Month: July 2024

ନିଟ୍‌ ପ୍ରଶ୍ନପତ୍ର ଲିକ୍ ମାମଲାରେ ମୁଖ୍ୟ ଅଭିଯୁକ୍ତ ରକି ଗିରଫ

ନିଟ୍ ପ୍ରଶ୍ନପତ୍ର ଲିକ୍ ମାମଲାର ମୁଖ୍ୟ ଅଭିଯୁକ୍ତ ରାକେଶ ରଂଜନ ଓରଫ ରକିକୁ ଗିରଫ କରାଯାଇଛି । ଝାଡ଼ଖଣ୍ଡରୁ ରକିକୁ ଗିରଫ କରିଛି ସିବିଆଇ। ଗୁରୁବାର ତାକୁ ପାଟନା ଅଦାଲତରେ ହାଜର କରାଯାଇଥିଲା। ଅଦାଲତ ରକିକୁ ୧୦ ଦିନିଆ ସିବିଆଇ ରିମାଣ୍ଡକୁ…

ବଜେଟ୍ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବୈଠକ

ବଜେଟ୍ ପୂର୍ବରୁ ମୋଦିଙ୍କ ବୈଠକ । ସାଧାରଣ ବଜେଟ୍ ଉପସ୍ଥାପନ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ବୈଠକ । ଜୁଲାଇ ୨୩ରେ ମୋଦି ସରକାର କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ ୩.୦ ଉପସ୍ଥାପନ କରିବେ। ଏହି ବଜେଟ ସମ୍ବନ୍ଧରେ ଏହି ବୈଠକ…

ପହଣ୍ଡି ଅଘଟଣରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ନାଁରେ ଏତଲା

ପହଣ୍ଡି ବେଳେ ହୋଇଥିବା ଅଘଟଣକୁ କେନ୍ଦ୍ରକରି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ନାଁରେ ଏତଲା । କ୍ୟାପିଟାଲ ଥାନାରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭିଭି ଯାଦବଙ୍କ ନାଁରେ ଦିଆଯାଇଛି ଏତଲା । ଏତଲା ଦେଇଛନ୍ତି ୫ଜଣ ଜନୈକ ଆଇନଜୀବୀ। କର୍ତ୍ତବ୍ୟରେ ଅବହେଳା ପାଇଁ…

ପହଣ୍ଡିବେଳେ ଘଟିଥିବା ଘଟଣାକୁ ହାଲୁକା ଭାବେ ନେବା ଉଚିତ୍ ନୁହେଁ: କଟକ ସାଂସଦ ଭର୍ତ୍ତୃହରି ମହତାବ

ଆଡ଼ପ ମଣ୍ଡପ ପହଣ୍ଡି ବିଜେ ଅଘଟଣରେ ଦୁଃଖ ପ୍ରକାଶ କରିଛନ୍ତି କଟକ ସାଂସଦ ଭର୍ତ୍ତୃହରି ମହତାବ । ସେ କହିଛନ୍ତି ଘଟଣାକୁ ହାଲୁକା ଭାବେ ନେବା ଉଚିତ୍ ନୁହେଁ । ଏହା ଅତ୍ୟନ୍ତ ଦୁଃଖଦାୟକ ଘଟଣା । ଏଭଳି ଘଟଣା ଇତିହାସରେ…

ବିମାନରେ ଅଗ୍ନିକାଣ୍ଡ: ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ପାକିସ୍ତାନ ପେଶାୱର ବିମାନବନ୍ଦରରେ ସୌଦି ଏୟାରଲାଇନ୍ସର ଏକ ଯାତ୍ରୀବାହୀ ବିମାନରେ ଅଗ୍ନିକାଣ୍ଡ । ପାକିସ୍ତାନର ପେଶାୱର ଏୟାରପୋର୍ଟରେ ଲ୍ୟାଣ୍ଡିଂ ବେଳେ ଲାଗି ଯାଇଥିଲା ନିଆଁ । ବିମାନରେ ୨୭୫ ଯାତ୍ରୀ ଓ କ୍ୟାବିନ କ୍ରୁର ୨୧ ଜଣ ରହିଥିଲେ । ଏହି…

କେନ୍ଦ୍ରାପଡ଼ା ଘରୋଇ ସ୍କୁଲର ୭ ଛାତ୍ରଛାତ୍ରୀ ଅସୁସ୍ଥ

କେନ୍ଦ୍ରାପଡ଼ା ସଦର ଥାନା ଉଦୟନଗର ସ୍ଥିତ ଏକ ଘରୋଇ ସ୍କୁଲର ୭ରୁ ଅଧିକ ଛାତ୍ରଛାତ୍ରୀ ଅସୁସ୍ଥ ହୋଇପଡିଛନ୍ତି। ସଙ୍ଗେ ସଙ୍ଗ ସମସ୍ତଙ୍କୁ ଜିଲ୍ଲା ମୁଖ୍ୟ ମେଡିକାଲରେ ଭର୍ତ୍ତି କରାଯାଇଛି। ସ୍କୁଲରେ ଲାଇଟ୍ ନଥିବାରୁ ଗୁଳଗୁଳିରେ ଛାତ୍ରଛାତ୍ରୀ ଅସୁସ୍ଥ ହୋଇଥିବା କୁହାଯାଇଥିବା ବେଳେ…

ବରିଷ୍ଠ ଆଇପିଏସ୍‌ ଅଫିସର ଆଶିଷ ସିଂଙ୍କ ବଦଳି

ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ଦାୟିତ୍ବରେ ଥିବା ଆଇଜି ଆଶିଷ ସିଂଙ୍କୁ ବଦଳି । ଗୃହ ବିଭାଗ OSD ଭାବେ ଆଶିଷ ସିଂଙ୍କୁ ବଦଳି । IPS ଆଶିଷ ସିଂଙ୍କ ବଦଳି ନେଇ ଗୃହ ବିଭାଗର ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟରେ ନିର୍ବାଚନ…

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଆଡ଼ପ ମଣ୍ଡପ ପହଣ୍ଡି ବିଜେ ଅଘଟଣରେ ଦୁଃଖ ପ୍ରକାଶ ସହ ମନ୍ତ୍ରୀମଣ୍ଡଳର ସଦସ୍ୟଙ୍କ ମନ୍ତବ୍ୟକୁ ଆଧାର କରି ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ମୁଖ୍ୟ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ଚିଠିରେ ଲେଖିଛନ୍ତି ମହାପ୍ରଭୁ…

ପବିତ୍ର ହେରା ପଞ୍ଚମୀର ମାହାତ୍ମ୍ୟ

ଶ୍ରୀଗୁଣ୍ଡିଚା ଯାତ୍ରାର ଏକ ରହସ୍ୟମୟ ନୀତି ହେଉଛି ‘ହେରା ପଞ୍ଚମୀ’। ଏହାର କାହାଣୀ ଅତ୍ୟନ୍ତ ରୋଚକ। ‘ହେରା’ର ଅର୍ଥ ଅବଲୋକନ ବା ଦର୍ଶନ। ଆଜି ପବିତ୍ର ହେରାପଞ୍ଚମୀ । ଶ୍ରୀମନ୍ଦିରରେ ଏହା ଏକ ବିଶେଷ ଉତ୍ସବ ଭାବରେ ପାଳିତ ହେଇଥାଏ। ଖାଲି…

୧୮କୁ ଘୁଞ୍ଚିଲା ନିଟ୍ ୟୁଜି ମାମଲାର ଶୁଣାଣି

ସୁପ୍ରିମକୋର୍ଟରେ ନିଟ୍ ୟୁଜି ମାମଲାର ଶୁଣାଣି ଘୁଞ୍ଚିଛି। କିଛି ପ୍ରତିପକ୍ଷ ସତ୍ୟପାଠ ପାଇ ନଥିବାରୁ ଏହି ଶୁଣାଣି ଘୁଞ୍ଚିଥିବା ଜଣାପଡ଼ିଛି। କେନ୍ଦ୍ର ଓ ନିଟ୍‌ ଦେଇଥିବା ସତ୍ୟପାଠକୁ ପ୍ରତିପକ୍ଷ ପାଇନାହାନ୍ତି। ତେଣୁ ଏହି ମାମଲାର ଶୁଣାଣି ଆସନ୍ତା ୧୮ ତାରିଖକୁ ଘୁଞ୍ଚିଛି।…