Day: 20 September 2024

ସ୍ଥାୟୀ ନିଯୁକ୍ତି ଦାବିରେ ଆମରଣ ଅନଶନରେ ଶତାଧିକ ଆଇଟିଆଇ ଅସ୍ଥାୟୀ ଶିକ୍ଷକ

ସ୍ଥାୟୀ ନିଯୁକ୍ତି ଦାବିରେ ରାସ୍ତାକୁ ଓହ୍ଲାଇଛନ୍ତି ଓଡ଼ିଶାର ବିଭିନ୍ନ ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନରେ କାର୍ଯ୍ୟରତ ଥିବା ୫ ଶହରୁ ଅଧିକ ଅସ୍ଥାୟୀ ଶିକ୍ଷକ। ବୈଷୟିକ ଶିକ୍ଷା ଓ ପ୍ରଶିକ୍ଷଣ ନିର୍ଦ୍ଦେଶକ କାର୍ଯ୍ୟାଳୟ ଆଗରେ ସ୍ଥାୟୀ ନିଯୁକ୍ତି, ଦରମା ଓ ଅନ୍ୟାନ୍ୟ…

ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲା: ଯାଞ୍ଚ ପାଇଁ ଥାନାରେ ମହିଳା କମିଶନ ଅଧ୍ୟକ୍ଷା

ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ଭରତପୁର ଥାନାରେ ପହଞ୍ଚିଲେ ମହିଳା କମିଶନ ଅଧ୍ୟକ୍ଷା ମିନତୀ ବେହେରା । ନିଜ ଆଡୁ ମାମଲା ରୁଜୁ କରି ଥାନାରେ ପହଞ୍ଚିଛନ୍ତି ମହିଳା କମିଶନ ଅଧ୍ୟକ୍ଷା। ସେ ଦିନ ଥାନାରେ ହୋଇଥିବା ଘଟଣାକୁ…

ତିନି ଦିନଆ କେନ୍ଦୁଝର ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜିଠୁ ତିନି ଦିନିଆ କେନ୍ଦୁଝର ଜିଲ୍ଲା ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବା ସହ ନିଜ ଗାଁ ଯାଇଛନ୍ତି ମୁଖ୍ୟମନ୍ତ୍ରୀ । ଆଜି ମୁଖ୍ୟମନ୍ତ୍ରୀ ଭୁବନେଶ୍ଵରରୁ ସ୍ଵତନ୍ତ୍ର ବିମାନ ଯୋଗେ ବାହାରି ଦିନ ୧୧…

ନବୀନଙ୍କ ନ୍ୟାୟିକ ତଦନ୍ତ ଦାବିକୁ ରାଜସ୍ବ ମନ୍ତ୍ରୀଙ୍କ କଟାକ୍ଷ

ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କ ନିର୍ଯାତନା ଘଟଣାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ନାୟକ ତଦନ୍ତ ଦାବି କରିଛନ୍ତି। ତେବେ ଶ୍ରୀ ପଟ୍ଟନାୟକଙ୍କ ଏହି ଦାବିକୁ ନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା…

ମେଜର ଓ ବାନ୍ଧବୀଙ୍କୁ ନିର୍ଯାତନା ଘଟଣା; ନ୍ୟାୟିକ ତଦନ୍ତ ଦାବିକଲେ ପୂର୍ବତନ ମୁଖ୍ୟମନ୍ତ୍ରୀ

ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଏଭଳି ଘଟଣା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି କହିବା ସହ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଓ ନ୍ୟାୟ ଦାବି କରିଛନ୍ତି। ଏଭଳି ଏକ…

ବିଜେଡିକୁ ଫେରିବାକୁ ଚିଠି ଲେଖିଲେ ପୂର୍ବତନ ଆନନ୍ଦପୁର ବିଧାୟକ

ପୁଣି ବିଜେଡିକୁ ଫେରିବାକୁ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି ପୂର୍ବତନ ଆନନ୍ଦପୁର ବିଧାୟକ ଭାଗୀରଥି ସେଠୀ। ସେ କହିଛନ୍ତି, ଗତ ସାଧାରଣ ନିର୍ବାଚନ ସମୟରେ ଶାରୀରିକ ଅସୁସ୍ଥତା ଓ କିଛି ବ୍ୟକ୍ତିଗତ କାରଣ ପାଇଁ ମୁଁ ଇସ୍ତଫା ଦେଇଥିଲି।…

୨୧ରେ ପୁଣି ଖୋଲିବ ରତ୍ନଭଣ୍ଡାର

ଆସନ୍ତା ୨୧ରେ ପୁଣି ରତ୍ନଭଣ୍ଡାର ଖୋଲାଯାଇ ୩ ଦିନ ପର୍ଯ୍ୟନ୍ତ ବୈଷୟିକ ସର୍ଭେ ହେବ। ଏଏସଆଇ ପକ୍ଷରୁ ରତ୍ନଭଣ୍ଡାରର ବୈଷୟିକ ସର୍ଭେ କରାଯିବା ନେଇ ଜଣାପଡିଛି। ଦିନ ୨ଟାରୁ ସନ୍ଧ୍ୟା ୬ଟା ଯାଏ ସର୍ଭେ କରାଯିବ। ରତ୍ନଭଣ୍ଡାର ନିରୀକ୍ଷଣ ସମୟରେ ସର୍ବସାଧାରଣ…

ଭରତପୁର କାଣ୍ଡ: ୫ ପୋଲିସ କର୍ମଚାରୀଙ୍କ ନାଁରେ ଅପରାଧିକ ମାମଲା ରୁଜୁ

ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ଅପରାଧିକ ମାମଲା ରୁଜୁ ହୋଇଛି। ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ର ଓ ଅନ୍ୟ ୪ ପୋଲିସ କର୍ମଚାରୀଙ୍କ ନାଁରେ ମାମଲା ରୁଜୁ ହୋଇଛି। ମେଜରଙ୍କ ଏତଲା ଆଧାରରେ କ୍ରାଇମବ୍ରାଞ୍ଚ ଅପରାଧିକ…

ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ନିର୍ମାଣ ଯନ୍ତ୍ରୀ

ଭିଜିଲାନ୍ସ ଜାଲରେ ବାଲେଶ୍ବର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ନିର୍ମାଣ ଯନ୍ତ୍ରୀ ଏନ୍‌ଭି ହରିହର ରାଓ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ କରିଛି। ୧୧ଟି ସ୍ଥାନରେ ଭିଜିଲାନ୍ସ ଚଢ଼ଉ କରିଛି। ଅଫିସ ସମେତ ସରକାରୀ ବାସଭବନ ଓ…