Month: July 2024

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆଜି ବସିବ ରଥଯାତ୍ରାର ଶେଷ ସମନ୍ବୟ ବୈଠକ

ମହାପ୍ରଭୁଙ୍କ ପବିତ୍ର ରଥଯାତ୍ରା ବିଶ୍ୱପ୍ରସିଦ୍ଧ। ଦୀର୍ଘ ୫୩ ବର୍ଷପରେ ଚଳିତ ବର୍ଷ ଗୋଟିଏ ଦିନରେ ନେତ୍ରଉସତ୍ବ, ନବଯୌବନ ଦର୍ଶନ ଓ ଶ୍ରୀଗୁଣ୍ଡିଚା ପଡୁଛି। ତେଣୁ ଦୁର୍ଲ୍ଲଭ ରଥଯାତ୍ରାରେ ଭକ୍ତଙ୍କ ସମାଗମ ଅଧିକ ରହିବ ବୋଲି ଆଶଙ୍କା କରାଯାଉଛି। ସେହିପରି ମହାପ୍ରଭୁଙ୍କ ଘୋଷଯାତ୍ରାରେ…

ସବୁଜରୁ ଗେରୁଆ ରଙ୍ଗ ହେଲା ‘ଲକ୍ଷ୍ମୀ’ ବସ୍

ସରକାର ବଦଳିବା ପରେ ବଦଳୁଛି ଲକ୍ଷ୍ମୀ ବସର ନାଁ ସହ ରଙ୍ଗ । ରାଜ୍ୟରେ ଯାତ୍ରୀ ପରିବହନ ବ୍ୟବସ୍ଥାକୁ ଅଧିକ ତ୍ୱରାନ୍ୱିତ କରିବା ପାଇଁ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ‘ଲକ୍ଷ୍ମୀ ବସ ଯୋଜନା’ ଆରମ୍ଭ କରିଥିଲେ । ଏହି ଯୋଜନା…

ଆକ୍ସନ ମୋଡ଼ରେ ନୂଆ ମୁଖ୍ୟ ଶାସନ ସଚିବ

ନୂତନ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା ଦାୟିତ୍ୱ ନେବା ପରେ ଆକ୍ସନ ମୋଡ଼କୁ ଆସିଛନ୍ତି। ଆଜି ସନ୍ଧ୍ୟାରେ ବିଭିନ୍ନ ବିଭାଗର ସଚିବମାନଙ୍କ ସହିତ ଲୋକସେବା ଭବନରେ ପ୍ରାରମ୍ଭିକ ବୈଠକ କରିଛନ୍ତି। ଏହି ଅବସରରେ ସେ ବିଭିନ୍ନ କାର୍ଯ୍ୟ ସୁଚାରୁରୂପେ…

ରଥଯାତ୍ରା ପରିଚାଳନା ପାଇଁ ୯୦ ଜଣ ଅଫିସରଙ୍କୁ ଦାୟିତ୍ୱ

ବିଶ୍ୱପ୍ରସିଦ୍ଧ ରଥଯାତ୍ରାକୁ ଆଉ ମାତ୍ର ଗୋଟିଏ ସପ୍ତାହ ବାକି ରହିଛି। ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିବା ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି ସରକାର। ରଥଯାତ୍ରାର ସୁପରିଚାଳନା ପାଇଁ ୯୦ ଜଣ ଅଫିସରଙ୍କୁ ଦାୟିତ୍ୱ ଦିଆଯାଇଛି। ୯୦ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟଙ୍କୁ ନିୟୋଜିତ କରିଛନ୍ତି ରାଜ୍ୟ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପୁରୀ ପୂଜାପଣ୍ଡା ନିଯୋଗ ସଦସ୍ୟ

ରାଜ୍ୟ ଅତିଥି ଭବନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟିଛନ୍ତି ପୁରୀ ପୂଜାପଣ୍ଡା ନିଯୋଗ ସଦସ୍ୟ। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀଙ୍କୁ ଶୁଭେଚ୍ଛା ଜଣାଇବା ସହିତ ଆଶୀର୍ବାଦ କରିଛନ୍ତି।

୩୦୦ ୟୁନିଟ ପର୍ଯ୍ୟନ୍ତ ମାଗଣା ବିଜୁଳି ପ୍ରସଙ୍ଗ: ଜବାବ ରଖିଲେ ମନମୋହନ

୩୦୦ ୟୁନିଟ୍‌ ପର୍ଯ୍ୟନ୍ତ ମାଗଣା ବିଜୁଳି ପ୍ରତିଶୃତି ପ୍ରସଙ୍ଗ ଉଠାଇ ବିଜେପିକୁ ଟାର୍ଗେଟ କରିଛି ବିଜେଡି। ବିଜେପି ଏହାର ଜବାବ ରଖିଛି। ଦଳର ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି, ବିଜେପିର ସଂକଳ୍ପପତ୍ରକୁ ବୋଧହୁଏ ବିଜେଡି ଠିକ ଭାବେ ପଢିନି। ମାଗଣା…

ବ୍ରହ୍ମପୁର ଏମ୍‌କେସିଜିରେ ହେବ ବର୍ଣ୍ଣ ୟୁନିଟ୍‌

ଏମ୍‌‌କେସିଜି ପରିସରରେ ଖୁବଶୀଘ୍ର ବର୍ଣ୍ଣ କେୟାର ୟୁନିଟ୍‌‌ ସ୍ଥାପନ ହେବାକୁ ଯାଉଚି। ସ୍ୱାସ୍ଥ୍ୟ, ଶିକ୍ଷା, ବାଣିଜ୍ୟ କ୍ଷେତ୍ରରେ ଦକ୍ଷିଣ ଓଡ଼ିଶାର ପ୍ରାଣକେନ୍ଦ୍ର ହେଉଛି ବ୍ରହ୍ମପୁର। ଏଠାରେ ଥିବା ଏମ୍‌‌କେସିଜି (ମହାରାଜା କୃଷ୍ଣଚନ୍ଦ୍ର ଗଜପତି) ମେଡିକାଲ୍‌‌ କଲେଜ ଓ ହସ୍ପିଟାଲ୍‌‌ ଓଡ଼ିଶାବାସୀଙ୍କ ପାଇଁ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଗଜପତି ମହାରାଜା

ରଥଯାତ୍ରା ଅବ୍ୟବହିତ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଲୋଚନା କଲେ ଗଜପତି ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ । ରାଜ୍ୟ ଅତିଥି ଭବନରେ ସୋମବାର ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଆଇନ ମନ୍ତ୍ରୀ…

ଲୋକଙ୍କ ସମସ୍ୟା ଶୁଣିଲେ ଲୋକଙ୍କ ସରକାର

ଯେଉଁଠି ସରକାର ଲୋକଙ୍କ ସହିତ ଥାଆନ୍ତି, ଲୋକଙ୍କ ସୁଖ ଦୁଃଖ ଶୁଣନ୍ତି, ସେଇଠି ହିଁ ପ୍ରକୃତ ଗଣତନ୍ତ୍ର ଦେଖିବାକୁ ମିଳିଥାଏ। ଆଜି ଜୁଲାଇ ମାସର ପ୍ରଥମ ଦିନ, ପ୍ରଥମ ସୋମବାରରେ ଭୁବନେଶ୍ୱର ୟୁନିଟ ୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣୀ ପ୍ରକୋଷ୍ଠରେ…

ବିଜେପିରେ ସାମିଲ ହେଲେ ରାଜ୍ୟର ହଜାର ହଜାର କିନ୍ନର

ଭାରତୀୟ ଜନସଂଘ ଅମଳରୁ ସମାଜର ମୁଖ୍ୟ ସ୍ରୋତରେ ସବୁ ବର୍ଗର ଲୋକଙ୍କୁ ସାମିଲ କରିବା ଥିଲା ଭାରତୀୟ ପାର୍ଟିର ପ୍ରତିବଦ୍ଧତା । ପରବର୍ତୀ ସମୟରେ “ସବକା ସାଥ୍‌, ସବକା ବିକାଶ, ସବକା ବିଶ୍ୱାସ, ସବକା ପ୍ରୟାସ” କୁ ମୁଳମନ୍ତ୍ର କରି ମୋଦି…