Day: 20 September 2024

ମେଜର ଓ ବାନ୍ଧବୀଙ୍କୁ ନିର୍ଯାତନା ଘଟଣା; ନ୍ୟାୟିକ ତଦନ୍ତ ଦାବିକଲେ ପୂର୍ବତନ ମୁଖ୍ୟମନ୍ତ୍ରୀ

ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଏଭଳି ଘଟଣା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି କହିବା ସହ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଓ ନ୍ୟାୟ ଦାବି କରିଛନ୍ତି। ଏଭଳି ଏକ…

ବିଜେଡିକୁ ଫେରିବାକୁ ଚିଠି ଲେଖିଲେ ପୂର୍ବତନ ଆନନ୍ଦପୁର ବିଧାୟକ

ପୁଣି ବିଜେଡିକୁ ଫେରିବାକୁ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି ପୂର୍ବତନ ଆନନ୍ଦପୁର ବିଧାୟକ ଭାଗୀରଥି ସେଠୀ। ସେ କହିଛନ୍ତି, ଗତ ସାଧାରଣ ନିର୍ବାଚନ ସମୟରେ ଶାରୀରିକ ଅସୁସ୍ଥତା ଓ କିଛି ବ୍ୟକ୍ତିଗତ କାରଣ ପାଇଁ ମୁଁ ଇସ୍ତଫା ଦେଇଥିଲି।…

୨୧ରେ ପୁଣି ଖୋଲିବ ରତ୍ନଭଣ୍ଡାର

ଆସନ୍ତା ୨୧ରେ ପୁଣି ରତ୍ନଭଣ୍ଡାର ଖୋଲାଯାଇ ୩ ଦିନ ପର୍ଯ୍ୟନ୍ତ ବୈଷୟିକ ସର୍ଭେ ହେବ। ଏଏସଆଇ ପକ୍ଷରୁ ରତ୍ନଭଣ୍ଡାରର ବୈଷୟିକ ସର୍ଭେ କରାଯିବା ନେଇ ଜଣାପଡିଛି। ଦିନ ୨ଟାରୁ ସନ୍ଧ୍ୟା ୬ଟା ଯାଏ ସର୍ଭେ କରାଯିବ। ରତ୍ନଭଣ୍ଡାର ନିରୀକ୍ଷଣ ସମୟରେ ସର୍ବସାଧାରଣ…

ଭରତପୁର କାଣ୍ଡ: ୫ ପୋଲିସ କର୍ମଚାରୀଙ୍କ ନାଁରେ ଅପରାଧିକ ମାମଲା ରୁଜୁ

ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ଅପରାଧିକ ମାମଲା ରୁଜୁ ହୋଇଛି। ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ର ଓ ଅନ୍ୟ ୪ ପୋଲିସ କର୍ମଚାରୀଙ୍କ ନାଁରେ ମାମଲା ରୁଜୁ ହୋଇଛି। ମେଜରଙ୍କ ଏତଲା ଆଧାରରେ କ୍ରାଇମବ୍ରାଞ୍ଚ ଅପରାଧିକ…

ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ନିର୍ମାଣ ଯନ୍ତ୍ରୀ

ଭିଜିଲାନ୍ସ ଜାଲରେ ବାଲେଶ୍ବର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ନିର୍ମାଣ ଯନ୍ତ୍ରୀ ଏନ୍‌ଭି ହରିହର ରାଓ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ କରିଛି। ୧୧ଟି ସ୍ଥାନରେ ଭିଜିଲାନ୍ସ ଚଢ଼ଉ କରିଛି। ଅଫିସ ସମେତ ସରକାରୀ ବାସଭବନ ଓ…