Month: September 2024

ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ହେବେ ଆତିଶି ମର୍ଲେନା

ମଙ୍ଗଳବାର ଅର୍ଥାତ୍ ଆଜି ଆପ୍ ସୁପ୍ରିମୋ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାକୁ ଯାଉଛନ୍ତି । ଆମ ଆଦମୀ ପାର୍ଟି (ଏଏପି)ର ସୁପ୍ରିମୋ ଅରବିନ୍ଦ କେଜ୍‌ରିୱାଲଙ୍କ ପରେ ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ହେବେ ଆତିଶି ମର୍ଲେନା । ଆପ୍ ସୁପ୍ରିମୋ ଅରବିନ୍ଦ…

ଆଫଗାନିସ୍ତାନରେ ପୋଲିଓ ଟୀକାକରଣ ଅଭିଯାନ ଉପରେ ପ୍ରତିବନ୍ଧକ ଲଗାଇଲା ତାଲିବାନ

ସାରା ବିଶ୍ୱରେ ପୋଲିଓ ଭୂତାଣୁ ବ୍ୟାପିଥିବା ୨ଟି ଦେଶ ହେଉଛନ୍ତି ଆଫଗାନିସ୍ତାନ ଓ ପାକିସ୍ତାନ। କିନ୍ତୁ ଆଫଗାନିସ୍ତାନରେ ପିଲାମାନଙ୍କୁ ଦିଆଯିବାକୁଥିବା ପୋଲିଓ ବିରୋଧୀ ଟିକା କାର୍ଯ୍ୟକ୍ରମ ଉପରେ ପ୍ରତିବନ୍ଧକ ଲଗାଇଲା ତାଲିବାନ । ତାଲିବାନ ପକ୍ଷରୁ ପୋଲିଓ ଟିକାକରଣ ଅଭିଯାନକୁ ବାତିଲ…

ଥାନାରେ ସେନା ଅଧିକାରୀ ଓ ବାନ୍ଧବୀଙ୍କୁ ମାଡ଼ ମାରିବା ଘଟଣା: କ୍ରାଇମବ୍ରାଞ୍ଚକୁ ତଦନ୍ତ ନିର୍ଦ୍ଦେଶ

ଭରତପୁର ଥାନାରେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଥାନାରେ ମାଡ଼ ମାରିବା ସହ ଗିରଫ କରିଥିବା ମାମଲାର କ୍ରାଇମବ୍ରାଞ୍ଚଙ୍କୁ ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ପୋଲିସ ଡିଜି । ମାମଲାର ଗମ୍ଭୀରତାକୁ ଦୃଷ୍ଟିରେ ରଖି ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ କରି…

ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଉପଲକ୍ଷେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଚିଠି ଲେଖି ଶୁଭେଚ୍ଛା ଜଣାଇଛନ୍ତି। ଓଡ଼ିଶାବାସୀଙ୍କ ତରଫରୁ ମୁଖ୍ୟମନ୍ତ୍ରୀ ଶୁଭେଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆହୁରି ଲେଖିଛନ୍ତି, ଆପଣଙ୍କ ଦୁରଦୃଷ୍ଟିସମ୍ପନ୍ନ ନେତୃତ୍ୱରେ ଦେଶ ଆଜି ବିକଶିତ…

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ନେଇ ସକାଳ ୭.୩୦ରୁ ଟ୍ରାଫିକ କଟକଣା ଲାଗିବ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଭୁବନେଶ୍ବର ଗସ୍ତରେ ଆସୁଥିବା ବେଳେ ଟ୍ରାଫିକ ବ୍ୟବସ୍ଥା କଡାକଡି କରାଯାଇଛି। ଆସନ୍ତାକାଲି ସକାଳ ୭ଟା ୩୦ରୁ ଅପରାହ୍ନ ୩ଟା ଯାଏଁ କଟକଣା ଜାରି ରହିବ। ଏ ନେଇ କମିଶନରେଟ୍ ପୋଲିସ ପକ୍ଷରୁ ଟ୍ରାଫିକ ନିର୍ଦ୍ଦେଶନାମା ଜାରି…

ସୁଭଦ୍ରା ଯୋଜନାରେ ୧ ଟଙ୍କା ଯାଇନଥିଲେ ଆବେଦନ ବିଚାରାଧୀନ

ସୁଭଦ୍ରା ଯୋଜନା ନେଇ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜନ୍ମଦିନରେ ଓଡିଶା ଆସିବାକୁ ଥିବା ବେଳେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ। ସୁଭଦ୍ରା ଯୋଜନାରେ ପ୍ରାରମ୍ଭିକ ପର୍ଯ୍ୟାୟରେ ପ୍ରଥମ କିସ୍ତି ଦିଆଯିବ।…

ଓଡ଼ିଶାର ଇତିହାସକୁ ବିକୃତ କରିବାକୁ ଉଦ୍ୟମ କରୁଛି ବିଜେପି: ବିଜେଡି

ରେଭେନ୍ସାର ନାଁ ପରିବର୍ତ୍ତନ ପ୍ରସଙ୍ଗ ନେଇ ଆଜି ଶଙ୍ଖ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ବିଜେପି ଉପରେ ବର୍ଷିଛନ୍ତି ବିଜେଡି ମୁଖପାତ୍ର ଡଃ ଲେନିନ୍ ମହାନ୍ତି । ଇତିହାସକୁ ବିକୃତ କରିବା ପାଇଁ ବିଜେପି ସରକାର ଉଦ୍ୟମ ଜାରି ରଖିଛନ୍ତି।…

ସୁଭଦ୍ରା ଯୋଜନା ନାଁରେ ଓଡ଼ିଶାର ମହିଳାଙ୍କୁ ପ୍ରବଞ୍ଚନା କରିଛି ବିଜେପି: ବିଜେଡି

ସୁଭଦ୍ରା ଯୋଜନାକୁ ନେଇ ଆଜି ଶଙ୍ଖ ଭବନରେ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ବିଜେପିକୁ ସମାଲୋଚନା କରିଛନ୍ତି ବିଜେଡି ନେତ୍ରୀ ଲୋପାମୁଦ୍ରା ବକ୍ସିପାତ୍ର। ସୁଭଦ୍ରା ଯୋଜନାରେ ଓଡ଼ିଶାର ମହିଳାଙ୍କୁ ପ୍ରବଞ୍ଚନା କରାଯାଇଛି ଓ ଠକାମିର ଶିକାର ହୋଇଥିବା ଓଡ଼ିଶାର ମହିଳାଙ୍କ ଆଖିରେ…

ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ପାଇଁ କେନ୍ଦ୍ରକୁ ଚିଠି ଲେଖିବାକୁ ବିଜେଡିର ଆହ୍ୱାନ

ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ପାଇଁ ପ୍ରସ୍ତାବ ରଖାଯାଇଥିଲା। ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ପାଇଁ ଏହା ସମ୍ଭବ ହେବ କି ନାହିଁ ବିଜେଡି ପ୍ରଶ୍ନ ଉଠାଇଛି ବୋଲି ସସ୍ମିତ ପାତ୍ର ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି। ହାଇକୋର୍ଟ…

ସୁଭଦ୍ରା ଯୋଜନାକୁ ନେଇ ବିଜେପିକୁ ଟାର୍ଗେଟ କଲା କଂଗ୍ରେସ 

ଆଜି ବିଜେପିକୁ ଟାର୍ଗେଟ କରି କଂଗ୍ରେସ ନେତା ବିଶ୍ଵ ରଂଜନ ମହାନ୍ତିଙ୍କ ସାମ୍ବାଦିକ ସମ୍ମିଳନୀ କରିଛନ୍ତି । ସାମ୍ବାଦିକ ସମ୍ମିଳନୀରେ ସୁଭଦ୍ରା ପ୍ରସଙ୍ଗରେ ବିଜେପିକୁ ୩ଟି ପ୍ରଶ୍ନ କରିଛି କଂଗ୍ରେସ। ସେ କହିଛନ୍ତି ସୁଭଦ୍ରା ଯୋଜନାର କେତେ ମହିଳା ସାମିଲ ହେବେ…