Day: 16 September 2024

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ନେଇ ସକାଳ ୭.୩୦ରୁ ଟ୍ରାଫିକ କଟକଣା ଲାଗିବ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଭୁବନେଶ୍ବର ଗସ୍ତରେ ଆସୁଥିବା ବେଳେ ଟ୍ରାଫିକ ବ୍ୟବସ୍ଥା କଡାକଡି କରାଯାଇଛି। ଆସନ୍ତାକାଲି ସକାଳ ୭ଟା ୩୦ରୁ ଅପରାହ୍ନ ୩ଟା ଯାଏଁ କଟକଣା ଜାରି ରହିବ। ଏ ନେଇ କମିଶନରେଟ୍ ପୋଲିସ ପକ୍ଷରୁ ଟ୍ରାଫିକ ନିର୍ଦ୍ଦେଶନାମା ଜାରି…

ସୁଭଦ୍ରା ଯୋଜନାରେ ୧ ଟଙ୍କା ଯାଇନଥିଲେ ଆବେଦନ ବିଚାରାଧୀନ

ସୁଭଦ୍ରା ଯୋଜନା ନେଇ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜନ୍ମଦିନରେ ଓଡିଶା ଆସିବାକୁ ଥିବା ବେଳେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ। ସୁଭଦ୍ରା ଯୋଜନାରେ ପ୍ରାରମ୍ଭିକ ପର୍ଯ୍ୟାୟରେ ପ୍ରଥମ କିସ୍ତି ଦିଆଯିବ।…

ଓଡ଼ିଶାର ଇତିହାସକୁ ବିକୃତ କରିବାକୁ ଉଦ୍ୟମ କରୁଛି ବିଜେପି: ବିଜେଡି

ରେଭେନ୍ସାର ନାଁ ପରିବର୍ତ୍ତନ ପ୍ରସଙ୍ଗ ନେଇ ଆଜି ଶଙ୍ଖ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ବିଜେପି ଉପରେ ବର୍ଷିଛନ୍ତି ବିଜେଡି ମୁଖପାତ୍ର ଡଃ ଲେନିନ୍ ମହାନ୍ତି । ଇତିହାସକୁ ବିକୃତ କରିବା ପାଇଁ ବିଜେପି ସରକାର ଉଦ୍ୟମ ଜାରି ରଖିଛନ୍ତି।…

ସୁଭଦ୍ରା ଯୋଜନା ନାଁରେ ଓଡ଼ିଶାର ମହିଳାଙ୍କୁ ପ୍ରବଞ୍ଚନା କରିଛି ବିଜେପି: ବିଜେଡି

ସୁଭଦ୍ରା ଯୋଜନାକୁ ନେଇ ଆଜି ଶଙ୍ଖ ଭବନରେ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ବିଜେପିକୁ ସମାଲୋଚନା କରିଛନ୍ତି ବିଜେଡି ନେତ୍ରୀ ଲୋପାମୁଦ୍ରା ବକ୍ସିପାତ୍ର। ସୁଭଦ୍ରା ଯୋଜନାରେ ଓଡ଼ିଶାର ମହିଳାଙ୍କୁ ପ୍ରବଞ୍ଚନା କରାଯାଇଛି ଓ ଠକାମିର ଶିକାର ହୋଇଥିବା ଓଡ଼ିଶାର ମହିଳାଙ୍କ ଆଖିରେ…

ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ପାଇଁ କେନ୍ଦ୍ରକୁ ଚିଠି ଲେଖିବାକୁ ବିଜେଡିର ଆହ୍ୱାନ

ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ପାଇଁ ପ୍ରସ୍ତାବ ରଖାଯାଇଥିଲା। ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ପାଇଁ ଏହା ସମ୍ଭବ ହେବ କି ନାହିଁ ବିଜେଡି ପ୍ରଶ୍ନ ଉଠାଇଛି ବୋଲି ସସ୍ମିତ ପାତ୍ର ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି। ହାଇକୋର୍ଟ…

ସୁଭଦ୍ରା ଯୋଜନାକୁ ନେଇ ବିଜେପିକୁ ଟାର୍ଗେଟ କଲା କଂଗ୍ରେସ 

ଆଜି ବିଜେପିକୁ ଟାର୍ଗେଟ କରି କଂଗ୍ରେସ ନେତା ବିଶ୍ଵ ରଂଜନ ମହାନ୍ତିଙ୍କ ସାମ୍ବାଦିକ ସମ୍ମିଳନୀ କରିଛନ୍ତି । ସାମ୍ବାଦିକ ସମ୍ମିଳନୀରେ ସୁଭଦ୍ରା ପ୍ରସଙ୍ଗରେ ବିଜେପିକୁ ୩ଟି ପ୍ରଶ୍ନ କରିଛି କଂଗ୍ରେସ। ସେ କହିଛନ୍ତି ସୁଭଦ୍ରା ଯୋଜନାର କେତେ ମହିଳା ସାମିଲ ହେବେ…

ରାଜ୍ୟରେ ଆସନ୍ତାକାଲି ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ରାଜ୍ୟରେ ବର୍ଷା ନେଇ ଆସନ୍ତା କାଲି ସକାଳ ଯାଏଁ ୨ ଜିଲ୍ଲାକୁ ଅରେଞ୍ଜ ଓ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ । ଅତି ପ୍ରବଳ ବର୍ଷା ନେଇ ସୁନ୍ଦରଗଡ଼ ଓ କେନ୍ଦୁଝରକୁ ଅରେଞ୍ଜ ଆଲର୍ଟ ଜାରି ହୋଇଥିବା ବେଳେ ମୟୂରଭଞ୍ଜ, ଦେବଗଡ଼,…

ରାଜଧାନୀରେ ଦ୍ରୁତ ଗତି ସହ ବେପରୁଆ ଗାଡ଼ି ଚାଳନା; ୫ ଗିରଫ

ଭୁବନେଶ୍ବର ରାଜରାସ୍ତାରେ ଉଦ୍‌ଭ୍ରାନ୍ତ ଡ୍ରାଇଭରଙ୍କ ବେପରୁଆ ଡ୍ରାଇଭିଂ । ରାମମନ୍ଦିରରୁ ରୂପାଲି ଛକ ଯାଏ ବେପାରୁଆ ଗାଡି ଚଳାଇ ରାଜରାସ୍ତାରେ ଆତଙ୍କ ଖେଲାଇଥିବା ୪ଟି କାର୍‌ ଓ ସେଥିରେ ଥିବା ଯୁବକଙ୍କ ଭିଡିଓ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ୍ ହେବାରେ ଲାଗିଛି।…

ସୁଭଦ୍ରା ଯୋଜନାକୁ ନେଇ ମାତିଛନ୍ତି ସାଇବର ଠକ; ସତର୍କ କରାଇଲେ ଉପମୁଖ୍ୟମନ୍ତ୍ରୀ

ସେପ୍ଟେମ୍ବର ୧୭ ତାରିଖ ଦିନ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବାକୁ ଯାଉଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତେବେ ଏହା ପୂର୍ବରୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମାତିଥିବା ସାଇବର ଠକଙ୍କଠୁ ସାବଧାନ ରହିବାକୁ ପରାମର୍ଶ ଦେଇଛନ୍ତି । ସେ କହିଛନ୍ତି ସୁଭଦ୍ରା ଯୋଜନାର…

ସରକାରୀ ମଦ ଦୋକାନରୁ ଜବତ ହେଲା ନକଲି ମଦ

ଦିନକୁ ଦିନ ଏହି ମଦ ଦୁର୍ନୀତି ମାମଲା ବଢ଼ି ବଢ଼ି ଚାଲିଛି। ଚିକିଟି ମଦମୃତ୍ୟୁ ଭୟ ମନରୁ ଲିଭି ନଥିବା ବେଳେ ଦିନକୁ ଦିନ ରାଜ୍ୟରେ ନକଲି ମଦ ଠାବ କରାଯାଉଛି । ସେହିପରି ଆଜି ରାଜଧାନୀରେ ସରକାରୀ ଲାଇସେନ୍ସପ୍ରାପ୍ତ ମଦ…