Month: August 2024

ସୁଭଦ୍ରା ଯୋଜନାକୁ ନେଇ ବିଜେପି ସରକାରଙ୍କ ଉପରେ ବର୍ଷିଲା ବିଜେଡି ଓ କଂଗ୍ରେସ

ରାଜ୍ୟ ସରକାର ବିଧାନସଭାରେ ଆଜି ସୁଭଦ୍ରା ଯୋଜନାର ଏସଓପି ଘୋଷଣା କରିବା ପରେ ସାମ୍ୱାଦିକ ସମ୍ମିଳନୀ କରି ବିଜେପି ସରକାରଙ୍କ ଉପରେ ବର୍ଷିଛି ବିଜେଡି । ବିଜେପିକୁ ଟାର୍ଗେଟ କରି ବିଜେଡି କହିଛି ଏ ବିଜେପି ସରକାର ମିଛୁଆ ରାଧୁଆର ସରକାର…

ମଦ ମୃତ୍ୟୁ ମାମଲା: ବିଜେଡି ଫ୍ୟାକ୍ଟ ଫାଇଣ୍ଡିଙ୍ଗ ଟିମ୍‌ର ଗସ୍ତକୁ ପ୍ରଦୀପଙ୍କ ସମାଲୋଚନା

ଆଜି ସାମ୍ୱାଦିକ ସମ୍ମିଳନୀରେ ଚିକିଟି ବିଷାକ୍ତ ମଦ ମୃତ୍ୟୁ ଘଟଣାରେ ବିଜେଡି ଫ୍ୟାକ୍ଟ ଫାଇଣ୍ଡିଙ୍ଗ ଟିମ୍‌ର କରିଥିବା ଗସ୍ତକୁ ସମାଲୋଚନା କରିବା ସହ ପ୍ରତିକ୍ରିୟା ରଖିଛନ୍ତି ବିଜେପି ସାଂସଦ ପ୍ରଦୀପ ପାଣିଗ୍ରାହୀ। ସେ ସାମ୍ୱାଦିକ ସମ୍ମିଳନୀ ମଧ୍ୟରେ କହିଛନ୍ତି ୨୪ ବର୍ଷ…

ପିସିସି ଷ୍ଟିୟରିଂ କମିଟିରେ ସାମିଲ ହେଲେ ଆଉ ୭ ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ କିନ୍ତୁ ସ୍ଥାନ ପାଇଲେନି ତାରା

ଓଡିଶା ପାଇଁ ପରିଚାଳନା କମିଟିରେ ସ୍ଥାୟୀ ନିମନ୍ତ୍ରଣ ଭାବରେ ପିସିସି ଷ୍ଟିୟରିଂ କମିଟିରେ ସାମିଲ ହେଲେ ଶରତ ପଟ୍ଟନାୟକ, ନିରଞ୍ଜନ ପଟ୍ଟନାୟକ, ପ୍ରସାଦ ହରିଚନ୍ଦନ, ନରସିଂହ ମିଶ୍ର , ରାମ ଖୁଣ୍ଟିଆ, ସନ୍ତୋଷ ସିଂ ସାଲୁଜା, ଶରତ ରାଉତ । ଏହି…

ମାତୃଜାତିର ଅସମ୍ମାନ ବିଜେଡିର ଚରିତ୍ର: ବିଜେପି

ପବିତ୍ର ବିଧାନସଭା ଗୃହରେ ବାଚସ୍ପତିଙ୍କ ଉପରେ ଆକ୍ରମଣ ଭଳି ସ୍ଥିତି ସୃଷ୍ଟି କରି ଜଣେ ମହିଳାଙ୍କ ଉପରେ ବିଜେଡି ବିଧାୟକଙ୍କ ବ୍ୟବହାର/ଆଚରଣ ଅତ୍ୟନ୍ତ ଲଜ୍ଜାଜନକ, ଦୁର୍ଭାଗ୍ୟଜନକ ଓ ଦୁଃଖଦାୟକ । ଗଣତାନ୍ତ୍ରିକ ବ୍ୟବସ୍ଥାରେ ଜଣେ ମହିଳା ବାଚସ୍ପତିଙ୍କୁ ସର୍ବାଧିକ ସମ୍ମାନ ଦେବା…

ଆସିଲା ‘ସୁଭଦ୍ରା’ ଯୋଜନା ଏସଓପି

ବିଧାନସଭାରେ ଆସିଲା ‘ସୁଭଦ୍ରା’ ଯୋଜନାର ଏସ୍ଓପି । ଏସ୍ଓପି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ୨୨ ଅଗଷ୍ଟ ୨୦୨୪ ତାରିଖରେ ଲୋକସେବା ଭବନରେ ଆୟୋଜିତ ହୋଇଥିବା ରାଜ୍ୟ କ୍ୟାବିନେଟ ବୈଠକର ନିଷ୍ପତ୍ତ ଅନୁଯାୟୀ ଏହି ଯୋଜନା ଆର୍ଥିକ…

ଆଜି ପୁଣି ଖୋଲିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର

ଆଜି ପୁଣି ଖୋଲିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର । ଆଜି ଅପରାହ୍ଣ ୨ଟାରେ ପୁଣି ଶ୍ରୀମନ୍ଦିର ରନ୍‌ଭଣ୍ଡାର ଖୋଲାଯାଇଛି। ଜଉମୁଦ ଦେଇ ବନ୍ଦ କରାଯାଇଥିବା ରତ୍ନଭଣ୍ଡାରରୁ ଖାଲି ଆଲମିରା ଓ ସିନ୍ଦୁକ ସ୍ଥାନାନ୍ତର ହୋଇଛି । ଶ୍ରୀମନ୍ଦିର ରତ୍ନଭଣ୍ଡାରରୁ ନୀଳାଦ୍ରି ମ୍ୟୁଜିୟମ ନିକଟ…

ୟୁକ୍ରେନ ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦୀ

ଋଷ-ୟୁକ୍ରେନ ଯୁଦ୍ଧ ଭିତରେ ଆଜି ୟୁକ୍ରେନର ରାଜଧାନୀ କିଭିରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସ୍ବତନ୍ତ୍ର ଟ୍ରେନ ଯୋଗେ ପୋଲାଣ୍ଡରୁ ୟୁକ୍ରେନ ପହଞ୍ଚିଛନ୍ତି ମୋଦୀ। ପହଞ୍ଚିବା ପରେ ୟୁକ୍ରେନ୍ ରାଷ୍ଟ୍ରପତି ଜେଲେନ୍‌ସ୍କିଙ୍କୁ ଭେଟିଛନ୍ତି ଭରତର ପ୍ରଧାନମନ୍ତ୍ରୀ ମୋଦୀ । କିଭ୍‌ରେ…

ଚିକିଟି ମଦମୃତ୍ୟୁ ମାମଲା; ଆଇସିୟୁରେ ଭର୍ତ୍ତି ହେଲେ ଆଉ ଦୁଇ ଅସୁସ୍ଥ

ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ଚିକିଟି ବିଷାକ୍ତ ମଦ ପିଇ ୨ ଜଣଙ୍କ ମୃତ୍ୟୁ ହୋଇଛି ଏବଂ ଅନେକ ଲୋକ ଜୀବନ ମୃତ୍ୟୁ ସହ ସଂଗ୍ରାମ କରୁଥିବା ବେଳେ ଆଜି ଆଉ ଦୁଇ ଜଣ ଗୁରୁତର ହୋଇ ଆଇସିଉରେ ଭର୍ତ୍ତି ହୋଇଛନ୍ତି ।…

ରାଜ୍ୟରେ ସଂପୂର୍ଣ୍ଣ ବନ୍ଦ ହେବ ଡ୍ୟାନ୍ସ ବାର୍: ପୃଥ୍ବୀରାଜ ହରିଚନ୍ଦନ

ରାଜ୍ୟରେ ଡ୍ୟାନ୍ସ ବାର୍ ସଂପୂର୍ଣ୍ଣ ବନ୍ଦ ହେବ ବୋଲି ଆଜି ସୂଚନା ଦେଇଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ମନ୍ତ୍ରୀ କହିଛନ୍ତି ସ୍କୁଲ, କଲେଜ, ମନ୍ଦିର ପାଖରେ ମଦ ଦୋକାନ ରହିବନି । ଶିକ୍ଷାନୁଷ୍ଠାନ ଓ ମନ୍ଦିର ଠାରୁ ଯଥେଷ୍ଟ ଦୂରରେ…

ଲୋକସଭା ନିର୍ବାଚନ ଅନିୟମିତତା ଅଭିଯୋଗ; ଧର୍ମେନ୍ଦ୍ର ପ୍ରଧାନଙ୍କୁ ହାଇକୋର୍ଟ ନୋଟିସ୍

ଚାଳିତ ବର୍ଷ ସମ୍ବଲପୁର ଲୋକସଭା ନିର୍ବାଚନ ଅନିୟମିତତା ଅଭିଯୋଗ ମାମଲାରେ ସମ୍ବଲପୁର ସାଂସଦ ତଥା କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ନୋଟିସ୍ ଜାରି କରିଛନ୍ତି ହାଇକୋର୍ଟ ।ସ୍ବାଧୀନ ପ୍ରାର୍ଥୀ ସୁବାସ ମହାପାତ୍ରଙ୍କ ଆବେଦନ ଆଧାରରେ ନୋଟିସ୍ ଦିଆଯାଇଥିବା ସୂଚନା । ତ୍ରୁଟିପୂର୍ଣ୍ଣ…