Day: 17 September 2024

ଓଡ଼ିଶା ମେଟାଲିକ୍ସ କମ୍ପାନୀରେ ଅଘଟଣ; ଷ୍ଟ୍ରକ୍‌ଚର ପଡ଼ି ୨ ଶ୍ରମିକ ମୃତ, ୫ ଗୁରୁତର

ଝାରସୁଗୁଡା ସଦର ଥାନା ଅନ୍ତର୍ଗତ ବୁଢୀପଦର ସ୍ଥିତ ଓଡିଶା ମେଟାଲିକ୍ସ ପ୍ରାଇଭେଟ ଲିମିଟେଡ଼ କାରଖାନାରେ ଅଘଟଣ। କାମ କରିବା ବେଳେ ଶ୍ରମିକଙ୍କ ଉପରେ ଖସି ପଡ଼ିଲା ଷ୍ଟ୍ରକ୍‌ଚର। ଫଳରେ ଘଟଣା ସ୍ଥଳରେ ଦୁଇ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ୫ଜଣ ଗୁରୁତର…

ଓଡ଼ିଶାବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଉଦ୍‌ବୋଧନ

ଜନତା ମଇଦାନରୁ ଓଡ଼ିଶାବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦ୍‌ବୋଧନ ଦେଇଛନ୍ତି। ଓଡ଼ିଶାରେ ବିକାଶ ପାଇଁ ସବୁ ଅଛି ବୋଲି ମୋଦି କହିଛନ୍ତି। ଓଡ଼ିଶାରେ କଣ ନାହିଁ ବୋଲି ପଚାରିଲେ ପ୍ରଧାନମନ୍ତ୍ରୀ। ଓଡ଼ିଶାରେ ସବୁ ପ୍ରକାର ସଂପଦ ଭରପୁର ହୋଇରହିଛି। ଗତ ୧୦…

ସୁଭଦ୍ରାର ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ: ମହିଳାଙ୍କ ଆକାଉଣ୍ଟକୁ ଗଲା ସୁଭଦ୍ରା ଟଙ୍କା

ଭୁବନେଶ୍ଵର ଗାଡ଼କଣରେ ଆବାସ ହିତାଧିକାରୀଙ୍କୁ ଗୃହ ପ୍ରବେଶ କରାଇ। ଆବାସ ହିତାଧିକାରୀଙ୍କ ସହ ଆଲୋଚନା କରି ସେଠାରୁ ବାହାରି ଜନତା ମଇଦାନରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ସେଠାରେ ଆଜି ନିଜ ଜନ୍ମଦିନ ଅବସରରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ…

ଗାଡ଼କଣରେ ଖିରି ଖାଇଲେ ମୋଦି; ଆବାସ ହିତାଧିକାରୀଙ୍କୁ ଗୃହ ପ୍ରବେଶ କରାଇଲେ

ଆଜି ୭୪ତମ ଜନ୍ମଦିନରେ ଓଡ଼ିଶାରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଓଡ଼ିଶାରେ ପହଞ୍ଚି ଭୁବନେଶ୍ବର ଗାଡ଼କଣକୁ ଯାଇଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ସେଠାରେ ପହଞ୍ଚି ଗାଡ଼କଣରେ ମୋଦୀଙ୍କ ପାଇଁ ତିଆରି ହୋଇଥିବା କ୍ଷୀରି ଖାଇ ପରେ ଆବାସ ହିତାଧିକାରୀଙ୍କୁ ଗୃହ ପ୍ରବେଶ…

ଭୁବନେଶ୍ୱର ଗାଡ଼କଣରେ ପ୍ରଧାନମନ୍ତ୍ରୀ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ୱତନ୍ତ୍ର ବିମାନ ଯୋଗେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପହଞ୍ଚି ଭବ୍ୟ ସ୍ୱାଗତ କରିଛନ୍ତି। ପରେ ଗାଡ଼କଣ ବସ୍ତି ଅଭିମୁଖେ ବାହାରିଛନ୍ତି। ସେଠାରେ ଲୋକଙ୍କୁ ପିଏମ ଆଅବସ କିସ୍ତି ବାଣ୍ଟିବା ସହ…

ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ହେବେ ଆତିଶି ମର୍ଲେନା

ମଙ୍ଗଳବାର ଅର୍ଥାତ୍ ଆଜି ଆପ୍ ସୁପ୍ରିମୋ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାକୁ ଯାଉଛନ୍ତି । ଆମ ଆଦମୀ ପାର୍ଟି (ଏଏପି)ର ସୁପ୍ରିମୋ ଅରବିନ୍ଦ କେଜ୍‌ରିୱାଲଙ୍କ ପରେ ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ହେବେ ଆତିଶି ମର୍ଲେନା । ଆପ୍ ସୁପ୍ରିମୋ ଅରବିନ୍ଦ…

ଆଫଗାନିସ୍ତାନରେ ପୋଲିଓ ଟୀକାକରଣ ଅଭିଯାନ ଉପରେ ପ୍ରତିବନ୍ଧକ ଲଗାଇଲା ତାଲିବାନ

ସାରା ବିଶ୍ୱରେ ପୋଲିଓ ଭୂତାଣୁ ବ୍ୟାପିଥିବା ୨ଟି ଦେଶ ହେଉଛନ୍ତି ଆଫଗାନିସ୍ତାନ ଓ ପାକିସ୍ତାନ। କିନ୍ତୁ ଆଫଗାନିସ୍ତାନରେ ପିଲାମାନଙ୍କୁ ଦିଆଯିବାକୁଥିବା ପୋଲିଓ ବିରୋଧୀ ଟିକା କାର୍ଯ୍ୟକ୍ରମ ଉପରେ ପ୍ରତିବନ୍ଧକ ଲଗାଇଲା ତାଲିବାନ । ତାଲିବାନ ପକ୍ଷରୁ ପୋଲିଓ ଟିକାକରଣ ଅଭିଯାନକୁ ବାତିଲ…

ଥାନାରେ ସେନା ଅଧିକାରୀ ଓ ବାନ୍ଧବୀଙ୍କୁ ମାଡ଼ ମାରିବା ଘଟଣା: କ୍ରାଇମବ୍ରାଞ୍ଚକୁ ତଦନ୍ତ ନିର୍ଦ୍ଦେଶ

ଭରତପୁର ଥାନାରେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଥାନାରେ ମାଡ଼ ମାରିବା ସହ ଗିରଫ କରିଥିବା ମାମଲାର କ୍ରାଇମବ୍ରାଞ୍ଚଙ୍କୁ ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ପୋଲିସ ଡିଜି । ମାମଲାର ଗମ୍ଭୀରତାକୁ ଦୃଷ୍ଟିରେ ରଖି ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ କରି…

ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଉପଲକ୍ଷେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଚିଠି ଲେଖି ଶୁଭେଚ୍ଛା ଜଣାଇଛନ୍ତି। ଓଡ଼ିଶାବାସୀଙ୍କ ତରଫରୁ ମୁଖ୍ୟମନ୍ତ୍ରୀ ଶୁଭେଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆହୁରି ଲେଖିଛନ୍ତି, ଆପଣଙ୍କ ଦୁରଦୃଷ୍ଟିସମ୍ପନ୍ନ ନେତୃତ୍ୱରେ ଦେଶ ଆଜି ବିକଶିତ…