Day: 31 August 2024

ଛତୁଆ ଦୁର୍ନୀତି ମାମଲା: କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଲେ ବାଚସ୍ପତି

ଗର୍ଭବତୀ ଓ ଶିଶୁମାନଙ୍କୁ ଦିଆଯାଉଥିବା ଛତୁଆର ଦୁର୍ନୀତି ମାମଲାକୁ ନେଇ ଗୃହରେ ଏକାଧିକ ବିଧାୟକଙ୍କ ଉଦ୍‌ବେଗ । ଛତୁଆର ମାନ ନିର୍ଦ୍ଧାରଣ ନେଇ ସରକାର କଣ କଣ ପଦକ୍ଷେପ ନେଇଛନ୍ତି ବୋଲି ଗୃହରେ ଏକାଧିକ ବିଧାୟକ ପ୍ରଶ୍ନ କରିବା ସହ ଉଦବେଗ…

ଓଡ଼ିଶାରେ ଲାଗୁ ହେଲା ପିଏମ୍-ଉଷା ଯୋଜନା

ରାଜ୍ୟରେ ପ୍ରଧାନମନ୍ତ୍ରୀ ଉଚ୍ଚତର ଶିକ୍ଷା ଅଭିଯାନ (ପିଏମ୍‌- ଉଷା)କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। କୃଷି ଭବନରେ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି । ପିଏମ- ଉଷା’ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଏକ ଏମ୍‌ଓୟୁ ସ୍ବାକ୍ଷରିତ ହୋଇଛି।…

ରାଜ୍ୟରେ ଖୋଲିବ ୨୫ଟି ନୂଆ ଅବକାରୀ ଥାନା

ଓଡ଼ିଶାରେ ବର୍ଦ୍ଧିତ ଜନସଂଖ୍ୟା ଓ ଅପରାଧକୁ ଦୃଷ୍ଟିରେ ରଖି ରାଜ୍ୟରେ ଖୋଲିବ ଆଉ ୨୫ଟି ନୂଆ ଅବକାରୀ ଥାନା । ରାଜ୍ୟର ୧୬ଟି ସ୍ଥାନରେ ୨୫ଟି ନୂତନ ଅବକାରୀ ଥାନା ଖୋଲିବାକୁଥିବା ସୂଚନା। ଗଂଜାମ, ବ୍ରହ୍ମପୁର, ବାଲେଶ୍ବରରେ ୩ଟି ଲେଖାଏଁ ଅବକାରୀ…

ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଗଞ୍ଜାମ ଜିଲ୍ଲା ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀଙ୍କ ଘରେ ଚଢ଼ାଉ । ଛତ୍ରପୁର ବିଇଓ ସୀତାରାମ ପାତ୍ରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢ଼ାଉ କରିଥିବା ସୂଚନା । ଏକକାଳୀନ ୬ଟି ସ୍ଥାନ…

ଚିକିଟି ମଦ ମୃତ୍ୟୁ ମାମଲା, ମୃତ୍ୟୁ ସଂଖ୍ୟା ୩ରେ ପହଂଚିଲା

ଚିକିଟି ବିଷାକ୍ତ ମଦ ପିଇ ଏକାଧିକ ଲୋକ ଅସୁସ୍ଥ ହୋଇଥିବା ଘଟଣାରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି । ବ୍ରହ୍ମପୁର ଏମକେସିଜିରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ମୃତକ ଜଣକ ହେଲେ ଲକ୍ଷ୍ମଣ…

ରାଜ୍ୟରେ ବ୍ୟାପୁଛି ବାର୍ଡ ଫ୍ଲୁ; ଚିକେନ୍ ନ ଖାଇବାକୁ ଅନୁରୋଧ କଲେ ଭୁବନେଶ୍ୱର ମେୟର

ରାଜ୍ୟରେ ଦିନକୁ ଦିନ ବାର୍ଡ ଫ୍ଲୁ ଆତଙ୍କ ଦେଖିବାକୁ ମିଳୁଥିବା ବେଳେ ଆଜି ଭୁବନେଶ୍ବରର କୁକୁଡ଼ା ଦୋକାନୀଙ୍କୁ ଭୁବନେଶ୍ବର ମହାନଗର ନିଗମ(ବିଏମ୍‌ସି) ତରଫରୁ ନୋଟିସ୍ ଜାରି କରାଯାଇଛି । ସଂକ୍ରିମତ ଅଞ୍ଚଳରୁ କୁକୁଡ଼ା ନକିଣିବାକୁ ଦୋକାନୀଙ୍କୁ ନୋଟିସ୍ ଦିଆଯାଇଥିବା ବେଳେ କୌଣସି…