ତାଜା ଖବର ରାଜନୀତି ରାଜ୍ୟ ନିଜ ଦୋଷ ଲୁଚାଇବାକୁ ବିଜେଡି ହୀନ ରାଜନୀତି କରୁଛି; ବଳଭଦ୍ର ମାଝି September 10, 2024 Nirvay ସରକାରରୁ ଚାଲିଗଲା ପରେ ଏବେ ବିଜେଡିର ନିଦ ଭାଙ୍ଗିଛି । ଗତ ୨୪ ବର୍ଷ ଧରି ପୋଲାଭରମ ପ୍ରକଳ୍ପ ପାଇଁ କୌଣସି ପଦକ୍ଷେପ ନନେଇ କୁମ୍ଭକର୍ଣ୍ଣ ନିଦ୍ରାରେ ବିଜେଡି ସରକାର ଶୋଇଥିଲା । ଏବେ ଚର୍ଚ୍ଚାରେ ରହିବା ପାଇଁ ଅଯଥାରେ ରାଜନୀତି…
ତାଜା ଖବର ରାଜ୍ୟ ହିଟ୍ ଆଣ୍ଡ ରନ୍; ୩ ନାବାଳିକା ଗୁରୁତର September 10, 2024 Nirvay ବେଲପଡ଼ା ନୁନ୍ହାଡ଼ ଗାଁରେ ହିଟ୍ ଆଣ୍ଡ ରନ୍ ଘଟଣା ସାମ୍ନାକୁ ଆସିଛି। ୩ ନାବାଳିକାଙ୍କ ଉପରେ ନିଶାସକ୍ତ ଢାବା ମାଲିକ କାର୍ ଚଢ଼ାଇ ଦେଇଥିବା ଜଣାପଡିଛି । ଗୁରୁତର ଅବସ୍ଥାରେ ୩ ନାବାଳିକାଙ୍କୁ ବେଲପଡ଼ା ମେଡିକାଲ୍ରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣା…
ତାଜା ଖବର ରାଜନୀତି ରାଜ୍ୟ ଓଡ଼ିଶାରେ ଚାଲିବ ୩ ଟି ନୂତନ ବନ୍ଦେ ଭାରତ ; ଶୁଭାରମ୍ଭ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ କେନ୍ଦ୍ର ରେଳ ମନ୍ତ୍ରୀ September 10, 2024 Papirani ପୂର୍ବ ତଟ ରେଳବାଇର ମହାପ୍ରବନ୍ଧକ ଶ୍ରୀ ପରମେଶ୍ୱର ଫୁଙ୍କୱାଲ ଆଜି ବିଧାନସଭା କାର୍ଯ୍ୟାଳୟ ପ୍ରକୋଷ୍ଠଠାରେ କେନ୍ଦ୍ର ରେଳ ମନ୍ତ୍ରାଳୟ ପକ୍ଷରୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଆଗାମୀ ୧୫ ତାରିଖରେ ଯଶସ୍ବୀ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ହେଉଥିବା ବନ୍ଦେ ଭାରତ…
ତାଜା ଖବର ରାଜ୍ୟ ମାଲକାନଗିରିରେ ବନ୍ୟା ସ୍ଥିତି ନେଇ ବରିଷ୍ଠ ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ସୂଚନା September 10, 2024 Papirani ଲଗାଣ ବର୍ଷାରେ ଅଧିକ ପ୍ରଭାବିତ ହୋଇଥିବା ମାଲକାନଗିରିର ସ୍ଥିତି ନେଇ ବରିଷ୍ଠ ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ସୂଚନା । ସେ କହିଛନ୍ତି ମାଲକାନଗିରିରେ ଜଳବନ୍ଦୀରେ ଥିବା ୧୬୨ ଜଣଙ୍କୁ ଉଦ୍ଧାର କରିଛନ୍ତି ଓଡ୍ରାଫ ଓ ଅଗ୍ନିଶମ ବିଭାଗ । ସେଥିମଧ୍ୟରୁ ୫୪…
ତାଜା ଖବର ରାଜ୍ୟ ବିଲରେ କାମ କରୁଥିବା ବେଳେ ବଜ୍ରପାତ; ଦୁଇ ଚାଷୀ ମୃତ September 10, 2024 Papirani ବଜ୍ରପାତରେ ଦୁଇ ଜଣଙ୍କ ମୃତ୍ୟୁ । ବାରିପଦାର ବେତନଟୀ ବ୍ଲକ ଡୁମାପଦା ନିକଟ ଜମିରେ ଚାଷ ବେଳେ ବଜ୍ରପାତ । ଏହି ବଜ୍ରପାତରେ ଦୁଇ ଜଣ ଚାଷୀଙ୍କ ମୃତ୍ୟୁ ଘଟିଛି । ମୃତକମାନେ ହେଉଛନ୍ତି ବେତନଟୀ ଥାନା ଅଧୀନ ଭୁଡୁରୁବଣି ଗାଁର…
ତାଜା ଖବର ରାଜନୀତି ରାଜ୍ୟ ରେଭେନ୍ସାର ନାମ ପରିବର୍ତ୍ତନ ମଙ୍ଗଳମୟ ନୁହେଁ; ନାମକୁ ନେଇ ଏତେ ରାଗ କାହିଁକି : ସୌମ୍ୟରଞ୍ଜନ ପଟ୍ଟନାୟକ September 10, 2024 Papirani ରେଭେନ୍ସା ନାମ ପରିବର୍ତ୍ତନ ନେଇ ରାଜ୍ୟରେ ଦିନକୁ ଦିନ ତେଜୁଛି ରାଜନୀତି । ଆଜି ରେଭେନ୍ସା ନାମ ପରିବର୍ତ୍ତନ ନେଇ ପ୍ରତିକ୍ରିୟା ରଖିଛନ୍ତି ସୌମ୍ୟରଞ୍ଜନ ପଟ୍ଟନାୟକ । ପୁରାତନ ଛାତ୍ରଙ୍କୁ ନେଇ ଗଠିତ ରେଭେନ୍ସା ହେରିଟେଜ ଫୋରମର ସଦସ୍ୟ ସୌମ୍ୟରଞ୍ଜନ ପଟ୍ଟନାୟକ…
ତାଜା ଖବର ରାଜନୀତି ରାଜ୍ୟ ଗଭୀର ଅବପାତ ଯୋଗୁଁ ପ୍ରବଳ ବର୍ଷାରେ ହୋଇଥିବା କ୍ଷୟକ୍ଷତି ଓ ମୁକାବିଲା ସଂକ୍ରାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା September 10, 2024 Papirani ଆଜି ବିଧାନସଭା ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ହୋଇଥିବା କ୍ଷୟକ୍ଷତି ଓ ଏହାର ମୁକାବିଲା ପାଇଁ ନିଆଯାଇଥିବା ପଦକ୍ଷେପ ସମ୍ପର୍କ ରେ ସମୀକ୍ଷା କରିଛନ୍ତି । ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା…
ତାଜା ଖବର ରାଜ୍ୟ ସମୁଦ୍ର ପାଣିକୁ ପିଇବା ଯୋଗ୍ୟ କରିବା ପାଇଁ ରାଜ୍ୟକୁ ଆସିବ କମ୍ପାନି September 10, 2024 Papirani ଏଥର ପାନୀୟ ଜଳ ଭାବେ ସମୁଦ୍ର ପାଣି ପିଇପାରିବେ ରାଜ୍ୟବାସୀ । ଆଜି ବିଧାନସଭା ଗୃହରେ ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ରବି ନାୟକ ଏହିଭଲି ସୂଚନା ଦେଇଛନ୍ତି । ସେ କହିଛନ୍ତି ସମୁଦ୍ର ପାଣିକୁ ପିଇବା ଯୋଗ୍ୟ କରିବା…
ତାଜା ଖବର ରାଜ୍ୟ ରାଜ୍ୟରେ ବର୍ଷା ଓ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ September 10, 2024 Papirani ରାଜ୍ୟରେ ବର୍ଷା ଓ ବନ୍ୟା ସ୍ଥିତି ନେଇ ଏସଆରସିଙ୍କ କାର୍ଯ୍ୟାଳୟରେ ସମୀକ୍ଷା କରି ପ୍ରତିକ୍ରିୟା ଦେଇଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ସେ କହିଛନ୍ତି ଗଭୀର ଅବପାତ ଯୋଗୁଁ ରାଜ୍ୟର ସମସ୍ତ ଜିଲ୍ଲାରେ ବର୍ଷା ହୋଇଛି।…
ତାଜା ଖବର ରାଜ୍ୟ ଓଏସ୍ଏସ୍ଏସ୍ସି ଅଫିସ ଘେରିଲେ ଶହଶହ ପରୀକ୍ଷାର୍ଥୀ September 10, 2024 Papirani ଭୁବନେଶ୍ବର ସ୍ଥିତ ଓଏସ୍ଏସ୍ଏସ୍ସି ଅଫିସ ଘେରିଲେ ଶହଶହ ପରୀକ୍ଷାର୍ଥୀ । ସବଅର୍ଡିନେଟ ଷ୍ଟାଫ୍ ସିଲେକ୍ସନ କମିଶନ ତଥା ଓଟ୍ରିପଲ-ଏସସି ଦ୍ଵାରା ପ୍ରକାଶିତ କମ୍ବାଇନ୍ଡ ରିକ୍ରୁଟମେଣ୍ଟ ପରୀକ୍ଷାରେ ଅନିୟମିତତା ଅଭିଯୋଗରେ ଘେରାଉ କଲେ ପରୀକ୍ଷାର୍ଥୀ । ଫରେଷ୍ଟ ଗାର୍ଡ, ଫରେଷ୍ଟର ଓ ଲାଇଭ…