Day: 1 August 2024

ସାମ୍ବାଦିକା ମଧୁମିତା ଆତ୍ମହତ୍ୟା ଘଟଣାରେ ଅଭିଯୁକ୍ତ ସ୍ୱାମୀଙ୍କୁ ରିମାଣ୍ଡରେ ଆଣିଲା ପୋଲିସ

ସାମ୍ବାଦିକା ମଧୁମିତା ପରିଡ଼ାଙ୍କ ଆତ୍ମହତ୍ୟା ଘଟଣାରେ ଅଧିକ ତଥ୍ୟ ହାସଲ କରିବା ପାଇଁ ଅଭିଯୁକ୍ତ ସ୍ୱାମୀ ଶ୍ରୀଧର ଜେନାଙ୍କୁ ରିମାଣ୍ଡରେ ଆଣିଲା ପୋଲିସ । ଦିନିକିଆ ରିମାଣ୍ଡରେ ଆଣି ଘର ସର୍ଚ୍ଚ କରିବା ପାଇଁ ଅଭିଯୁକ୍ତ ଶ୍ରୀଧରଙ୍କୁ ଧଉଳି ପୋଲିସ ଆଣିଥିବା…

ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି: ଏସସି, ଏସଟିଙ୍କ ଉପବର୍ଗୀକରଣ ହେବ

ସରକାରୀ ଚାକିରିରେ ସଂରକ୍ଷଣ ଲାଗି ଅନୁସୂଚିତ ଜାତି(ଏସସି) ଏବଂ ଅନୁସୂଚିତ ଜନଜାତି (ଏସଟି)ର ଉପବର୍ଗୀକରଣ କରିପାରିବେ ରାଜ୍ୟ ସରକାର । ଏହି ଦୁଇ ବର୍ଗ ପାଇଁ ପୂର୍ବରୁ ଧାର୍ଯ୍ୟ ଥିବା କୋଟା ବା ସଂରକ୍ଷଣ ଭିତରେ ଆଉ ଏକ ଉପବର୍ଗୀକରଣ କରାଯାଇ…

ଲୋକସଭା ପବ୍ଲିକ ଆକାଉଣ୍ଟ କମିଟିର ସଦସ୍ୟ ଭାବେ ନିର୍ବାଚିତ ହେଲେ ଅପରାଜିତା ଷଡ଼ଙ୍ଗୀ

ଲୋକସଭା ପବ୍ଲିକ ଆକାଉଣ୍ଟ କମିଟିର ସଦସ୍ୟ ଭାବେ ନିର୍ବାଚିତ ହୋଇଛନ୍ତି ଭୁବନେଶ୍ଵର ସାଂସଦ ଅପରାଜିତା ଷଡ଼ଙ୍ଗୀ । ପବ୍ଲିକ ଆକାଉଣ୍ଟ ସଂସଦୀୟ କମିଟିରେ ଉଭୟ ସଦନ ରାଜ୍ୟସଭା ଓ ଲୋକସଭାରେ ମୋଟ୍ ୧୫ ଜଣ ସଦସ୍ୟ ନିର୍ବାଚିତ ହୋଇଥିବା ବେଳେ ସେଥିମଧ୍ୟରୁ…

୪ ଜିଲ୍ଲାକୁ ପ୍ରବଳ ବର୍ଷା ସମ୍ଭାବନା

ଘୂର୍ଣ୍ଣିବଳୟ ଓ ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ସାଙ୍ଗକୁ ବର୍ଷା ଜାରିରହିଛି। ଏହି ସ୍ଥିତି ପ୍ରାୟ ୩ ତାରିଖ ପର୍ଯ୍ୟନ୍ତ ଜାରି ରହିବାର ସମ୍ଭାବନା ରହିଛି। ଅନ୍ୟପଟେ ୧ ଓ ୨ ତାରିଖରେ ବିଭିନ୍ନ ଜିଲ୍ଲାରେ ପ୍ରବଳ…

ଛତିଶଗଡ଼ରୁ ଭାସି ଆସି ଓଡ଼ିଶାରେ ଉଦ୍ଧାର ହେଲେ ମହିଳା

ମହାନଦୀରେ ପ୍ରାୟ ୫୦ କିଲୋମିଟର ଭାସି ଆସିଲେ ମହିଳା। ଛତିଶଗଡ଼ ପୁରଥରୁ ମହାନଦୀ ପାଣିରେ ଭାସି ଆସି ସୁରକ୍ଷିତ ଅବସ୍ଥାରେ ଝାରସୁଗୁଡ଼ା ପଲସଦାରୁ ଉଦ୍ଧାର ହେଇଛନ୍ତି। ପଲସଦାଠାରେ ମତ୍ସ୍ୟଜୀବୀମାନଙ୍କ ଦ୍ୱାରା ମହିଳାଙ୍କୁ ଉଦ୍ଧାର କରାଯାଇଛି। ତେବେ ମହିଳା ଜଣଙ୍କ କିଏ ଓ…

ପିସିସି ସଭାପତି ରେସରେ ତାରା ବାହିନୀପତି

କିଏ ଧରିବେ ଓଡ଼ିଶାରେ କଂଗ୍ରେସ ନେତୃତ୍ବର ମଙ୍ଗ । ଏ ନେଇ ଦିଲ୍ଲୀରେ ଅଙ୍କକଷା ଆରମ୍ଭ ହୋଇଛି । କାହା ନେତୃତ୍ବରେ ଓଡ଼ିଶାରେ କଂଗ୍ରେସ କେତେ ଲାଭବାନ ହେବ। କଂଗ୍ରେସ ହାଇକମାଣ୍ଡ ଏମିତି ଜଣେ ନେତାଙ୍କୁ ପିସିସି ଗାଦିରେ ବସାଇବାକୁ ଚାହୁଁଛନ୍ତି…

ୱାଏନାଡ ଭୂସ୍ଖଳନରେ ମୃତକଙ୍କ ସଂଖ୍ୟା ୨୫୦ରୁ ଅଧିକ: ୧୯୦ରୁ ଅଧିକ ନିଖୋଜ

କେରଳ ୱାଏନାଡ ଭୂସ୍ଖଳନ ଘଟଣାରେ ମୃତକଙ୍କ ସଂଖ୍ୟା ୨୫୦ରୁ ଅଧିକକୁ ବୃଦ୍ଧିପାଇଛି । କେବଳ ଚେଲିୟାର ନଦୀରୁ ଏପର୍ଯ୍ୟନ୍ତ ୮୦ରୁ ଅଧକ ଶବ ମିଳିଲାଣି । ଏବେ ବି ୧୯୦ରୁ ଅଧିକ ଲୋକେ ନିଖୋଜ ଅଛନ୍ତି। ସର୍ଚ୍ଚ ଅପରେସନ ଜୋରାଦାର ଚାଲିଛି…

ନୀରବିଗଲେ ମହାନ କ୍ରିକେଟର ଅଂଶୁମାନ ଗାଇକୱାଡ଼

ଲିଭିଗଲା ପୂର୍ବ ଭାରତୀୟ କ୍ରିକେଟର ଅଂଶୁମାନ ଗାଇକୱାଡ଼ଙ୍କ ଜୀବନ ଦୀପ । ବ୍ଲଡ କ୍ୟାନସରରେ ଚାଲିଗଲା ଏହି ମହାନ କ୍ରିକେଟରଙ୍କ ଜୀବନ । ଲଣ୍ଡନର କଳିଙ୍ଗ କଲେଜ ହସ୍ପିଟାଲରେ ଅଂଶୁମାନ ଗାଇକୱାଡ ଚିକିତ୍ସିତ ହେଉଥିଲେ। ଲଣ୍ଡନରେ ଦୀର୍ଘ ସମୟ ବିତାଇବା ପରେ…

ପ୍ରବଳ ବର୍ଷାରେ ବେହାଲ ହିମାଚଳ: ଜଣେ ମୃତ, ୨୮ ନିଖୋଜ

ସମଗ୍ର ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଯୋଗୁଁ ପରିସ୍ଥିତି ଜଟିଳ ହୋଇପଡିଛି। ଏହା ମଧ୍ୟରେ ହିମାଚଳ ପ୍ରଦେଶର ରାଜଧାନୀ ଶିମଲା ଓ ମଣ୍ଡିରେ ବାଦଲଫଟା ବର୍ଷା ହୋଇଛି। ଫଳରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୮ ଜଣ ନିଖୋଜ…