ମଦମୃତ୍ୟୁ ଓ ଜନଜାତିଙ୍କ ସୁରକ୍ଷା ପ୍ରସଙ୍ଗରେ ହଟ୍ଟଗୋଳ; ୪ଟା ଯାଏଁ ଗୃହ ମୁଲତବୀ
ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟର ଦ୍ୱିତୀୟ ଦିନରେ ମଧ୍ୟ ବିଧାନସଭାରେ ହଟ୍ଟଗୋଳ। ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ ଘୋଷଣା କଲେ ବାଚସ୍ପତି। ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀମାନେ ହଟ୍ଟଗୋଳ ଆରମ୍ଭ କରିଦେଇଥିଲେ। ଚିକିଟି ମଦମୃତ୍ୟୁର ଆରଡିସିସ୍ତରୀୟ ତଦନ୍ତ ଦାବି କଲା ବିଜେଡି…