ଏମ୍ବିବିଏସ୍ ପାଠ୍ୟକ୍ରମ ପାଇଁ ଯୋଗ୍ୟ ବିବେଚିତ ବଣ୍ଡା ଜନଜାତି ଛାତ୍ରଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ
ଆଜି ଲୋକସେବା ଭବନଠାରେ ବ୍ରହ୍ମପୁର ଏମ୍.କେ.ସି.ଜି ମେଡିକାଲ କଲେଜରେ ଏମ୍ବିବିଏସ୍ ପାଠ୍ୟକ୍ରମ ପାଇଁ ନିଟ୍-୨୦୨୪ରେ ଯୋଗ୍ୟ ବିବେଚିତ ହୋଇଥିବା ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଲକ ଅନ୍ତର୍ଗତ ବଡବେଲ ଗ୍ରାମର ବଣ୍ଡା ଜନଜାତି ଛାତ୍ର ମଙ୍ଗଳା ମୁଦୁଲିଙ୍କୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ…