Day: 12 August 2024

ଆଜି ୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୩ ଦିନିଆ ଦିଲ୍ଲୀ ଗସ୍ତରେ ଆଜି ରାତି ୮ ଟାରେ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ନୂଆ ଦିଲ୍ଲୀ ସ୍ଥିତ ଭାରତ ମଣ୍ଡପମରେ ଆୟୋଜିତ ହେବାକୁ ଥିବା ସରକାରୀ କାର୍ଯ୍ୟକ୍ରମରେ ସେ ଯୋଗ…

ପରଲୋକରେ ବହୁ ଚର୍ଚ୍ଚିତ ବିତ୍ତିହୋତ୍ର ମହାନ୍ତି

ପୂର୍ବତନ ଜେଲ୍ ବିଭାଗ ଡିଜି ବିଦ୍ୟାଭୂଷଣ ମହାନ୍ତିଙ୍କ ବହୁ ଚର୍ଚ୍ଚିତ ପୁଅ ବିତ୍ତିହୋତ୍ର ମହାନ୍ତିଙ୍କର ପରଲୋକ ହୋଇଛି । ଦୀର୍ଘ ଦିନ ହେଲା ଷ୍ଟୋମାକ୍‌ କ୍ୟାନସର୍‌ରେ ପୀଡ଼ିତ ଥିବା ବେଳେ ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱର ଏମ୍‌ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ…

ସରିଲା ପ୍ୟାରିସ ଅଲିମ୍ପିକ୍ସ ୨୦୨୪; ୬ଟି ପଦକ ସହ ୭୧ତମ ସ୍ଥାନରେ ଭାରତ

ପ୍ୟାରିସ ଅଲିମ୍ପିକ୍ସ ୨୦୨୪ ରବିବାର ଶେଷ ହୋଇଛି । ୧୬ ଦିନ ଧରି ଚାଲିଥିବା ଖେଳ ମହାକୁମ୍ଭରେ ୨୦୬ ଦେଶ ୩୨ଟି ଖେଳରେ ମଇଦାନକୁ ଓହ୍ଲାଇଥିଲେ । ଆମେରିକା ୪୦ଟି ସ୍ୱର୍ଣ୍ଣ, ୪୪ଟି ରୌପ୍ୟ ଓ ୪୨ଟି ବ୍ରୋଞ୍ଜ ପଦକ ସହ…

ଭିଜିଲାନ୍ସ ପଞ୍ଝାରେ ରାସ୍ତା ଓ ଗୃହ ନିର୍ମାଣ ବିଭାଗ ପୂର୍ବତନ ମୁଖ୍ୟଯନ୍ତ୍ରୀ

ଭିଜିଲାନ୍ସ ପଞ୍ଝାରେ ଆଉ ଜଣେ କୁବେର ଯନ୍ତ୍ରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାସ୍ତା ଓ ଗୃହ ନିର୍ମାଣ ବିଭାଗର ପୂର୍ବତନ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କ ଘରେ ଭିଜିଲାନ୍ସ ଚଢ଼ଉ । ଏକକାଳୀନ ୯ଟି ସ୍ଥାନରେ ଚଢ଼ଉ…

ଜାତୀୟ ଜୁନିୟର ଆକ୍ଵାଟିକ ଚାମ୍ପିଅନସିପରେ ଓଡ଼ିଆ ସନ୍ତରଣକାରୀ ମନ୍ନତାଙ୍କୁ ସ୍ୱର୍ଣ୍ଣ ପଦକ

କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ଜାତୀୟ ଜୁନିୟର ଆକ୍ଵାଟିକ ଚାମ୍ପିଅନସିପରେ ଓଡ଼ିଆ ସନ୍ତରଣକାରୀ ମନ୍ନତା ମିଶ୍ରଙ୍କ ଐତିହାସିକ ବିଜୟ। ୧୦୦ ମିଟର ବ୍ରେଷ୍ଟ ଷ୍ଟ୍ରୋକରେ ସ୍ୱର୍ଣ୍ଣ ଓ ୨୦୦ ମିଟର ବ୍ରେଷ୍ଟ ଷ୍ଟ୍ରୋକରେ ବ୍ରୋଞ୍ଜ ପଦକ ଜିତି ଓଡ଼ିଶା ପାଇଁ ଗୌରବ ଆଣିଛନ୍ତି।…