Month: August 2024

ଏକତରଫା ପ୍ରେମର କରୁଣ ପରିଣତି; ଯୁବତୀଙ୍କ ଦାଦାକୁ ହାଣିଲେ ପ୍ରେମିକ

ପୁଣି ରାଜଧାନୀରେ ଗଡ଼ିଲା ମୁଣ୍ଡ। ଏକତରଫା ପ୍ରେମକୁ ବିରୋଧ କରିବାରୁ ଯୁବତୀଙ୍କ ଦାଦାକୁ ହତ୍ୟା କଲା ପାଗଳପ୍ରେମୀ। ଖଣ୍ଡିଗିରି ଥାନା ଜଗନ୍ନାଥନଗର ଶୁକବିହାର ଅଞ୍ଚଳରେ ଏଭଳି ଏକ ଘଟଣା ସାମ୍ନାକୁ ଆସିଛି । ମୃତକ ହେଲେ ଜଗତ ମଲିକ । ସ୍କୁଟିରେ…

ଗୁଜରାଟରେ ବନ୍ୟା ସ୍ଥିତି; ୨ ଦିନରେ ୨୯ ମୃତ

ଜଳମଗ୍ନ ହେଲା ଗୁଜରାଟ। ଚାରିଆଡେ ଲାଗିଲା ବର୍ଷାର କର୍ଫ୍ୟୁ। ପ୍ରବଳ ବର୍ଷା ପରେ ହୋଇଛି ଜଳପ୍ରଳୟ। ବନ୍ୟା ସ୍ଥିତି ଉପୁଜିଛି। ଫଳରେ ଅଧା ରାଜ୍ୟ ପାଣିରେ ବୁଡ଼ି ଯାଇଛି। ଗତ ତିନି ଦିନ ମଧ୍ୟରେ ଏଠାରେ ୨୯ ଜଣ ପ୍ରାଣ ହରାଇ…

ଜାମ୍ମୁ କାଶ୍ମୀରରେ ୩ ଆତଙ୍କୀ ନିହତ

ଜାମ୍ମୁ କାଶ୍ମୀରରେ ସୁରକ୍ଷାବାହିନୀଙ୍କୁ ବଡ଼ ସଫଳତା ମିଳିଛି। ଜାମ୍ମୁ କାଶ୍ମୀର ଏନକାଉଣ୍ଟରରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି। କୁପୱାଡ଼ା ଜିଲ୍ଲାର ଏଲ୍‌ଓସି ନିକଟରେ ପୃଥକ ପୃଥକ ୨ଟି ଏନ୍‌କାଉଣ୍ଟର ହୋଇଛି । ପାକ୍ ଆତଙ୍କବାଦୀଙ୍କ ଅନୁପ୍ରବେଶ ଉଦ୍ୟମ ବେଳେ ଏନ୍‌କାଉଣ୍ଟର ହୋଇଛି।…

ଚିକିଟି ମଦ ମୃତ୍ୟୁ ଘଟଣା; ସାଲିଆ ସାହିରେ ବୁଲିଲା ବୁଲଡୋଜର

ସାଲିଆ ସାହିରେ ବୁଲିଲା ବୁଲଡୋଜର। ଚିକିଟି ମଦ ମୃତ୍ୟୁ ଘଟଣା ପରେ ଚଢ଼ଉ ଜାରି ରହିଛି । ଭୁବନେଶ୍ବର ସାଲିଆ ସାହିରେ ପୁଣି ଅବକାରୀ ବିଭାଗ ଚଢ଼ଉ କରିଛି। ଚଢ଼ଉ ବେଳେ ବିପୁଳ ପରିମାଣର ଦେଶୀ ମଦ, ପୋଚ ଜବତ ହୋଇଛି।…

ଓଡ଼ିଶା ସମ୍ପର୍କରେ ମନ୍ତବ୍ୟ ପାଇଁ ମମତା ବାନାର୍ଜୀଙ୍କୁ ମୋହନ ମାଝୀଙ୍କ ଭର୍ତ୍ସନା

ଓଡ଼ିଶା ସମ୍ପର୍କରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଦେଇଥିବା ଆପତ୍ତିଜନକ ମନ୍ତବ୍ୟ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭର୍ତ୍ସନା କରିଛନ୍ତି। ଆପଣଙ୍କୁ ଏ ଅଧିକାର କିଏ ଦେଲା ବୋଲି ଶ୍ରୀ ମାଝୀ ପ୍ରଶ୍ନ କରିଛନ୍ତି ? ଓଡ଼ିଶା ଏକ ଶାନ୍ତିପ୍ରିୟ…

ଓଡ଼ିଶାକୁ ୪ ହଜାର ୩୨୪ କୋଟିର ନୂତନ ରେଳ ପ୍ରକଳ୍ପ ପାଇଁ କେନ୍ଦ୍ର କ୍ୟାବିନେଟ୍‌ର ନିଷ୍ପତ୍ତି

ଓଡ଼ିଶାର ଦୁଇ ନୂଆ ରେଳ ଲାଇନ ଓ ଗୋଟିଏ ମଲ୍ଟି-ଟ୍ରାକିଂ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ ମିଳିଛି । ବରଗଡ ରୋଡ ଓ ନୂଆପଡା ରୋଡ ୧୩୮କିମି ନୂଆ ରେଳ ଲାଇନ ନିର୍ମାଣ ପାଇଁ ୨ହଜାର ୯୨୬କୋଟି ଟଙ୍କା ବ୍ୟୟବରାଦ କରାଯାଇଛି।…

ବେଦାନ୍ତ ବିଶ୍ୱବିଦ୍ୟାଳୟ ପାଇଁ ଅଧିଗୃହୀତ ଜମି ଫେରାଇବାକୁ ହାଇକୋର୍ଟଙ୍କ ନୋଟିସ

ବେଦାନ୍ତ ବିଶ୍ୱବିଦ୍ୟାଳୟ ପାଇଁ ଅଧିଗୃହୀତ ଜମି ଫେରାଇବା ସମ୍ପର୍କିତ ମାମଲାରେ ଅନୀଲ ଅଗ୍ରୱାଲ ଫାଉଣ୍ଡେସନ୍‌ ଓ ରାଜ୍ୟ ସରକାରଙ୍କୁ ହାଇକୋର୍ଟ ନୋଟିସ କରିଛନ୍ତି। ୮ ସପ୍ତାହ ପରେ ପରବର୍ତ୍ତୀ ଶୁଣାଣି ହେବା ନେଇ ଦିନ ଧାର୍ଯ୍ୟ କରାଯାଇଛି। ପୁରୀରେ ୧୦ ହଜାର…

କୋଲକାତା ଲଜ୍ଜା: ସନ୍ଦୀପ ଘୋଷଙ୍କୁ ସସ୍‌ପେଣ୍ଡ କଲା ଆଇଏମଏ

କୋଲକାତାରେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା ଘଟଣାରେ ତଦନ୍ତ ବେଳେ ଆରଜି କର ମେଡିକାଲ କଲେଜରେ ହୋଇଥିବା ଅର୍ଥନୈତିକ ଦୁର୍ନୀତିର ପର୍ଦ୍ଦାଫାଶ ହୋଇଥିଲା। ଏହି ଘଟଣାରେ କଲେଜର ପୂର୍ବତନ ଅଧ୍ୟକ୍ଷ ସନ୍ଦୀପ ଘୋଷଙ୍କୁ ଇଣ୍ଡିଆନ ମେଡିକାଲ ଆସୋସିଏସନ (ଆଇଏମଏ) ନିଲମ୍ବିତ…

ସରକାରୀ ସ୍କିମରେ ଇନଫ୍ଲ୍ୟୁଏନସରଙ୍କୁ ସୁଯୋଗ

ବର୍ତ୍ତମାନର ଯୁବପିଢ଼ି ସୋସିଆଲ ମିଡ଼ିଆ ପ୍ରତି ଅଧିକ ଆକୃଷ୍ଟ। ଏଥିସହ ଅନେକ ସୋସିଆଲ ମିଡ଼ିଆ ମାଧ୍ୟମରେ ରୋଜଗାର ମଧ୍ୟ କରୁଛନ୍ତି। ଏହାକୁ ବେଶୀ ପସନ୍ଦ ମଧ୍ୟ କରାଯାଉଛି। ସୋସିଆଲ ମିଡିଆରେ ପିଲାମାନେ ଅଧିକ ଆକ୍ଟିଭ ରହୁଛନ୍ତି। ଯୁବପିଢ଼ି ନିଜର ସୃଜନଶୀଳତା ଯୋଗୁଁ…

ଜାତୀୟ ଶିଳ୍ପ କରିଡର ବିକାଶ କାର୍ଯ୍ୟକ୍ରମ ଅଧୀନରେ ୧୨ଟି ଶିଳ୍ପ ଶିଳ୍ପ ସ୍ମାର୍ଟ ସହରକୁ କ୍ୟାବିନେଟ୍ ମଞ୍ଜୁରୀ

ଭାରତ ଖୁବଶୀଘ୍ର ଶିଳ୍ପ ସ୍ମାର୍ଟ ସିଟିର ଏକ ଭବ୍ୟ ଶୃଙ୍ଖଳା ସ୍ଥାପନ କରିବ । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ଆଜି ଏକ ଐତିହାସିକ ନିଷ୍ପତ୍ତି ନେଇ ଜାତୀୟ ଶିଳ୍ପ କରିଡର…