Day: 24 September 2024

ଓଡ଼ିଶାରୁ ଚାଲିଯିବ ଜେଏସଡବ୍ଲୁ ପ୍ଲାଣ୍ଟ !

ଓଡ଼ିଶାରୁ ଚାଲିଯାଇପାରେ ରାଷ୍ଟ୍ରୀୟ କମ୍ପାନୀ ଜେଏସଡବ୍ଲୁ । ଓଡ଼ିଶାର ପ୍ରସ୍ତାବିତ ପ୍ଲାଣ୍ଟକୁ ଜେଏସଡବ୍ଲୁ ମହାରାଷ୍ଟ୍ରକୁ ନେଇଯିବା ଚର୍ଚ୍ଚା ହେଉଥିବାର ସୂଚନା ମିଳିଛି। ଓଡିଶାରେ ଜେଏସଡବ୍ଲୁ ୪୦ ହଜାର କୋଟି ଟଙ୍କାର ଏକ ଇଲେଟ୍ରିକ ଭେଇକଲ ଏବଂ ବ୍ୟାଟେରୀ କାରଖାନା ପ୍ରତିଷ୍ଠା କରିଥାଆନ୍ତା।…

ତାମିଲନାଡୁରେ ନର୍ସିଙ୍ଗ ଛାତ୍ରୀଙ୍କୁ ଅପହରଣ ପରେ ଦୁଷ୍କର୍ମ

ତାମିଲନାଡୁର ଡିଣ୍ଡିଗୁଲ ଜିଲ୍ଲା ଅନ୍ତର୍ଗତ ଥେନିର ଜଣେ ନର୍ସିଂ ଛାତ୍ରୀଙ୍କୁ ଜଣେ ଦୁବୃତ୍ତ ଅପହରଣ କରିବା ପରେ ଦୁଷ୍କର୍ମ କରିଥିବା ନେଇ ଅଭିଯୋଗ ହୋଇଛି। ପରେ ଅଭିଯୁକ୍ତ ଜଣଙ୍କ ତାଙ୍କୁ ଡିଣ୍ଡିଗୁଲ ରେଳ ଷ୍ଟେସନ ନିକଟରେ ଛାଡି ଦେଇଥିଲେ। ସେଠାରେ ସେ…

ଭରତପୁର ଥାନାରେ ଲାଗିଲା ସିସିଟିଭି

ମେଜର-ପୋଲିସ ବିବାଦ ପରେ ଭରତପୁର ଥାନା ଚର୍ଚ୍ଚାରେ ରହିଛି। ତେବେ ଭରତପୁର ଥାନାରେ ସିସିଟିଭି କ୍ୟାମେରା ଲାଗିବ ନେଇ ନିର୍ଦ୍ଦେଶ ଦିଆଯାଇଥିଲା। ସେହିଁ କ୍ରମରେ ଥାନାରେ ୨୫ଟି ସିସିଟିଭି ଲାଗିବାର ବ୍ୟବସ୍ଥା ଥିଲା ବେଳେ ୧୬ଟି ଲାଗିଛି । ପୋଲିସ କର୍ମଚାରୀ…

ସଫେଇ କର୍ମଚାରୀଙ୍କ ଆନ୍ଦୋଳନ; କ୍ୟାପିଟାଲ ହସ୍ପିଟାଲରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ

ଦଶହରା ବୋନସ ଓ ମାସକର ଦରମା ପ୍ରଦାନ ଦାବିରେ ଗତକାଲିଠୁ କ୍ୟାପିଟାଲ ହସ୍ପିଟାଲର ସଫେଇ କର୍ମଚାରୀ ଧାରଣାରେ ବସିଛନ୍ତି। ଫଳରେ କ୍ୟାପିଟାଲ ହସ୍ପିଟାଲ ପରିସରରେ କୁଢ଼ କୁଢ଼ ଆବର୍ଜନା ଗଦା ହେବା ସହ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। ଦୁର୍ଗନ୍ଧରେ ନାକ…

ଲେବାନନ ଉପରେ ଇସ୍ରାଏଲ୍‌ର ଭୟଙ୍କର ଆକ୍ରମଣ; ୪୯୨ ମୃତ

ଲେବାନନର ହିଜବୁଲ୍ଲାକୁ ଟାର୍ଗେଟ କରି ଇସ୍ରାଏଲର ବ୍ୟାପକ ବିମାନ ଆକ୍ରମଣରେ ୪୯୨ ଜଣଙ୍କ ମୃତ୍ୟୁ ଘଟିଥିବା ଦେଶର ସ୍ୱାସ୍ଥ୍ୟ ମନ୍ତ୍ରାଳୟ କହିଛି। ମୃତକଙ୍କ ମଧ୍ୟରେ ୩୫ ଶିଶୁ, ୫୮ ମହିଳା ଅଛନ୍ତି। ଅନ୍ୟ ୧୬୪୫ ଜଣ ଆହତ ହୋଇଥିବା ଜଣାପଡିଛି। ଲେବାନନରେ…

ଉଚ୍ଚ ଶିକ୍ଷାନୁଷ୍ଠାନରେ ଆଇସିସି ଗଠନ ନିର୍ଦ୍ଦେଶ

ବାଣୀବିହାରରେ ଛାତ୍ରୀଙ୍କୁ ନିର୍ଯାତନା ପରେ ଉଚ୍ଚଶିକ୍ଷା ବିଭାଗର ଚେତା ପଶିଛି। ସବୁ ଉଚ୍ଚଶିକ୍ଷା ଅନୁଷ୍ଠାନରେ ରହିବ ଆଭ୍ୟନ୍ତରୀଣ ଅଭିଯୋଗ କମିଟି (ICC)। ସବୁ ସରକାରୀ ଓ ବେସରକାରୀ ବିଶ୍ୱବିଦ୍ୟାଳୟ ଓ ଡିଗ୍ରୀ କଲେଜକୁ ଏ ନେଇ ନିର୍ଦ୍ଦେଶ ଦିଆଯାଇଛି। ଆଭ୍ୟନ୍ତରୀଣ ଅଭିଯୋଗ…