Day: 23 September 2024

ରାଜ୍ୟରେ ଲଘୁଚାପ ବର୍ଷା; ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆଜି ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର । ଫଳରେ ରାଜ୍ୟରେ ବଢିବ ବର୍ଷାର ପରିମାଣ । ଲଘୁଚାପ ପ୍ରଭାବରେ ଆସନ୍ତା ୫ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେଥିପାଇଁ ଆଜି ପାଇଁ ୧୨…

ଭରତପୁର କାଣ୍ଡ: ଜନସ୍ୱାର୍ଥ ମାମଲାରେ ଆସିଲା ହାଇକୋର୍ଟଙ୍କ ରାୟ

ସେନା ମେଜର-ପୋଲିସ ବିବାଦରେ ହାଇକୋର୍ଟରେ ଦାଏର ହୋଇଥିବା ଜନସ୍ୱାର୍ଥ ମାମଲାର ଶୁଣାଣି ପରେ ରାୟ ପ୍ରକାଶ ପାଇଛି। ମେଜର ଓ ପୀଡ଼ିତାଙ୍କ ନାଁ ଗଣମାଧ୍ୟମରେ ପ୍ରକାଶ କରିବାକୁ ମନା କରିଛନ୍ତି ଉଚ୍ଚ ନ୍ୟାୟାଳୟ। ରାଜ୍ୟର ସବୁ ଥାନାରେ ସିସିଟିଭି ଲଗାଇ ସମସ୍ତ…

ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ମେଜର ଓ ତାଙ୍କ ବାନ୍ଧବୀ

ଭରତପୁରରେ ମେଜର-ପୋଲିସ ବିବାଦ ମାମଲାରେ ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି ସେନା ମେଜର ଗୁରୁବଂଶ ସିଂ, ତାଙ୍କ ବାନ୍ଧବୀ ଅଙ୍କିତା ଓ ଅନ୍ୟ ପୂର୍ବତନ ଅଧିକାରୀ। ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ସହ ତାଙ୍କ ସହ ଆଲୋଚନା କରିଛନ୍ତି।…

ବିଜେଡିର ବନ୍ଦ ଡାକରା ପ୍ରତ୍ୟାହୃତ

ଭରତପୁର ଥାନା ବିବାଦକୁ ନେଇ ବିଜେଡି ପକ୍ଷରୁ ମଙ୍ଗଳବାର ଭୁବନେଶ୍ବରରେ ୫ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଥିଲା। ଏବେ ହରତାଳ ପ୍ରତ୍ୟାହାର ନେଇ ସାମ୍ବାଦିକ ସମ୍ମିଳନୀ କରି ବିଜେଡି ସୂଚନା ଦେଇଛି। ନିରପେକ୍ଷ ତଦନ୍ତ ପାଇଁ ସରକାର ରାଜି ହୋଇଥିବାରୁ ହରତାଳ…

ଭରତପୁର କାଣ୍ଡ; ଆଜି ହାଇକୋର୍ଟରେ ଜନସ୍ୱାର୍ଥ ମାମଲାର ଶୁଣାଣି

ଭରତପୁର ଥାନାରେ ସେନା ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣାରେ ହାଇକୋର୍ଟରେ ଦାଏର ହୋଇଥିବା ଜନସ୍ୱାର୍ଥ ମାମଲାର ଆଜି ଶୁଣାଣି ହେବ। ଲେଫ୍ଟନାଣ୍ଟ ଜେନେରାଲଙ୍କ ଚିଠି ଆଧାରରେ ମାମଲା ହୋଇଛି। ସେନାବାହିନୀ ମଧ୍ୟଭାରତ ଏରିଆ ମୁଖ୍ୟାଳୟ ଲେଫ୍ଟନାଣ୍ଟ ଚିଠି କରିଥିଲେ।…

୨ ନାବାଳିକା ଭଉଣୀଙ୍କୁ ଦୁଷ୍କର୍ମ; ୩ ଅଟକ

ସୁନ୍ଦରଗଡ଼ ଜିଲ୍ଲା ରାଉରକେଲାରେ ପୁଣି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଦୁଇ ଭଉଣୀ ମିଶି ଚପଲ କିଣିବାକୁ ମାର୍କେଟ ଯାଇଥିବା ବେଳେ ରାଉରକେଲା ପ୍ଲାଣ୍ଟ ସାଇଟ୍‌ ଥାନା ଅଞ୍ଚଳର ଏକ ନିଛାଟିଆ ରାସ୍ତାରେ ୭ ଜଣ ଦୁବୃତ୍ତ ଦୁଷ୍କର୍ମ କରିଥିବା…

ଭରତପୁର ଥାନା ବିବାଦ; ବିଚାର ବିଭାଗୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଗସ୍ତରୁ ଫେରିବା ପରେ ଭରତପୁର ଥାନା ବିବାଦ ନେଇ ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା କରି ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ବିଚାରପତି ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ…