Day: 18 September 2024

ମେଜରଙ୍କୁ ମାଡ଼ ଘଟଣା; ଅବସରପ୍ରାପ୍ତ ସେନା କର୍ମଚାରୀଙ୍କ ବିକ୍ଷୋଭ

ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀ ଭରତପୁର ଥାନାକୁ ଅଭିଯୋଗ କରାଯାଇଥିବା ବେଳେ ଅଭିଯୋଗ ରଖିବା ପରିବର୍ତ୍ତେ ଓଲଟା ପୋଲିସ ସେମାନଙ୍କୁ ମାଡ଼ ମାରିବା ସହ ନିର୍ଯାତନା ଦେଇଥିଲା। ଏହି ଘଟଣାରେ ଅବସରପ୍ରାପ୍ତ ସେନା ଅଧିକାରୀ ଶାନ୍ତିପୂର୍ଣ୍ଣ ପ୍ରତିବାଦ କରିଛନ୍ତି। ରାଜ୍ୟରେ…

ଆଜି ପୁଣି ଶ୍ରୀମନ୍ଦିର ରତ୍ନଭଣ୍ଡାର ଯାଞ୍ଚ ହେବ

ଆଜି ପୁଣି ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର। ଏଏସଆଇ ପକ୍ଷରୁ ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ ହେବ। ୨ଟି ପ୍ରକ୍ରିୟାରେ ହେବ ରତ୍ନଭଣ୍ଡାର ଯାଞ୍ଚ କରାଯିବ। ଏ ନେଇ ଯାଞ୍ଚ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ଵନାଥ ରଥ ପ୍ରତିକ୍ରିୟା ରଖିଛନ୍ତି। ଆଇସିଏସଆର ଲ୍ୟାବ ଏକ୍ସପର୍ଟ…

ବାଲେଶ୍ବର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାଲେଶ୍ୱର ଗସ୍ତରେ ଯିବେ। ଆକାଶମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କରିବେ। ବନ୍ୟା ସ୍ଥିତି ଦେଖିବା ପରେ ଜିଲ୍ଲାସ୍ତରୀୟ ଅଧିକାରୀଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ପାଛୁଡ଼ିଆରେ ଏକ ପାର୍କ ମଧ୍ୟ ଉଦଘାଟନ କରିବେ।…

ମେଜରଙ୍କୁ ମାଡ଼ ଘଟଣାରେ ୫ ପୋଲିସ ନିଲମ୍ବିତ

ଭରତପୁର ଥାନାରେ ସେନା ଅଧିକାରୀ ଓ ବାନ୍ଧବୀଙ୍କୁ ମାଡ଼ ଘଟଣାରେ ୫ ପୋଲିସ ନିଲମ୍ବିତ ହୋଇଛନ୍ତି। ୫ ପୋଲିସ କର୍ମଚାରୀଙ୍କ ବିରୋଧରେ ଡିଜିପି ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। ଭରତପୁର ଥାନାର ପୂର୍ବତନ ଆଇଆଇସି ଦିନକୃଷ୍ଣ ମିଶ୍ର, ଏସଆଇ ବୈଶାଳିନୀ ପଣ୍ଡା, ଏଏସଆଇ…