ଲଘୁଚାପ ପ୍ରଭାବରେ ରାଜ୍ୟରେ ଆଗାମୀ ୪ ଦିନ ଯାଏଁ ପ୍ରବଳ ବର୍ଷା ସମ୍ଭାବନା
ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ବାଂଲାଦେଶ ଓ ଗାଙ୍ଗେୟ ଉପତ୍ୟକାରେ ସକ୍ରିୟ ହୋଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ୪ ଦିନ ପ୍ରବଳ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ଆଗାମୀ ୨୪ ଘଣ୍ଟା…