Day: 3 September 2024

ରାଜ୍ୟରେ ଗତ ୫ ବର୍ଷ ଭିତରେ ଉଦ୍ଧାର ହୋଇଛନ୍ତି ୨୮୩ ଜଣ ଶିଶୁ ଶ୍ରମିକ

ରାଜ୍ୟରେ ୫ ବର୍ଷରେ ୨୮୩ ଶିଶୁ ଶ୍ରମିକ ଉଦ୍ଧାର। ଆଜି ବିଧାନଭାର ଗୃହରେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ପ୍ରଶ୍ନ ରାଜ୍ୟରେ ଗତ ୫ ବର୍ଷ ଭିତରେ କେତେ ସଂଖ୍ୟକ ଶିଶୁ ଶ୍ରମିକ ଉଦ୍ଧାର ହେଇଛନ୍ତି? ଆଉ ଶିଶୁ ଶ୍ରମିକ…

ପାର୍ସଲ ବୋମା ବିସ୍ଫୋରଣ ମାମଲା: କୋର୍ଟରେ ଅରୁଣ ବୋଥ୍ରାଙ୍କ ସାକ୍ଷ୍ୟ ଗ୍ରହଣ

ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାରେ ସାକ୍ଷ୍ୟ ଗ୍ରହଣ । ପାଟଣାଗଡ଼ ଏ. ଡ଼ି. ଜେଙ୍କ କୋର୍ଟରେ ସାକ୍ଷ୍ୟ ପ୍ରଦାନ କରିଛନ୍ତି ତତକଳୀନ କ୍ରାଇମବ୍ରାଞ୍ଚ ଆଇ. ଜି ଅରୁଣ ବୋଥ୍ରା । କୋର୍ଟରେ ସରକାରୀ ଓକିଲ ଓ ଏହି ଘଟଣାର…

ଜରୁରୀ ଅବତରଣ ବେଳେ କୋଷ୍ଟଗାର୍ଡ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

ଗୁଜରାଟର ପୋରବନ୍ଦର ଉପକୂଳ ଆରବ ସାଗରରେ ଭାରତୀୟ ତଟରକ୍ଷୀ ବାହିନୀର ଏକ ହେଲିକପ୍ଟର ଜରୁରୀ ଅବତରଣ ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। ୩ ଜଣ କ୍ରୁ ମେମ୍ବର ନିଖୋଜ ହୋଇଯାଇଛନ୍ତି । ଆଇସିଜେର ଆଡଭାନ୍ସ ଲାଇଟ୍ ହେଲିକପ୍ଟର (ଏଏଲଏଚ୍)ରେ ଥିବା ୪ ଜଣ…

ଖୁବଶୀଘ୍ର ଆମ ଓଡ଼ିଶା ନବୀନ ଓଡ଼ିଶା କାମ ଆରମ୍ଭ ହେବ

ଆମ ଓଡ଼ିଶା ନବୀନ ଓଡ଼ିଶାରେ ମିଳିଥିବା ଅନୁଦାନ ହେରଫେର ହୋଇଥିବା ବେଳେ ଏହାର ତଦନ୍ତ ପାଇଁ ମୋହନ ସରକାର ତତ୍ପରତା ଦେଖାଇଥିଲେ। ସରକାର ପଞ୍ଚାୟତକୁ ମିଳିଥିବା ୫୦ ଲକ୍ଷ ଅନୁଦାନର ଖୋଳତାଡ଼ କରିବେ ବୋଲି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ…

ତାଳଚେର ଖଣି ଉପନିର୍ଦ୍ଦେଶକଙ୍କୁ ଗିରଫ କଲା ଭିଜିଲାନ୍ସ

ତାଳଚେର ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକ ଗିରଫ। ଆୟ ବହିର୍ଭୂତ ସଂପତ୍ତି ଠୁଳ ମାମଲାରେ ଗିରଫ ହୋଇଛନ୍ତି। ଗତକାଲି ରେଡ୍ ପରେ ଗିରଫ କରିଛି ଭିଜିଲାନ୍ସ। ଖଣି ଉପନିର୍ଦ୍ଦେଶକଙ୍କ ୧ କୋଟି ୩୦ ଲକ୍ଷର ଏକ ଫ୍ଲାଟ ଅଛି। ୨ଟି ମାର୍କେଟ…

୩ ଦିନିଆ ବୃନେଇ ଓ ସିଙ୍ଗାପୁର ଗସ୍ତରେ ମୋଦି

ତିନିଦିନିଆ ବୃନେଇ ଓ ସିଙ୍ଗାପୁର ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବୃନେଇର ରାଜା ସୁଲତାନ ହାଜି ହସନାଲ ବୋଲିକିଆହାଙ୍କ ନିମନ୍ତ୍ରଣ ରକ୍ଷା କରି ପ୍ରଧାନମନ୍ତ୍ରୀ ଗସ୍ତ କରିଛନ୍ତି। କୌଣସି ଭାରତୀୟ ପ୍ରଧାନମନ୍ତ୍ରୀଙ୍କ ଏହା ପ୍ରଥମ ସରକାରୀ ବୃନେଇ ଗସ୍ତ। ବୃନେଇ…

ଉତ୍ତର ପ୍ରଦେଶରେ ଥମୁନି ଗଧିଆ ଆତଙ୍କ; ଆଉ ଜଣେ ଶିଶୁକୁ ଲହୁଲୁହାଣ କଲା

ଉତ୍ତର ପ୍ରଦେଶର ବାହାରଚିରେ ଗଧିଆ ଆତଙ୍କ ଥମୁନି । କାଲି ଆତଙ୍କ ଖେଳାଇ ଥିବାବେଳେ ଆଜି ଘରେ ପଶି ୫ ବର୍ଷର ଶିଶୁକୁ ଲହୁଲୁହାଣ କଲା। ଗଧିଆ ଆକ୍ରମଣରେ ଶିଶୁ ଗୁରୁତର ହୋଇଥିବା ବେଳେ ମେଡିକାଲରେ ଭର୍ତ୍ତି କରାଯାଇଛି। ୨ ମାସରେ…

ବିଜେପିରେ ମିଶିଲେ ପୁରୁଷୋତ୍ତମପୁର ଏନଏସି ଉପାଧ୍ୟକ୍ଷଙ୍କ ସମେତ କାଉନସିଲର

ବିଜେପିର ନୂଆ ସରକାରକୁ ନେଇ ଓଡିଶାବାସୀଙ୍କ ମନ ଭିତରେ ଉତ୍ସାହପୂର୍ଣ୍ଣ ବାତାବରଣ ସୃଷ୍ଟି ହୋଇଛି । ପ୍ରତିଦିନ ବିଜେପିର ସାଂଗଠନିକ ଶକ୍ତି ବୃଦ୍ଧି ପାଉଛି । ବିଜେପି ସରକାର ଉପରେ ଓଡିଶାବାସୀଙ୍କ ଆସ୍ଥା ଓ ବିଶ୍ୱାସ ବୃଦ୍ଧି ପାଇବାରେ ଲାଗିଛି ।…

ପାରାଅଲିମ୍ପିକ୍ସର ପଞ୍ଚମ ଦିନରେ ଭାରତକୁ ୮ ପଦକ

ପ୍ୟାରିସ ପାରାଅଲିମ୍ପିକ୍ସରେ ଗୋଟିଏ ଦିନରେ ଭାରତକୁ ୮ ପଦକ ମିଳିଛି । ପଞ୍ଚମ ଦିନରେ ପଦକ ବର୍ଷା ହୋଇଛି । ୨ଟି ସ୍ବର୍ଣ୍ଣ ସହ ଭାରତକୁ ୮ ପଦକ ମିଳିଛି । ବ୍ୟାଡମିଣ୍ଟନରେ ନୀତେଶ କୁମାର ଓ ଜାଭେଲିନରେ ସୁମିତ ଅନ୍ତିଲଙ୍କୁ…