Day: 10 August 2024

ହୀରାକୁଦ ଜଳଭଣ୍ଡାରର ଖୋଲାଯାଇଛି ୧୪ଟି ଗେଟ୍

ବଢୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର। । ଉପରେ ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦର ଜଳସ୍ତର ବଢିବାରେ ଲାଗିଛି । ସେଥିପାଇଁ ହୀରାକୁଦ ଜଳଭଣ୍ଡାରର ୧୪ଟି ଗେଟ୍ ଖୋଲାହୋଇଛି । ବାମ ପଟୁ ୯ଟି ଓ ଡାହାଣ ପଟୁ ୫ଟି ଗେଟ୍…

ନୀତି ବିଶୃଙ୍ଖଳା ଅଭିଯୋଗରେ ପ୍ରତିହାରୀ ସେବକଙ୍କୁ ଶ୍ରୀମନ୍ଦିର ପ୍ରଶାସନର ନୋଟିସ୍

ପ୍ରତିହାରୀ ସେବକଙ୍କୁ ଶ୍ରୀମନ୍ଦିର ପ୍ରଶାସନର ନୋଟିସ୍ । ଶ୍ରୀମନ୍ଦିର ଦ୍ବାରଫିଟା ବେଳେ ବିଳମ୍ବରେ ପହଞ୍ଚିବାରୁ ନୀତି ବିଳମ୍ବ ହୋଇଥିବାରୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୋଟିସ ଜାରି କରାଯାଇଥିବା ସୂଚନା । ନୀତି ବିଶୃଙ୍ଖଳା ଅଭିଯୋଗରେ ନୋଟିସ୍ ଜାରି । ଅନ୍ୟପଟେ ଦ୍ବାରଫିଟା…

ନୂତନ ଅନୁଭବ୍ୟ ଐତିହ୍ୟ ଗ୍ୟାଲେରୀର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ୱର ସ୍ଥିତ ରାଜ୍ୟ ସଂଗ୍ରହାଳୟକୁ ଗସ୍ତ କରି ସେଠାରେ ନବନିର୍ମିତ ଅନୁଭବ୍ୟ ଐତିହ୍ୟ ଗ୍ୟାଲେରୀର ଲୋକାର୍ପଣ କରିଛନ୍ତି। ଏହି ଅବସରରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ର ମନ୍ତ୍ରୀ…

ଓଡ଼ିଶାର ନୂତନ ରେଳ ପ୍ରକଳ୍ପକୁ ମିଳିଲା ମଞ୍ଜୁରୀ; ଧନ୍ୟବାଦ ଜଣାଇଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର

ଓଡ଼ିଶାରେ ୬ଟି ଗୁରୁତ୍ୱପୂର୍ଣ୍ଣ ନୂତନ ରେଳ ପ୍ରକଳ୍ପ ନିର୍ମାଣ ହେବାକୁ ଯାଉଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍‌ର ଅର୍ଥନୈତିକ କମିଟି ବୈଠକରେ ଗତକାଲି ସମୁଦାୟ ୮ଟି ରେଳ ପ୍ରକଳ୍ପ ନିର୍ମାଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ୮ଟି…

ବ୍ରାଜିଲ୍‌ରେ ବିମାନ ଦୁର୍ଘଟଣା; ୬୧ ମୃତ 

ବ୍ରାଜିଲ୍‌ର ସାଓ ପାଉଲ୍‌ରେ ଏକ ବଡ଼ ଧରଣର ବିମାନ ଦୁର୍ଘଟଣା ଘଟିଛି । ବୋଏପାସ୍‌ ଏଟିଆର-୭୨ ବିମାନଟି ବ୍ରାଜିଲର ସାଓ ପାଓଲରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୬୧ ଜଣଙ୍କର ମୃ୍ତ୍ୟୁ ହୋଇଥିବା ସୂଚନା ମିଳିଛି । ମୃତକଙ୍କ ମଧ୍ୟରେ ୫୭ ଜଣ…