Month: August 2024

ସେମିଫାଇନାଲ ଖେଳି ପାରିବେନି ଅମିତ ରୋହିଦାସ; ଗୋଟିଏ ମ୍ୟାଚର ପ୍ରତିବନ୍ଧ

ଗତକାଲି କ୍ୱାର୍ଟର ଫାଇନାଲ ମ୍ୟାଚରେ ଉତ୍ତମ ପ୍ରଦର୍ଶନ ପରେ ସେମିଫାଇନାଲକୁ ପ୍ରବେଶ କରିଥିଲା ଭାରତୀୟ ପୁରୁଷ ହକି ଟିମ। ହେଲେ ଏହା ମଧ୍ୟରେ ଟିମ ଇଣ୍ଡିଆକୁ ଲାଗିଛି ଶକ୍ତ ଝଟକା। ପ୍ୟାରିସ ଅଲିମ୍ପିକ୍ସର ଗୋଟିଏ ମ୍ୟାଚରୁ ବ୍ୟାନ ହେଲେ ଅମିତ ରୋହିହାସ…

ଓବିସିସିର ଅତିରିକ୍ତ ମୁଖ୍ୟଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ଉ

ପୁଣି ଭିଜିଲାନ୍ସ ଜାଲରେ ଆଉ ଜଣେ କୁବେର ସରକାରୀ ବାବୁ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କଟକ ସର୍କଲ ଓବିସିସି ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପ୍ରଦୀପ ରଥଙ୍କ ଘରେ ଭିଜିଲାନ୍ସ ଚଢ଼ଉ କରିଛି । କଟକ, ଭୁବନେଶ୍ବର, ଖୋର୍ଦ୍ଧା, ଭଦ୍ରକ ଓ…

ବ୍ୟଙ୍ଗ ଚିତ୍ରଶିଳ୍ପୀ ଜ୍ଞାନ ରଥଙ୍କ ଦେହାନ୍ତ

କଟକ ଏସସିବି ମେଡିକାଲରେ ବ୍ୟଙ୍ଗ ଚିତ୍ରଶିଳ୍ପୀ ଜ୍ଞାନ ରଥ(୬୨)ଙ୍କ ରବିବାର ବିଳମ୍ବିତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଯାଇଛି। ସେ ରବିବାର ଏକ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇ ଏସସିବି ଟ୍ରମା କେୟାର ଆଇସିୟୁରେ ଭର୍ତ୍ତି ହୋଇଥିଲେ। ସେଠାରେ ତାଙ୍କ ପରଲୋକ…

ଆଦିବାସୀଙ୍କ ହିତରେ ମିଶନ ମୋଡ଼ରେ କାମ କରିବ ମୋହନ ସରକାର

ଆଦିବାସୀ ଜାତି ଓ ଜନଜାତି ଏବଂ ପଛୁଆ ବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବା ପାଇଁ ଆକ୍ସନ ମୋଡ଼କୁ ଆସିଛି ମୋହନ ସରକାର। ସେମାନଙ୍କ ହିତ ସାଧନ ଓ ଉନ୍ନତି ହେବ ସରକାରର ପ୍ରାଥମିକତା। ଏଥିପାଇଁ ସମସ୍ତେ ଏକାଠି ହୋଇ କାମ…

ଓଡ଼ିଶା ଧନୀ, ଓଡ଼ିଶାର ଲୋକେ ମଧ୍ୟ ଧନୀ ହେବେ: ମନମୋହନ ସାମଲ

ଗଜପତି ଜିଲ୍ଲା ଗସ୍ତରେ ଥିବା ବେଳେ ବିଜେପି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଆଜି ପାରଳାଖେମୁଣ୍ଡିଠାରେ ସାମ୍ବାଦିକ ସମ୍ମିଳନୀ କରିଛନ୍ତି। ରାଜ୍ୟରେ ବିଜେପି ପ୍ରଥମ ଥର ପାଇଁ ଏକାକୀ ସରକାର ଗଠନ କରିଛି। ଓଡ଼ିଶାବାସୀଙ୍କ ବିଶ୍ୱାସ ଓ ଭଲପାଇବା ପାଇଁ…

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ଜୁଏଲ ଓରାମ

କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ କର୍ମୀମାନଙ୍କୁ ଆଜି ଗୁରୁମନ୍ତ୍ର ଦେଇଛନ୍ତି। ବିଧାୟକ, ମନ୍ତ୍ରୀଙ୍କ ସ୍ଥାନ ଉପରେ ରହିଛି ବୋଲି କହିଲେ। ଜିଲ୍ଲାପାଳ ଓ ଅଫିସର ଆମ କଥା ମାନିବା ଦରକାର। ଅଫିସରଙ୍କଠାରୁ କର୍ମୀ, ବିଧାୟକ, ସାଂସଦ ଗୁରୁତ୍ବ ପାଇବା ଉଚିତ। ଯାହା ନବୀନଙ୍କ…

ବୁର୍ଲାରେ ରାଜସ୍ବ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ

ଆଜି ବୁର୍ଲାରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସମୀକ୍ଷା ବୈଠକ କରିଛନ୍ତି। ବନ୍ୟା ନିୟନ୍ତ୍ରଣର ସମୀକ୍ଷା କରିବା ସହ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ହୋଇଛି। ଏଥିସହ ହୀରାକୁଦରୁ ପାଣି ନେଉଥିବା ଶିଳ୍ପ ସଂସ୍ଥାଠୁ ବକେୟା ଜଳକର…

ଉଦ୍ଧାରକାରୀ ଟିମକୁ ସାହାଯ୍ୟ କରିବାକୁ ଓଡ଼ିଶାରୁ ୱାଏନାଡ ଗଲା ସନ୍ଧାନୀ କୁକୁର ‘ଷ୍ଟର୍ମ’

ଭୂସ୍ଖଳନର ୬ ଦିନ ପରେ ବି ସୁଧୁରୁନି କେରଳର ୱାଏନାଡ ସ୍ଥିତି। ଆଜି ବି ମାଟିତଳୁ ମିଳୁଛି ଶବ। ଅନବରତ କାର୍ଯ୍ୟ କରୁଛନ୍ତି ଉଦ୍ଧାରକାରୀ ଦଳ। ତେବେ ଉଦ୍ଧାରକାରୀ ଟିମକୁ ସହଯୋଗ କରିବାକୁ ଓଡ଼ିଶାରୁ ୱାଏନାଡ ଗଲା ସନ୍ଧାନୀ କୁକୁର ‘ଷ୍ଟର୍ମ’।…

ସେମିରେ ଭାରତୀୟ ପୁରୁଷ ହକି ଟିମ

ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରେ ଭାରତର ଦମଦାର ପ୍ରଦର୍ଶନ ଦେଖିବାକୁ ମିଳୁଛି। ଏହି ଧାରା ବଜାୟ ରଖି ଲଗାତର ଦ୍ୱିତୀୟ ଥର ଅଲିମ୍ପିକ୍ସ ସେମିଫାଇନାଲରେ ପହଂଚିଛି ଭାରତୀୟ ପୁରୁଷ ହକି ଟିମ। ଭାରତ କ୍ୱାର୍ଟର ଫାଇନାଲ ମୁକାବିଲାରେ ପେନାଲିଟି ସୁଟଆଉଟରେ ଗ୍ରେଟ ବ୍ରିଟେନକୁ…

ସ୍କୁଲ ଅପଗ୍ରେଡେସନ୍ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ପ୍ରତିକ୍ରିୟା

ଛାତ୍ରଛାତ୍ରୀ ହେଉଛନ୍ତି ବିକଶିତ ଭାରତ ଗଠନର ମୂଳଦୁଆ । ତେଣୁ ସେମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ ଓ ପ୍ରାଥମିକ ଶିକ୍ଷାକୁ ଗୁରୁତ୍ୱ ଦେଉଛନ୍ତି ରାଜ୍ୟ ସରକାର । ଶିକ୍ଷା ପାଇଁ ଚଳିତ ବଜେଟରେ ଅଧିକ ବ୍ୟୟବରାଦ ମଧ୍ୟ ହୋଇଛି । ସମସ୍ତ ପିଲା…