Day: 14 September 2024

ଶୁଭଶ୍ରୀଙ୍କ ପ୍ରତିଭାକୁ ପ୍ରଶଂସା କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଆଜି ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଓ ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା କୁନି ଝିଅ ଶୁଭଶ୍ରୀ ନନ୍ଦିଙ୍କ ଅସାଧାରଣ ପ୍ରତିଭା ଦେଖି ଖୁସି ବ୍ୟକ୍ତ କରିବା ସହ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା…

ବନ୍ଧୁତ୍ୱପୂର୍ଣ୍ଣ ଫୁଟବଲ୍‌ ଟୁର୍ଣ୍ଣାମେଣ୍ଟରେ ବିଜୟୀ ‘ଲିଡ଼ର୍ସ ଏକାଦଶ’ ଦଳକୁ ଅଭିନନ୍ଦନ ଜଣାଇଲେ ଉପମୁଖ୍ୟମନ୍ତ୍ରୀ

ଟାଟା ଷ୍ଟିଲ ପକ୍ଷରୁ ଓଡ଼ିଶା ଫୁଟବଲ୍‌ ଏକାଡ଼େମୀ ପଡ଼ିଆରେ ଏକ ବନ୍ଧୁତ୍ୱପୂର୍ଣ୍ଣ ଫୁଟବଲ୍‌ ଟୁର୍ଣ୍ଣାମେଣ୍ଟ ଆୟୋଜିତ ହୋଇଯାଇଛି । ଟୁର୍ଣ୍ଣାମେଣ୍ଟର ଚମ୍ପିଆନ୍‌ ‘ଲିଡର୍ସ ଏକାଦଶ’ ଦଳ ଓ ରନର୍ସ ଅପ୍‌ ‘ଅଫିସର୍ସ ଏକାଦଶ’ ଦଳ ସମେତ ଟୁର୍ଣ୍ଣାମେଣ୍ଟରେ ଭାଗ ନେଇଥିବା ‘ମିଡ଼ିଆ…

ଆସନ୍ତା ୧୭ ତାରିଖରେ ଭୁବନେଶ୍ୱରର ସମସ୍ତ ସ୍କୁଲ କଲେଜ ଛୁଟି ସହ ସରକାରୀ କାର୍ଯ୍ୟାଳୟ ଗୁଡିକ ପ୍ରଥମାର୍ଦ୍ଧ ଛୁଟି

ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ୱର ୧୭ ତାରିଖରେ ଭୁବନେଶ୍ୱର ଠାରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରୁଛନ୍ତି। ଏଥିପାଇଁ ଭୁବନେଶ୍ୱରରେ ବିପୁଳ ଜନ ସମାଗମ ହେବ। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରର ସମସ୍ତ ସ୍କୁଲ କଲେଜ ଗୁଡିକ ସେଦିନ ସମ୍ପୂର୍ଣ୍ଣ…

ସୁଭଦ୍ରା ଫର୍ମ ରେଜିଷ୍ଟ୍ରେସନ୍ ପାଇଁ ଟଙ୍କା ନେଇ ବନ୍ଧା ହେଲେ ସିଏସସି କର୍ମଚାରୀ

ସୁଭଦ୍ରା ଯୋଜନାରେ ନାଁ ପଞ୍ଜିକରଣ କରିବାକୁ ଟଙ୍କା ନେଇ ସିଏସସି କର୍ମଚାରୀ ଗିରଫ। ବଲାଙ୍ଗିର ଟିଟିଲାଗଡ଼ ଥାନା ମନି ଗାଁର ସିଏସସି କର୍ମଚାରୀ ଆକାଶ ସାହୁ ସୁଭଦ୍ରା ଫର୍ମ ପୂରଣ କରିବାକୁ ଟଙ୍କା ନେଉଥିବା ଅଭିଯୋଗ ହୋଇଥିଲା। ପ୍ରତି ଫର୍ମ ପାଇଁ…

ବିରୋଧୀ ଦଳ ନେତା ଭାବେ ନବୀନ ପଟ୍ଟନାୟକ ବିଫଳ

ବିରୋଧୀ ଦଳ ନେତା ଭାବେ ବିଫଳ ହୋଇଛନ୍ତି ନବୀନ ପଟନାୟକ । ବିଫଳ ହୋଇଛି ବିଜୁ ଜନତା ଦଳ । କହିବାକୁ ଗଲେ ବଡ଼ ଅନ୍ତଦ୍ୱନ୍ଧ୍ଵ ସତ୍ତ୍ୱେ କଂଗ୍ରେସ ବିଧାନସଭାରେ ତା’ର ପୂର୍ବ ପରିଚୟ ବଜାୟ ରଖୁଛି । କିନ୍ତୁ କାହିଁକି…

ଏସିଆନ ଚାମ୍ପିଅନ୍ସ ଟ୍ରଫି ହକି; ପାକିସ୍ତାନକୁ ହରାଇ ସେମିରେ ଭାରତ

ଆଜି ବେଜିଂରେ ଚଳିତ ଏସିଆନ ଚାମ୍ପିଅନ୍ସ ଟ୍ରଫି ହକିରେ କ୍ରମାଗତ ୪ଟି ମ୍ୟାଚ୍‌‌ ଜିତି ସେମିଫାଇନାଲରେ ପ୍ରବେଶ କରିସାରିଥିବା ଭାରତ ଅନ୍ତିମ ରାଉଣ୍ଡ ରବିନ ମୁକାବିଲାରେ ଶନିବାର ପାକିସ୍ତାନକୁ ହରାଇଛି। ଆଜିର ମ୍ୟାଚ୍‌କୁ ଭାରତ ୨-୧ରେ ଜିତି ନିଜର ଅପରାଜେୟ ଧାରା…

କୋଲକାତା ଲଜ୍ଜ୍ୟା: ଆନ୍ଦୋଳନରତ ଡାକ୍ତରଙ୍କୁ ଭେଟି କାମକୁ ଫେରିବାକୁ ଅନୁରୋଧ କଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ 

କୋଲକାତାରେ ଆର୍‌ଜି କର ହସ୍ପିଟା‌ଲରେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା ଘଟଣାକୁ ବିରୋଧ କରି ଆନ୍ଦୋଳନରତ ଡାକ୍ତରଙ୍କୁ ଭେଟିଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ।ଡାକ୍ତରଙ୍କୁ ଭେଟିବା ସହ ଆନ୍ଦୋଳନ ପ୍ରତ୍ୟାହାର ପାଇଁ ଅପିଲ୍ କରିଛନ୍ତି ମମତା। ମୁଖ୍ୟମନ୍ତ୍ରୀ ମମତା…

ଓଡ଼ିଶା ଗ୍ରସ୍ତରେ ପ୍ରଧାନମନ୍ତ୍ରୀଙ୍କ ଲୋକାର୍ପଣ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ ଚୂଡ଼ାନ୍ତ

ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀଙ୍କ ଲୋକାର୍ପଣ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ ଚୂଡ଼ାନ୍ତ ହୋଇଛି। ସୁଭଦ୍ରାର ଶୁଭାରମ୍ଭ ସହ ଏକାଧିକ ପ୍ରକଳ୍ପର ଶିଳାନ୍ୟାସ କରିବେ। ଆସନ୍ତା ୧୭ରେ ମହିଳାଙ୍କ ଆକାଉଣ୍ଟକୁ ଯିବ ‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତି। ଓଡ଼ିଶାର ୧ କୋଟିରୁ ଊର୍ଦ୍ଧ୍ୱ ମହିଳା ‘ସୁଭଦ୍ରା’ର…

ସୁଭଦ୍ରା ଯୋଜନା ପାଇଁ ପଞ୍ଜୀକରଣ କରିସାରିଲେଣି ୫୦ ଲକ୍ଷରୁ ଊର୍ଦ୍ଧ୍ୱ ମହିଳା: ପ୍ରଭାତୀ ପରିଡ଼ା

ଆସନ୍ତା ୧୭ରେ ମିଳିବ ‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତି । ଏହି ଯୋଜନା ମାଧ୍ୟମରେ ମହିଳାମାନେ ମିଳୁଥିବା ସୁବିଧା ନେବା ପାଇଁ ସମସ୍ତଙ୍କ ମଧ୍ୟରେ ଉତ୍ସାହ ବୃଦ୍ଧି ପାଇଛି । ଏଯାଏଁ ରାଜ୍ୟରେ ୫୦ ଲକ୍ଷରୁ ଊର୍ଦ୍ଧ୍ୱ ମହିଳା ଏହି ଯୋଜନାର…

ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର; ୩ ଆତଙ୍କବାଦୀ ନିହତ

ଜମ୍ମୁ ଓ କାଶ୍ମୀର ବାରମୂଲ୍ଲାରେ ହୋଇଥିବା ଏନକାଉଣ୍ଟରରେ ସୁରକ୍ଷା ବାହିନୀଙ୍କୁ ମିଳିଛି ବଡ଼ ସଫଳତା। ଆଜି ସକାଳେ ଭାରତୀୟ ସେନା ଏବଂ ଜାମ୍ମୁ କାଶ୍ମୀର ପୋଲିସ ମଧ୍ୟରେ ମିଳିତ ଅପରେସନରେ ତିନି ଜଣ ଆତଙ୍କବାଦୀ ନିହତ ହୋଇଥିବାବେଳେ ଦୁଇ ଜଣ ଯବାନ…