Month: August 2024

“ଭାରତ ବନ୍ଦ ଡାକରା”କୁ ଅସଫଳ କରିଥିବାରୁ ରାଜ୍ୟବାସୀଙ୍କୁ ଧନ୍ୟବାଦ ଦେଲେ ଅନୁସୂଚିତ ମୋର୍ଚ୍ଚା ରାଜ୍ୟ ସଭାପତି

ପ୍ରଧାନମନ୍ତ୍ରୀଙ୍କ ଉପରେ ଅନୁସୂଚିତ ଜାତି ଓ ଜନଜାତି ଲୋକଙ୍କ ଆସ୍ଥା ଓ ଭରଷା ଅଛି । ୨୦୧୪ମସିହାରେ ମୋଦିଜୀ ଦେଶର ପ୍ରଧାନମନ୍ତ୍ରୀ ହେବା ପରେ କିପରି ଅନୁସୂଚିତ ଜାତି ଓ ଜନଜାତି ଲୋକଙ୍କ ସ୍ୱାର୍ଥ ରକ୍ଷା କରାଯିବ ସହିତ ସାମାଜିକ, ରାଜନୈତିକ,…

ବିଷାକ୍ତ ମଦ ନେଲା ଆଉ ଜଣଙ୍କ ଜୀବନ

ଗଞ୍ଜାମ ବିଷାକ୍ତ ମଦ ପିଇ ୨୦ରୁ ଅଧିକ ଅସୁସ୍ଥ ଘଟଣାରେ ଆଜି ଜଣଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶେଇ ମୃତ୍ୟୁ ସଂଖ୍ୟା ଦୁଇକୁ ବୃଦ୍ଧି ହୋଇଛି । ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ଆଉ ଜଣଙ୍କ ମୃତ୍ୟୁ…

ରାଜ୍ୟରେ ଭିନ୍ନ ଭିନ୍ନ ସ୍ଥାନରେ ବଜ୍ରପାତ; ୩ ଜଣଙ୍କ ମୃତ୍ୟୁ, ୩ ଗୁରୁତର

ବଜ୍ରପାତ ନେଲା ଜୀବନ । ରାଜ୍ୟର ଭିନ୍ନ ଭିନ୍ନ ସ୍ଥାନରେ ବଜ୍ରାଘାତ ଯୋଗୁଁ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଗୁରୁତର ହୋଇଥିବା ସୂଚନା ମିଳିଛି । ସୂଚନା ମୁତାବକ; ଭଦ୍ରକ ଆଗରପଡ଼ା ଭଗାରାମରେ ବିଲରେ କାମ କଲାବେଳେ ଜଣେ…

ବରିଷ୍ଠ ଫଟୋ ସାମ୍ବାଦିକ ଅନିଲ ପ୍ରସାଦ ମିଶ୍ରଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ

ବରିଷ୍ଠ ଫଟୋ ସାମ୍ବାଦିକ ଅନିଲ ପ୍ରସାଦ ମିଶ୍ରଙ୍କ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି । ମୃତ୍ୟୁବେଳକୁ ତାଙ୍କୁ ୬୩ ବର୍ଷ ହୋଇଥିଲା । ସ୍ୱର୍ଗତଃ ମିଶ୍ର ଇଷ୍ଟର୍ଣ୍ଣ ପ୍ରେସ ଏଜେନ୍ସିର ପ୍ରତିଷ୍ଠାତା ତଥା ସାପ୍ତାହିକ ପତ୍ରିକା “ଇପିଏ”ର ମୁଖ୍ୟ ସମ୍ପାଦକଭାବେ କାର୍ଯ୍ୟ…

କୋଲକତା ଟ୍ରେନି ମହିଳା ଡାକ୍ତର ଦୁଷ୍କର୍ମ ଏବଂ ହତ୍ୟା ମାମଲା: ନ୍ୟାୟ ଦାବି ଆନ୍ଦୋଳନରେ ସାମିଲ ହେବେ ଗାଙ୍ଗୁଲି

କୋଲକାତାର ଆରଜି କର୍ ମେଡିକାଲ କଲେଜ ଓ ହସ୍ପିଟାଲରେ ଲେଡି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟାର ଶିକାର ହୋଇଥିବା ପିଜି ଟ୍ରେନି ଡାକ୍ତରଙ୍କୁ ନ୍ୟାୟ ଦାବିରେ ସବୁଠି ବିକ୍ଷୋଭ ଓ ପ୍ରତିବାଦ ଦେଖିବାକୁ ମିଳୁଛି । ସମଗ୍ର ଦେଶର ମାମଲାକୁ ନେଇ…

ରାଜ୍ୟସଭା ପାଇଁ ସ୍ୱାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ ଭରିଲେ ଜଗନ୍ନାଥ ପ୍ରଧାନ

ରାଜ୍ୟସଭା ପାଇଁ ସ୍ୱାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ ଭରିଲେ ଜଗନ୍ନାଥ ପ୍ରଧାନ । ମମତା ମହନ୍ତଙ୍କ ପରେ ରାଜ୍ୟସଭା ଆସନ ପାଇଁ ଦ୍ୱିତୀୟ ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଛନ୍ତି ଜଗନ୍ନାଥ ପ୍ରଧାନ। ଅନ୍ୟପଟେ ପ୍ରଥମ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ମମତା…

ଏଥର ଅନ୍ଧାରରେ ରହିବେନି କୌଣସି ପରିବାର; ସେପ୍ଟେମ୍ବର ଶେଷ ସୁଦ୍ଧା ସବୁ ଘରେ ପହଞ୍ଚିବ ବିଜୁଳି

ଆଜି ଦ୍ଵିତୀୟ ଦିନ ବିଧାନସଭାରେ ବିଧାୟକ ପବିତ୍ର ସାଉଁଟାଙ୍କ ବିଦ୍ୟୁତକରଣ ହୋଇନଥିବା ଘରକୁ କେବେ ହେବ ବିଦ୍ୟୁତ ସଂଯୋଗ ପ୍ରଶ୍ନର ଉତ୍ତରରେ ଶକ୍ତି ମନ୍ତ୍ରୀ କେଭି ସିଂହଦେଓ କହିଛନ୍ତି ବିଦ୍ୟୁତକରଣ ହୋଇନଥିବା ଘରକୁ ସେପ୍ଟେମ୍ବର ସୁଦ୍ଧା ପହଞ୍ଚିବ ବିଜୁଳି । ସବୁ…

ରାଜ୍ୟରେ ରାସନ କାର୍ଡ ଲାଗି ଆବେଦନ କରିଛନ୍ତି ୯ ଲକ୍ଷରୁ ଅଧିକ ହିତାଧିକାରୀ

ଆଜି ବିଧାନସଭାରେ ଖାଦ୍ୟ ସୁରକ୍ଷା ଯୋଜନା ବାବଦରେ ବିଧାୟକ ମନୋହର ରନ୍ଧାରୀ କରିଥିବା ପ୍ରଶ୍ନର ଉତ୍ତର ପ୍ରଦାନ କରିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଣ୍ଣ ଚନ୍ଦ୍ର ପାତ୍ର । ସେ କହିଛନ୍ତି ରାଜ୍ୟରେ ମୋଟ ୯ ଲକ୍ଷ…

ରାଜ୍ୟରେ ମିଲ ପିଛା ଟଙ୍କାଏ ବଢିବ ସ୍କୁଲରେ ଦିଆଯାଉଥିବା ମଧ୍ୟାହ୍ନ ଭୋଜନ ସହାୟତା ରାଶି

ଟଙ୍କାଏ ବଢିବ ସ୍କୁଲ ପିଲାଙ୍କ ମଧ୍ୟାହ୍ନ ଭୋଜନର ସହାୟତା ରାଶି । ପ୍ରତି ମିଲ୍ ପିଛା ଦାମକୁ ୧ ଟଙ୍କା ବୃଦ୍ଧି କରାଯିବ । ଦରଦାମ ବୃଦ୍ଧିକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । ଏହାଦ୍ୱାରା ପିଲାଙ୍କ…

ସିମ୍‌ ବକ୍ସ ମାମଲାର ତଦନ୍ତ ପାଇଁ ଭୁବନେଶ୍ବରରେ ପହଞ୍ଚିଲା ଏନ୍ଆଇଏ ଟିମ୍

ସିମ୍‌ ବକ୍ସ ମାମଲାର ତଦନ୍ତ ପାଇଁ ଭୁବନେଶ୍ଵର ପହଞ୍ଚିଲେ ନ୍ୟାସନାଲ ଇନ୍‌ଭେଷ୍ଟିଗେସନ ଏଜେନ୍ସିର ଜଣେ ସଦସ୍ୟ । ଭୁବନେଶ୍ବରରେ ପହଞ୍ଚିବା ପରେ ପୋଲିସ କମିଶନରଙ୍କୁ ଭେଟିଥିବା ସୂଚନା । ଓଡିଶାରୁ ଠାବ ହୋଇଥିବା ସିମ୍ ବାକ୍ସର ତଦନ୍ତ କରିବା ସହ ଗିରଫ…