Day: 15 August 2024

ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲା: ଏସ୍‌ସିବିରେ ଜୁନିଅର ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

କୋଲକାତାର ଆର.ଜି. କର ମେଡିକାଲ କଲେଜ ହସ୍ପିଟାଲରେ ଡାକ୍ତରୀ ପିଜି ଛାତ୍ରୀଙ୍କୁ ଗଣଦୁଷ୍କର୍ମ କରି ବୀଭତ୍ସ ହତ୍ୟା କରାଯାଇଥିବା ଘଟଣାରେ ଦେଶସାରା ଡାକ୍ତରଙ୍କ ପ୍ରତିବାଦ ଦିନକୁ ଦିନ ବଢିବାରେ ଲାଗିଛି। ଘରୋଇ ହେଉ କି ଆବାସିକ ହସ୍ପିଟାଲର ଶହଶହ ଡାକ୍ତର ଏବେ…

ଅନୁପ୍ରବେଶକାରୀ ସନ୍ଦେହରେ ୧୨ ବାଂଲାଦେଶୀ ଅଟକ

ବାଂଲାଦେଶୀ ଅନୁପ୍ରବେଶକାରୀ ସନ୍ଦେହରେ ୧୨ ଜଣଙ୍କୁ ଅଟକ ରଖିଛି ପାରାଦୀପ ଆଦର୍ଶ ଥାନା ପୋଲିସ । କୋଲକାତାରୁ ବସ୍‌ ଯୋଗେ ଆସି ବୁଧବାର ସକାଳେ ସମସ୍ତେ ପାରାଦୀପ ବସଷ୍ଟାଣ୍ଡରେ ପହଞ୍ଚିଥିଲେ। ସନ୍ଦେହ କରି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ପୋଲିସ…

ଋତୁସ୍ରାବ ପାଇଁ ଦିନେ ଛୁଟି ଘୋଷଣା

ଋତୁସ୍ରାବ ପାଇଁ ଦିନେ ଛୁଟି ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। କର୍ମଜୀବୀ ମହିଳାମାନଙ୍କ ପାଇଁ ଦିନେ ଛୁଟି ଘୋଷଣା କରିଛନ୍ତି। କଟକରେ ସ୍ବାଧୀନତା ଦିବସ ପାଳନ ଅବସରରେ ଶ୍ରୀମତୀ ପରିଡ଼ା ଏହି ଘୋଷଣା କରିଛନ୍ତି। ସରକାରୀ ଓ ଘରୋଇ ମହିଳା…

ଅଗ୍ନିକାଣ୍ଡରେ ଜଳିଗଲେ ଭାଇ-ଭଉଣୀ

କେନ୍ଦ୍ରାପଡା ଜିଲ୍ଲା ରାଜନଗର ଥାନା ବଳରାମପୁର ଗାଁରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘରେ ନିଆଁଲାଗି ୨ ଶିଶୁ ଜୀବନ୍ତ ଦଗ୍ଧ ହୋଇଛନ୍ତି। ୧୧ ବର୍ଷୀୟା ଝିଅ ସହ ୯ ବର୍ଷ ବାଳକର ମୃତ୍ୟୁ ସୂଚନା ମିଳିଛି। ଘରେ କେମିତି…

ଶଙ୍ଖ ଭବନ ଓ ନବୀନ ନିବାସରେ ନବୀନ ପଟ୍ଟନାୟକଙ୍କ ପତାକା ଉତ୍ତୋଳନ

୭୮ତମ ସ୍ୱାଧୀନତା ଦିବସ ଆଜି ବିଜୁ ଜନତା ଦଳ କାର୍ଯ୍ୟାଳୟରେ ମହାସମାରୋହରେ ପାଳିତ ହୋଇଯାଇଛି। ଦଳ ସଭାପତି ତଥା ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟାଳୟ ପରିସରରେ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ପରେ ବିଜେଡି ରାଜ୍ୟ କାର୍ଯ୍ୟାଳୟ…

ରାଜ୍ୟବାସୀଙ୍କୁ ଉଦବୋଧନ ଦେଲେ ମୁଖ୍ୟମନ୍ତ୍ରୀ

ପବିତ୍ର ୭୮ତମ ସ୍ୱାଧୀନତା ଦିବସ ଅବସରରେ ଦେଶ ଓ ରାଜ୍ୟ ତଥା ସାରା ବିଶ୍ବରେ ରହୁଥିବା ପ୍ରତ୍ୟେକ ଭାରତବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ଜାତିର ପିତା ମହାତ୍ମା ଗାନ୍ଧୀ, ପଣ୍ଡିତ…

ଲାଲକିଲ୍ଲାରୁ ଦେଶକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୮ତମ ସ୍ୱାଧୀନତା ଦିବସରେ ଅବସରରେ ପତାକା ଉତ୍ତୋଳନ କରିବା ପରେ ଲାଲକିଲ୍ଲାରୁ ଦେଶକୁ ସମ୍ବୋଧିତ କରିଛନ୍ତି। ଏହା ହେଉଛି ପ୍ରଧାନମନ୍ତ୍ରୀଙ୍କ ଏକାଦଶ ସ୍ୱାଧୀନତା ଦିବସର ଅଭିଭାଷଣ। ସ୍ବାଧୀନତା ସଂଗ୍ରାମୀଙ୍କ ନିକଟରେ ଦେଶବାସୀ ଋଣୀ। ଦେଶ ଗଠନରେ ଯବାନ…