Day: 10 September 2024

ରାଜ୍ୟରେ ବର୍ଷା ଓ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ

ରାଜ୍ୟରେ ବର୍ଷା ଓ ବନ୍ୟା ସ୍ଥିତି ନେଇ ଏସଆରସିଙ୍କ କାର୍ଯ୍ୟାଳୟରେ ସମୀକ୍ଷା କରି ପ୍ରତିକ୍ରିୟା ଦେଇଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ସେ କହିଛନ୍ତି ଗଭୀର ଅବପାତ ଯୋଗୁଁ ରାଜ୍ୟର ସମସ୍ତ ଜିଲ୍ଲାରେ ବର୍ଷା ହୋଇଛି।…

ଓଏସ୍ଏସ୍ଏସ୍‌ସି ଅଫିସ ଘେରିଲେ ଶହଶହ ପରୀକ୍ଷାର୍ଥୀ

ଭୁବନେଶ୍ବର ସ୍ଥିତ ଓଏସ୍ଏସ୍ଏସ୍‌ସି ଅଫିସ ଘେରିଲେ ଶହଶହ ପରୀକ୍ଷାର୍ଥୀ । ସବଅର୍ଡିନେଟ ଷ୍ଟାଫ୍ ସିଲେକ୍ସନ କମିଶନ ତଥା ଓଟ୍ରିପଲ-ଏସସି ଦ୍ଵାରା ପ୍ରକାଶିତ କମ୍ବାଇନ୍ଡ ରିକ୍ରୁଟମେଣ୍ଟ ପରୀକ୍ଷାରେ ଅନିୟମିତତା ଅଭିଯୋଗରେ ଘେରାଉ କଲେ ପରୀକ୍ଷାର୍ଥୀ । ଫରେଷ୍ଟ ଗାର୍ଡ, ଫରେଷ୍ଟର ଓ ଲାଇଭ…

ବିଧାନସଭାରେ ଉଠିଲା ମମିତା ମେହେର, ନବ ଦାସ ଓ ଲକ୍ଷ୍ମଣାନନ୍ଦ ସରସ୍ୱତୀ ହତ୍ୟା ମାମଲାର ପ୍ରସଙ୍ଗ

ବିଧାନସଭା ଗୃହରେ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗ ଉଠାଇଲେ ବିଜେପି ବିଧାୟକ ଜୟନାରାୟଣ ମିଶ୍ର। ସ୍ବାମୀ ଲକ୍ଷ୍ମଣାନନ୍ଦ, ନବ ଦାସ, ମମିତା ମେହେର ହତ୍ୟା ମାମଲା ସହ ମମିତା ହତ୍ୟା ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ମୃତ୍ୟୁ ପ୍ରସଙ୍ଗ ଉଠାଇଛନ୍ତି ଜୟନାରାୟଣ ମିଶ୍ର । ସେ…

ଦୟା ନଦୀରେ ନିର୍ମାଣ ହେବ ଜଳଭଣ୍ଡାର

ଆଜି ବିଧାନସଭା ଗୃହରେ ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକଙ୍କ ପ୍ରଶ୍ନର ଉତ୍ତରରେ ପାନୀୟ ଜଳ ମନ୍ତ୍ରୀ ରବି ନାଏକ କହିଛନ୍ତି ଡେଲାଙ୍ଗରେ ୫ଟି ମେଗା ପାନୀୟ ଜଳ ପ୍ରକଳ୍ପ ହେବାକୁ ଯାଉଛି । ଦୟା ନଦୀରୁ ଜଳ ଉଠାଣ ପାଇଁ ହେବ…

ନବୀନ ପଟ୍ଟନାୟକଙ୍କୁ ଭେଟିଲେ ବିଜୁ ଜନତା ଦଳର ପୋଲାଭରମ ଟିମ

ବିରୋଧି ଦଳ ନେତା ନବୀନ ପଟ୍ଟନାୟକଙ୍କୁ ବିଜୁ ଜନତା ଦଳର ପୋଲାଭରମ ଟିମ ଆଜି ସକାଳେ ନବୀନ ନିବାସରେ ଭେଟି ତାଙ୍କର ନବୀନ ପଟ୍ଟନାୟକଙ୍କୁ ଭେଟି ତଦନ୍ତ ରିପୋର୍ଟ ପ୍ରଦାନ କରିଛନ୍ତି । ଏ ଅବସରରେ ସେମାନେ ବିରୋଧି ଦଳ ନେତାଙ୍କୁ…

ସିମେଣ୍ଟ ଖଣ୍ଡକୁ ପିଟିଲା ମାଲବାହୀ ଟ୍ରେନ୍‌

ସୋମବାର ରାତିରେ ରାଜସ୍ଥାନର ଆଜମେରରେ ଏକ ବଡଧରଣର ଦୁର୍ଘଟଣାରୁ ବର୍ତ୍ତିଯାଇଛି ମାଲବାହୀ ଟ୍ରେନ । ଆଜମେରର ସରାଧନା ଓ ବାଁଗଡ଼ ଗ୍ରାମ ରେଲୱେ ଟ୍ରାକ ମଝିରେ ବଡ଼ ବଡ଼ ସିମେଣ୍ଟ ଖଣ୍ଡ ରଖାଯାଇଥିଲା। ଏହାର ଓଜନ ପ୍ରାୟ ୭୦ କେଜି ବୋଲି…

ବିଦ୍ୟୁତ ଆଘାତରେ ହାତୀ ମୃତ

ବିଦ୍ୟୁତ ଆଘାତରେ ଏକ ଦନ୍ତା ହାତୀର ମୃତ୍ୟୁ ଘଟିଛି। ସୁନ୍ଦରଗଡ଼ ଜିଲ୍ଲା ଲାଠିକଟା ବ୍ଲକ ବଲାଣୀ ପଞ୍ଚାୟତ ନୂଆଗାଁ ନିକଟ ଜଙ୍ଗଲରେ ଏଭଳି ଘଟଣା ଘଟିଛି। ବନ ବିଭାଗ କର୍ମଚାରୀ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି। ସୋମବାର…

କ୍ୟାନସର ଔଷଧରୁ କମିଲା ଜିଏସଟି

କ୍ୟାନସର ପାଇଁ କିଛି ଔଷଧ ଉପରେ ଜିଏସଟି ପରିମାଣ କମିଛି । ନୂଆଦିଲ୍ଲୀରେ ଅନୁଷ୍ଠିତ ଜିଏସଟି କାଉନସିଲର ୫୪ତମ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । କିଛି ଔଷଧ ଉପରେ ୧୨ରୁ ୫ ପ୍ରତିଶତକୁ ଜିଏସଟି କମିଛି। ନମକିନ ଉପରେ ୧୮ରୁ…

ବର୍ଷା ପାଇଁ ୩ ଜିଲ୍ଲାରେ ସ୍କୁଲ ଛୁଟି

ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁଁ ୩ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଗଞ୍ଜାମ, ମାଲକାନଗିରି ଓ କୋରାପୁଟରେ ସ୍କୁଲ ଛୁଟି ହୋଇଛି। ପ୍ରବଳ ବର୍ଷା ଯାଗୁଁ ୩ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ରେଡ୍‌ ଆଲର୍ଟ ଜାରି କରାଯାଇଛି। ସରକାରୀ,…