦଳୀୟ ବୈଠକ

ଆସନ୍ତା ୨୧ ତାରିଖରେ ସର୍ବଦଳୀୟ ବୈଠକ ବସିବ । ୨୩ ତାରିଖରେ ଉପବାଚସ୍ପତି ନିର୍ବାଚନ ପାଇଁ ନାମାଙ୍କନ ଦାଖଲ ହେବ । ଏହାପରେ ୨୪ ତାରିଖରେ ନିର୍ବାଚନ ହେବ । ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ । ବିଧାନସଭା ସୁରୁଖୁରରେ ଚଳାଇବା…

ପୁରୀରେ ଆରମ୍ଭ ହେଲା ବିଜେପିର ରାଜ୍ୟ ପଦାଧିକାରୀ ବୈଠକ

ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ପୂର୍ବରୁ ପଦାଧିକାରୀ ବୈଠକ ଆରମ୍ଭ ହୋଇଛି । ଏହି ବୈଠକରେ ରାଜ୍ୟ ସଂଗଠନ ସା. ସମ୍ପାଦକ, କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ , ରାଜ୍ୟ ପ୍ରଭାରୀ ବିଜୟ ପାଲସିଂ ତୋମାର, ସହ ପ୍ରଭାରୀ ଲତା ଉସେଣ୍ଡିଙ୍କ…

ଆଜି ଚତୁର୍ଦ୍ଧାବିଗ୍ରହଙ୍କ ନୀଳାଦ୍ରି ବିଜେ

ଆସନ୍ତାକାଲିଠାରୁ ପୁଣି ରତ୍ନସିଂହାସନରୁ ଭକ୍ତଙ୍କୁ ଦର୍ଶନ ଦେବେ ଠାକୁର। ଚଳିତ ବର୍ଷ ଶାନ୍ତି ଶୃଙ୍ଖଳାରେ ରଥଯାତ୍ରା ଶେଷ ହେବା ସହିତ ସରିଲା ମହାପ୍ରଭୁଙ୍କ ୧୨ ଦିନିଆ ଜନ୍ମବେଦୀ ଲୀଳା । ଆଜି ଚତୁର୍ଦ୍ଧାବିଗ୍ରହଙ୍କ ନୀଳାଦ୍ରି ବିଜେ । ରଥ ଉପରେ ଥିବା…

ଆପୋଷ ବୁଝାମଣାରେ ଅଲଗା ହେଲେ ହାର୍ଦ୍ଦିକ ଓ ନତାଶା

କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଓ ଅଭିନେତ୍ରୀ ନତାଶା ଷ୍ଟେନକୋଭିକଙ୍କ ବିବାହ ବିଚ୍ଛେଦକୁ ନେଇ ଅନେକ ସମୟରେ କିଛି ନା କିଛି ଶୁଣିବାକୁ ମିଳୁଥିଲା। ଏହି ଖବର ସେମାନଙ୍କ ଫ୍ୟାନଙ୍କ ମଧ୍ୟରେ ସବୁବେଳେ ଚର୍ଚ୍ଚାର ବିଷୟ ଥିଲା। ଏବେ ସବୁ ଚର୍ଚ୍ଚା ଓ…

ଲଘୁଚାପ ପାଇଁ ୬ ଜିଲ୍ଲାକୁ ସତର୍କ ସୂଚନା

ଉତ୍ତର ବଙ୍ଗୋପସାଗରରେ ଲଘୁଚାପକୁ ଦୃଷ୍ଟିରେ ରଖି SRC ସତର୍କ କରାଇଛନ୍ତି। ମତ୍ସ୍ୟ ଓ ପଶୁ ସମ୍ପଦ ବିଭାଗ ସହ ୬ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ନିର୍ଦ୍ଦେଶ ଦିଆଯାଇଛି। ଗଞ୍ଜାମ, ପୁରୀ, କେନ୍ଦ୍ରାପଡା, ଜଗତସିଂହପୁର, ଭଦ୍ରକ, ବାଲେଶ୍ବର ଜିଲ୍ଲାପାଳଙ୍କୁ ଚିଠି ଲେଖି ନିର୍ଦ୍ଦେଶ…