Day: 6 September 2024

ଅଗ୍ନି-୪ର ରାତ୍ରିକାଳୀନ ପରୀକ୍ଷଣ

ଅଗ୍ନି-୪ ରାତ୍ରିକାଳୀନ ପରୀକ୍ଷଣ ସଫଳ ହୋଇଛି। ଅବଦୁଲ କଲାମ ଦ୍ୱୀପରୁ ଭୂପୃଷ୍ଠରୁ ଭୂପୃଷ୍ଠକୁ ନିକ୍ଷେପ କରାଯାଉଥିବା ଅଗ୍ନି-୪ ମିଜାଇଲର ୯ ନମ୍ବର ଭର୍ସନର ରାତ୍ରିକାଳୀନ ପରୀକ୍ଷଣ ହୋଇଛି। ଆଇସିବିଏମ ଗ୍ରୁପର ଏହି କ୍ଷେପଣାସ୍ତ୍ରର ଲକ୍ଷଭେଦ କ୍ଷମତା ୪ ହଜାର କିମି ରହିଛି।…

ଜେଲ୍‌ ଅଧୀକ୍ଷକଙ୍କ ପୁଳା ପୁଳା ସମ୍ପତ୍ତି ଠାବ

କେନ୍ଦୁଝର ଜେଲ୍‌ ଅଧୀକ୍ଷକ ସତ୍ୟପ୍ରକାଶ ସ୍ବାଇଁଙ୍କ ପୁଳା ପୁଳା ସମ୍ପତ୍ତି ଠାବ ହୋଇଛି। ଭୁବନେଶ୍ବର ଲକ୍ଷ୍ମୀସାଗରରେ ଦେଢ଼ କୋଟି ମୂଲ୍ୟର ୪ ମହଲା କୋଠା ଠାବ ହୋଇଛି। ଭୁବନେଶ୍ବର, ବଲାଙ୍ଗିର ଓ ଢେଙ୍କାନାଳରେ ୪ଟି ବାସୋପଯୋଗୀ ପ୍ଲଟ୍‌ ରହିଛି। ଏଥିସହ ୧୦…

ରେଭେନ୍ସା ନାଁ ପରିବର୍ତ୍ତନ ହେବାକୁ ଦିଆଯିବନି କହିଲେ ପୁରାତନ ଛାତ୍ରଛାତ୍ରୀ

ରେଭେନ୍ସା ବିଶ୍ୱବିଦ୍ୟାଳୟର ନାଁ ପରିବର୍ତ୍ତନକୁ ନେଇ ରାଜନୀତି ତେଜିବାରେ ଲାଗିଛି। ଏହି ପ୍ରସଙ୍ଗରେ ଭୁବନେଶ୍ୱରରେ ଆୟୋଜିତ ଗୋଲ ଟେବୁଲ ବୈଠକରେ ରେଭେନ୍ସାର ପୁରାତନ ଛାତ୍ରଛାତ୍ରୀ ସାମିଲ ହୋଇଥିଲେ। ସେମାନେ କହିଛନ୍ତି, ରେଭେନ୍ସାର ନାଁ ପରିବର୍ତ୍ତନ ହେବନି। ରେଭେନ୍ସା ନାଁ ପରିବର୍ତ୍ତନ କରିବାକୁ…

Odisha CM announces ex-gratia of Rs 4 lakh for 3 families

ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ତିନି ଶ୍ରମିକ ମୃତ

ଆପାଟମେଣ୍ଟରର ଥିବା ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ୩ ଜଣ ଶ୍ରମିକଙ୍କର ମୃତ୍ୟୁ ।ବାରଙ୍ଗ ନରଣପୁର ସ୍ଥିତ ଡିଅନ ଆପାଟମେଣ୍ଟର ନିର୍ମାଣାଧୀନ ପାଇଖାନା ଟାଙ୍କିରୁ ସେଣ୍ଟରିଂ ପଟା ଖୋଲିବା ବେଳେ ଘଟିଛି ଏହି ଭଳି ବଡ଼ ଅଘଟଣା। ଖବର ପାଇ ବାରଙ୍ଗ…

ହାତ ଧରିଲେ କୁସ୍ତିଯୋଦ୍ଧା ବିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ

ରାଜନୀତିରେ ପାଦ ଦେଲେ ଭାରତୀୟ କୁସ୍ତି ଖେଳାଳି ବିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ । ଆଜି ଉଭୟ କଂଗ୍ରେସରେ ଯୋଗ ଦେଇଛନ୍ତି। ବିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେଙ୍କୁ ଭେଟି କଂଗ୍ରେରେ ସାମିଲ ହୋଇଛନ୍ତି।…

କଂଗ୍ରେସରେ ମିଶିଲେ ଆପ୍ ବିଧାୟକ ରାଜେନ୍ଦ୍ର ପାଲ ଗୌତମ

ଆପ୍ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ରାଜେନ୍ଦ୍ର ପାଲ ଗୌତମ ଆଜି କଂଗ୍ରେସରେ ଯୋଗ ଦେଇଛନ୍ତି। ଏହି ଅବସରରେ କଂଗ୍ରେସର ସାଧାରଣ ସମ୍ପାଦକ କେ.ସି ଭେନୁଗୋପାଲ, ଦିଲ୍ଲୀ କଂଗ୍ରେସ ସଭାପତି ଦେବେନ୍ଦ୍ର ଯାଦବ ଏବଂ କଂଗ୍ରେସ ନେତା ପୱନ ଖେଡା ଉପସ୍ଥିତ…

୫-ଟି ହାଇସ୍କୁଲ ରୂପାନ୍ତରୀକରଣରେ ଖର୍ଚ୍ଚ ହୋଇଛି ୩ ହଜାର କୋଟି ଟଙ୍କା

ପୂର୍ବ ସରକାର ଓଡ଼ିଶାର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ପରିବର୍ତ୍ତନ ପାଇଁ ୫-ଟି ଅଧୀନରେ ଥିବା ସରକାରୀ ଡିଜିଟାଲ ହାଇସ୍କୁଲ ଆରମ୍ଭ କରିଥିଲେ । ଏବେ ନୂଆ ସରକାର ଆସିବା ପରେ ଉଚ୍ଚ ବିଦ୍ୟାଳୟଗୁଡ଼ିକର ରୂପାନ୍ତରୀକରଣ ଖର୍ଚ୍ଚର ଖୋଳତାଡ଼ ଆରମ୍ଭ ହୋଇଛି। ଆଜି…

ସନ୍ଦୀପ ଘୋଷଙ୍କ ଆଗତ ପିଟିସନକୁ ଖାରଜ କଲେ ସୁପ୍ରିମକୋର୍ଟ

କୋଲକାତା ଆର.ଜି କର ମେଡିକାଲ କଲେଜର ପୂର୍ବତନ ଅଧ୍ୟକ୍ଷ ସନ୍ଦୀପ ଘୋଷଙ୍କୁ ସୁପ୍ରିମକୋର୍ଟଙ୍କ ଝଟକା । ଆଗତ ପିଟିସନକୁ ଖାରଜ କଲେ ସୁପ୍ରିମକୋର୍ଟ। ସୁପ୍ରିମକୋର୍ଟରେ କରାଯାଇଥିବା ଆବେଦନରେ କୁହାଯାଇଛି ତଦନ୍ତକୁ ବିରୋଧ କରୁନାହିଁ। ଦୁର୍ନୀତି ମାମଲାର ତଦନ୍ତ ସିବିଆଇକୁ ହସ୍ତାନ୍ତର କରିବା…

ରାଜ୍ୟରେ ଖାଲି ପଡିଛି ୩୦ ହଜାରରୁ ଅଧିକ ଶିକ୍ଷକ ପଦବୀ

ରାଜ୍ୟରେ ବେକାରୀ ଓ ବେରୋଜଗାରୀ ସହିତ ଦାଦନ ପ୍ରମୁଖ ସମସ୍ୟା ରହିଛି । ଅନେକ ବିଦ୍ୟାଳୟରେ ଶିକ୍ଷକ ଶିକ୍ଷୟିତ୍ରୀ ନଥିବା ବେଳେ ନିଯୁକ୍ତି ଅପେକ୍ଷାରେ ରହିଛନ୍ତି ଯୁବକ ଯୁବତୀ ।ଆଜି ବିଧାସଭାର ଗୃହରେ ବିଧାୟକ ଚକ୍ରମଣୀ କହଁରଙ୍କ ପ୍ରଶ୍ନରେ ଉତ୍ତରରେ ଗଣଶିକ୍ଷା…

ନବୀନ ପଟ୍ଟନାୟକ ଓ ପାଣ୍ଡିଆନ୍‌ଙ୍କ ନାଁରେ ଦୁର୍ନୀତି ଅଭିଯୋଗ

ନବୀନ ପଟ୍ଟନାୟକ ଓ ଭି.କେ ପାଣ୍ଡିଆନ୍‌ଙ୍କ ନାଁରେ ଦୁର୍ନୀତି ଅଭିଯୋଗ । ମୋ ସ୍କୁଲ ଓ ଝୋଟ ବ୍ୟାଗ ବଣ୍ଟନରେ କୋଟି କୋଟି ଟଙ୍କା ଦୁର୍ନୀତି ଅଭିଯୋଗରେ ଭିଜିଲାନ୍ସ ଏସ୍‌ପିଙ୍କ ଦ୍ୱାରସ୍ଥ ହେଲେ ଆଇନଜୀବୀ । ତଦନ୍ତ କରି ଦୁର୍ନୀତିର ପର୍ଦ୍ଦାଫାସ୍‌…