Month: September 2024

ଚମ୍ପୁଆ ବିଧାନସଭା ମଣ୍ଡଳୀ ନିର୍ବାଚନୀ ମାମଲା ଖାରଜ

ଚମ୍ପୁଆ ବିଧାନସଭା ନିର୍ବାଚନ ମଣ୍ଡଳୀ ନିର୍ବାଚନୀ ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ଚଳିତ ସାଧାରଣ ନିର୍ବାଚନ ସମୟରେ ବିଜୟୀ ପ୍ରାର୍ଥୀ ସନାତନ ମହାକୁଡ଼ଙ୍କ ନାଁରେ ତ୍ରୁଟିପୂର୍ଣ୍ଣ ସତ୍ୟପାଠ ଦାଖଲ କରିଥିବା ନେଇ ଅଭିଯୋଗ ଆସିଥିଲା। ପରାଜିତ ପ୍ରାର୍ଥୀ ଗୁରୁବାଗ ୱାଲିଆ ଏହି…

ମେଜରଙ୍କୁ ମାଡ଼ ଘଟଣା; ଅବସରପ୍ରାପ୍ତ ସେନା କର୍ମଚାରୀଙ୍କ ବିକ୍ଷୋଭ

ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀ ଭରତପୁର ଥାନାକୁ ଅଭିଯୋଗ କରାଯାଇଥିବା ବେଳେ ଅଭିଯୋଗ ରଖିବା ପରିବର୍ତ୍ତେ ଓଲଟା ପୋଲିସ ସେମାନଙ୍କୁ ମାଡ଼ ମାରିବା ସହ ନିର୍ଯାତନା ଦେଇଥିଲା। ଏହି ଘଟଣାରେ ଅବସରପ୍ରାପ୍ତ ସେନା ଅଧିକାରୀ ଶାନ୍ତିପୂର୍ଣ୍ଣ ପ୍ରତିବାଦ କରିଛନ୍ତି। ରାଜ୍ୟରେ…

ଆଜି ପୁଣି ଶ୍ରୀମନ୍ଦିର ରତ୍ନଭଣ୍ଡାର ଯାଞ୍ଚ ହେବ

ଆଜି ପୁଣି ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର। ଏଏସଆଇ ପକ୍ଷରୁ ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ ହେବ। ୨ଟି ପ୍ରକ୍ରିୟାରେ ହେବ ରତ୍ନଭଣ୍ଡାର ଯାଞ୍ଚ କରାଯିବ। ଏ ନେଇ ଯାଞ୍ଚ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ଵନାଥ ରଥ ପ୍ରତିକ୍ରିୟା ରଖିଛନ୍ତି। ଆଇସିଏସଆର ଲ୍ୟାବ ଏକ୍ସପର୍ଟ…

ବାଲେଶ୍ବର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାଲେଶ୍ୱର ଗସ୍ତରେ ଯିବେ। ଆକାଶମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କରିବେ। ବନ୍ୟା ସ୍ଥିତି ଦେଖିବା ପରେ ଜିଲ୍ଲାସ୍ତରୀୟ ଅଧିକାରୀଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ପାଛୁଡ଼ିଆରେ ଏକ ପାର୍କ ମଧ୍ୟ ଉଦଘାଟନ କରିବେ।…

ମେଜରଙ୍କୁ ମାଡ଼ ଘଟଣାରେ ୫ ପୋଲିସ ନିଲମ୍ବିତ

ଭରତପୁର ଥାନାରେ ସେନା ଅଧିକାରୀ ଓ ବାନ୍ଧବୀଙ୍କୁ ମାଡ଼ ଘଟଣାରେ ୫ ପୋଲିସ ନିଲମ୍ବିତ ହୋଇଛନ୍ତି। ୫ ପୋଲିସ କର୍ମଚାରୀଙ୍କ ବିରୋଧରେ ଡିଜିପି ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। ଭରତପୁର ଥାନାର ପୂର୍ବତନ ଆଇଆଇସି ଦିନକୃଷ୍ଣ ମିଶ୍ର, ଏସଆଇ ବୈଶାଳିନୀ ପଣ୍ଡା, ଏଏସଆଇ…

ବିଶ୍ୱଭୂଷଣ ହରିଚନ୍ଦନଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ନବୀନ ବାବୁ

ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଆନ୍ଧ୍ର ପ୍ରଦେଶ ଓ ଛତିଶଗଡର ପୂର୍ବତନ ରାଜ୍ୟପାଳ ତଥା ବରିଷ୍ଠ ନେତା ବିଶ୍ବଭୂଷଣ ହରିଚନ୍ଦନଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି। ଶ୍ରୀ ହରିଚନ୍ଦନଙ୍କ ପୁଅ ତଥା ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନଙ୍କୁ…

ନାଲକୋର ପରବର୍ତ୍ତୀ ସିଏମଡି ହେବେ ବ୍ରିଜେନ୍ଦ୍ର ପ୍ରତାପ ସିଂହ

ପବ୍ଲିକ ଏଣ୍ଟରପ୍ରାଇଜ୍ ସିଲେକ୍ସନ ବୋର୍ଡ (ପିଇଏସବି) ମଙ୍ଗଳବାର ବ୍ରିଜେନ୍ଦ୍ର ପ୍ରତାପ ସିଂହଙ୍କୁ ନ୍ୟାସନାଲ ଆଲୁମିନିୟମ କମ୍ପାନି ଲିମିଟେଡ୍ (ନାଲକୋ)ର ଅଧ୍ୟକ୍ଷ ଓ ପରିଚାଳନା ନିର୍ଦ୍ଦେଶକ (ସିଏମଡି) ପଦ ପାଇଁ ମନୋନୀତ କରିଛି। ଏହି ପଦବୀ ପାଇଁ ସମୁଦାୟ ୬ ଜଣଙ୍କ ଇଣ୍ଟରଭିୟୁ…

ଇଞ୍ଜିନିୟରିଂ କଲେଜରେ ଛାତ୍ର ମୃତ୍ୟୁ ଘଟଣା: ନିରପେକ୍ଷ ତଦନ୍ତ ପାଇଁ ରାଜଭବନର ଅନୁରୋଧ

ଭୁବନେଶ୍ୱରସ୍ଥିତ ଏକ ଘରୋଇ ଇଞ୍ଜିନିୟରିଂ କଲେଜରେ ଝାଡ଼ଖଣ୍ଡ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ନିରପେକ୍ଷ ତଦନ୍ତ ପାଇଁ ରାଜଭବନ ପକ୍ଷରୁ ଦାବି କରାଯାଇଛି। ତଦନ୍ତ ପାଇଁ ରାଜ୍ୟ ସରକାରଙ୍କୁ ରାଜଭବନ ପକ୍ଷରୁ ଅନୁରୋଧ କରାଯାଇଛି। ତୁରନ୍ତ ତଦନ୍ତ କରି କଡା କାର୍ଯ୍ୟାନୁଷ୍ଠାନ…

ପୂର୍ବତନ ରାଜ୍ୟପାଳଙ୍କୁ ହସ୍ପିଟାଲରେ ଭେଟିଲେ ମୁଖ୍ୟମନ୍ତ୍ରୀ: ଆଶୁ ଆରୋଗ୍ୟ କାମନା କଲେ

ଅସୁସ୍ଥତା ଯୋଗୁଁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ଆନ୍ଧ୍ର ପ୍ରଦେଶ ଓ ଛତିଶଗଡର ପୂର୍ବତନ ରାଜ୍ୟପାଳ ତଥା ବରିଷ୍ଠ ନେତା ବିଶ୍ବଭୂଷଣ ହରିଚନ୍ଦନ। ତେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ତାଙ୍କୁ ହସ୍ପିଟାଲରେ ଭେଟି ଆଶୁ ଆରୋଗ୍ୟ…

ସୁଭଦ୍ରା ଯୋଜନା ନେଇ ବିଜେଡିକୁ ବିଜେପିର କଡ଼ା ଜବାବ

ସୁଭଦ୍ରା ଯୋଜନା ନେଇ ବିଜେଡ଼ିକୁ କଡା ଜବାବ ଦେଇଛନ୍ତି ବିଜେପି ମୁଖପାତ୍ର ବିରଞ୍ଚି ତ୍ରିପାଠୀ। ସୁଭଦ୍ରା ନାଁରେ ବିଜେପିର ଓଡ଼ିଶାର ମହିଳାଙ୍କୁ ଭଣ୍ଡାଇବା ସହ ତାଙ୍କ ଭାବାବେଗ ସହ ଖେଳୁଛି ଓ କିସ୍ତି ଆକାରରେ ଏତେ କମ ଟଙ୍କା ମିଳୁଥିବାରୁ ଏଥିରେ…