Day: 17 September 2024

ବିଶ୍ୱଭୂଷଣ ହରିଚନ୍ଦନଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ନବୀନ ବାବୁ

ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଆନ୍ଧ୍ର ପ୍ରଦେଶ ଓ ଛତିଶଗଡର ପୂର୍ବତନ ରାଜ୍ୟପାଳ ତଥା ବରିଷ୍ଠ ନେତା ବିଶ୍ବଭୂଷଣ ହରିଚନ୍ଦନଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି। ଶ୍ରୀ ହରିଚନ୍ଦନଙ୍କ ପୁଅ ତଥା ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନଙ୍କୁ…

ନାଲକୋର ପରବର୍ତ୍ତୀ ସିଏମଡି ହେବେ ବ୍ରିଜେନ୍ଦ୍ର ପ୍ରତାପ ସିଂହ

ପବ୍ଲିକ ଏଣ୍ଟରପ୍ରାଇଜ୍ ସିଲେକ୍ସନ ବୋର୍ଡ (ପିଇଏସବି) ମଙ୍ଗଳବାର ବ୍ରିଜେନ୍ଦ୍ର ପ୍ରତାପ ସିଂହଙ୍କୁ ନ୍ୟାସନାଲ ଆଲୁମିନିୟମ କମ୍ପାନି ଲିମିଟେଡ୍ (ନାଲକୋ)ର ଅଧ୍ୟକ୍ଷ ଓ ପରିଚାଳନା ନିର୍ଦ୍ଦେଶକ (ସିଏମଡି) ପଦ ପାଇଁ ମନୋନୀତ କରିଛି। ଏହି ପଦବୀ ପାଇଁ ସମୁଦାୟ ୬ ଜଣଙ୍କ ଇଣ୍ଟରଭିୟୁ…

ଇଞ୍ଜିନିୟରିଂ କଲେଜରେ ଛାତ୍ର ମୃତ୍ୟୁ ଘଟଣା: ନିରପେକ୍ଷ ତଦନ୍ତ ପାଇଁ ରାଜଭବନର ଅନୁରୋଧ

ଭୁବନେଶ୍ୱରସ୍ଥିତ ଏକ ଘରୋଇ ଇଞ୍ଜିନିୟରିଂ କଲେଜରେ ଝାଡ଼ଖଣ୍ଡ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ନିରପେକ୍ଷ ତଦନ୍ତ ପାଇଁ ରାଜଭବନ ପକ୍ଷରୁ ଦାବି କରାଯାଇଛି। ତଦନ୍ତ ପାଇଁ ରାଜ୍ୟ ସରକାରଙ୍କୁ ରାଜଭବନ ପକ୍ଷରୁ ଅନୁରୋଧ କରାଯାଇଛି। ତୁରନ୍ତ ତଦନ୍ତ କରି କଡା କାର୍ଯ୍ୟାନୁଷ୍ଠାନ…

ପୂର୍ବତନ ରାଜ୍ୟପାଳଙ୍କୁ ହସ୍ପିଟାଲରେ ଭେଟିଲେ ମୁଖ୍ୟମନ୍ତ୍ରୀ: ଆଶୁ ଆରୋଗ୍ୟ କାମନା କଲେ

ଅସୁସ୍ଥତା ଯୋଗୁଁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ଆନ୍ଧ୍ର ପ୍ରଦେଶ ଓ ଛତିଶଗଡର ପୂର୍ବତନ ରାଜ୍ୟପାଳ ତଥା ବରିଷ୍ଠ ନେତା ବିଶ୍ବଭୂଷଣ ହରିଚନ୍ଦନ। ତେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ତାଙ୍କୁ ହସ୍ପିଟାଲରେ ଭେଟି ଆଶୁ ଆରୋଗ୍ୟ…

ସୁଭଦ୍ରା ଯୋଜନା ନେଇ ବିଜେଡିକୁ ବିଜେପିର କଡ଼ା ଜବାବ

ସୁଭଦ୍ରା ଯୋଜନା ନେଇ ବିଜେଡ଼ିକୁ କଡା ଜବାବ ଦେଇଛନ୍ତି ବିଜେପି ମୁଖପାତ୍ର ବିରଞ୍ଚି ତ୍ରିପାଠୀ। ସୁଭଦ୍ରା ନାଁରେ ବିଜେପିର ଓଡ଼ିଶାର ମହିଳାଙ୍କୁ ଭଣ୍ଡାଇବା ସହ ତାଙ୍କ ଭାବାବେଗ ସହ ଖେଳୁଛି ଓ କିସ୍ତି ଆକାରରେ ଏତେ କମ ଟଙ୍କା ମିଳୁଥିବାରୁ ଏଥିରେ…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନଠାରୁ ଆରମ୍ଭ ହେଲା ସେବାପକ୍ଷ

୨୦୧୪ ସାଧାରଣ ନିର୍ବାଚନ ପରେ ପ୍ରଧାନ ସେବକ ଭାବେ ନେତୃତ୍ୱ ନେଇ ଭାରତବର୍ଷକୁ ବିଶ୍ୱ ଦରବାରରେ ଏକ ସ୍ୱତନ୍ତ୍ର ପରିଚୟ ପ୍ରଦାନ କରିବା ସହ ସମ୍ମାନ ପ୍ରତିଷ୍ଠା କରାଇଥିବା ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଜିଙ୍କ ଆଜି ୭୪ ତମ ଜନ୍ମଦିନ…

ଗତ ୧୦ ବର୍ଷରେ ଓଡ଼ିଶାର ବିକାଶକୁ କେନ୍ଦ୍ର ଅଗ୍ରାଧିକାର ନୁହେଁ, ଅବହେଳା କରିଛନ୍ତି: ବିଜେଡି

ଆଜି ଶଙ୍ଖ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ବିଜୁ ଜନତା ଦଳର ବରିଷ୍ଠ ନେତା ଓ ପୂର୍ବତନ ମନ୍ତ୍ରୀ ଶ୍ରୀଯୁକ୍ତ ସଞ୍ଜୟ ଦାସବର୍ମା ଓ ପୂର୍ବତନ ମନ୍ତ୍ରୀ ଶ୍ରୀମତୀ ସ୍ନେହାଙ୍ଗିନୀ ଛୁରିଆ ଜନତା ମଇଦାନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ…

ମୁଖ୍ୟମନ୍ତ୍ରୀଙ୍କୁ ଆଦର କରନ୍ତି ପ୍ରଧାନମନ୍ତ୍ରୀ

ଚଳିତ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ଶପଥ ଗ୍ରହଣ କରିଥିବା ବେଳେ ଓଡ଼ିଶାରେ ବିଜେପି ପ୍ରଥମ ଥର ପାଇଁ ସରକାର ଗଠନ କରିଛି। ବିଜେପି ଜନଜାତିଙ୍କୁ ପ୍ରାଧାନ୍ୟ ଦେଇ ମୋହନ ଚରଣ ମାଝୀଙ୍କୁ ମୁଖ୍ୟମନ୍ତ୍ରୀ ଭାବେ…

ଏସିଆନ ଚାମ୍ପିୟନ୍ସ ଟ୍ରଫି ଜିତିଲା ଭାରତୀୟ ପୁରୁଷ ହକି ଟିମ

ଏସିଆନ ଚାମ୍ପିୟନ୍ସ ଟ୍ରଫି ଜିତିଲା ଭାରତୀୟ ପୁରୁଷ ହକି ଟିମ। ୫ମ ଥର ପାଇଁ ଏସିଆନ ଚାମ୍ପିୟନ୍ସ ଟ୍ରଫିକୁ ହତେଇଛି ଭାରତ।ଆଜି ଭାରତୀୟ ପୁରୁଷ ହକି ଦଳ ଏବଂ ଚୀନ୍ ମଧ୍ୟରେ ଏସିଆନ୍ ହକି ଚାମ୍ପିଅନ୍ସ ଟ୍ରଫିର ଫାଇନାଲ ମ୍ୟାଚ୍‌ ଖେଳାଯାଇଥିଲା…

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଅରବିନ୍ଦ କେଜ୍ରିୱାଲ

ଆପ୍ ମୁଖ୍ୟ ଅରବିନ୍ଦ କେଜ୍ରିଓ୍ବାଲ ଆଜି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି । ଆଜି ଅପରାହ୍ନରେ ସେ ଉପ ରାଜ୍ୟପାଳ ଭିକେ ସକ୍ସେନାଙ୍କୁ ଭେଟି ନିଜର ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ଉପରାଜ୍ୟପାଳଙ୍କୁ ନିଜର ଇସ୍ତଫାପତ୍ର ଦେବା ସହ ଆପ ନେତ୍ରୀ…