ତାଜା ଖବର ଦେଶ ରାଜ୍ୟ କେରଳ ଓ ତ୍ରିପୁରାକୁ ୫ କୋଟି ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରାଯିବ: ମୁଖ୍ୟମନ୍ତ୍ରୀ September 5, 2024 Nirvay ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କେରଳର ମୁଖ୍ୟମନ୍ତ୍ରୀ ଶ୍ରୀ ପିନାରାଇ ବିଜୟନ ଓ ତ୍ରିପୁରାର ମୁଖ୍ୟମନ୍ତ୍ରୀ ଶ୍ରୀ ମାନିକ ଶାହାଙ୍କ ସହିତ ଫୋନ ଯୋଗେ ଆଲୋଚନା କରି ଉଭୟ ରାଜ୍ୟରେ ପ୍ରାକୃତିକ ବିପର୍ଯ୍ୟୟ ଯୋଗୁଁ ଘଟିଥିବା କ୍ଷୟକ୍ଷତି ପାଇଁ ସମବେଦନା…
ତାଜା ଖବର ରାଜନୀତି ରାଜ୍ୟ ମହିଳା ଭୋଟବ୍ୟାଙ୍କ୍ କମିଯିବାରୁ ନବୀନ ବାବୁଙ୍କୁ ଭୟ ଘାରିଛି September 5, 2024 Nirvay ବାସ୍ତବରେ ୨୪ ବର୍ଷ ବିଜୁଜନତା ଦଳ ସରକାରରେ ଥିଲାବେଳେ ମହିଳାମାନଙ୍କୁ ଆର୍ଥିକ ସଶକ୍ତିକରଣ ପାଇଁ କିଛି କରିନଥିଲା । ବିଜେଡି ମୁଖିଆ ନବୀନ ବାବୁଙ୍କର ଦୀର୍ଘ ୨୪ବର୍ଷ ପରେ ହଠାତ୍ ମହିଳାଙ୍କ ପ୍ରତି ସମ୍ମାନ ଓ ସମ୍ବେଦନଶୀଳତା ଦେଖି ଆଶ୍ଚର୍ଯ୍ୟ ଲାଗୁଛି…
ତାଜା ଖବର ରାଜନୀତି ରାଜ୍ୟ ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତା ସମାବେଶ; ବିଜେପିର ମିଛକୁ ପର୍ଦ୍ଦାଫାସ କରିବାକୁ ଆହ୍ବାନ September 5, 2024 Nirvay ଶଙ୍ଖ ଭବନରେ ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତା ସମାବେଶ ଅନୁଷ୍ଠିତ ହୋଇଛି। ଜିଲ୍ଲାସ୍ତରୀୟ କର୍ମକର୍ତ୍ତା ଓ ରାଜ୍ୟ ନେତୃବୃନ୍ଦକୁ ସମ୍ବୋଧିତ କରିବା ଅବସରରେ ବିଜେପିର ମିଛକୁ ପର୍ଦ୍ଦାଫାସ କରିବାକୁ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ ଆହ୍ବାନ ଦେଇଛନ୍ତି।…
ତାଜା ଖବର ରାଜ୍ୟ ସୁଭଦ୍ରା କଲ ସେଣ୍ଟର ଉଦଘାଟିତ September 4, 2024 Nirvay ସୁଭଦ୍ରା କଲ୍ ସେଣ୍ଟର ଉଦ୍ଘାଟନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଓସିଏସିଠାରେ ଏହି କଲ ସେଣ୍ଟର ଉଦଘାଟିତ ହୋଇଛି । କଲ ସେଣ୍ଟର ଉଦଘାଟନ କରି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ା ସୂଚନା ଦେଇଛନ୍ତି ଯେ, ସର୍ବସାଧାରଣ ନିଜର ସୁବିଧା ବିଷୟରେ…
ତାଜା ଖବର ରାଜ୍ୟ ସୁଭଦ୍ରା ଫର୍ମକୁ ନେଇ ଦ୍ୱନ୍ଦ୍ୱ ଦୂର September 4, 2024 Nirvay ସୁଭଦ୍ରା ଯୋଜନାରେ ଫର୍ମ ଆବେଦନ ଆରମ୍ଭ ହେବାକୁ ଥିବା ବେଳେ ଦ୍ୱନ୍ଦ୍ୱ ଦୂର କଲେ ଜନସେବା କେନ୍ଦ୍ର କାର୍ଯ୍ୟକାରୀ ମୁଖ୍ୟ। ଘରେ ରହି ଅନଲାଇନରେ ଶୁଭଦଦ୍ରା ଯୋଜନାର ଆବେଦନ କରିପାରିବେନି ବୋଲି କହିଛନ୍ତି। କେବଳ ଜନ ସେବା, ମୋ ସେବା କେନ୍ଦ୍ରରେ…
ତାଜା ଖବର ରାଜ୍ୟ ପ୍ରଥମ ଥର ଉପମୁଖ୍ୟମନ୍ତ୍ରୀଙ୍କ ଫାର୍ମ ହାଉସରୁ ଦୁବାଇ ଗଲା ଡ୍ରାଗନ ଫଳ September 4, 2024 Nirvay ଉପମୁଖ୍ୟମନ୍ତ୍ରୀ ତଥା କୃଷି ମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଜଣେ ସଫଳ ଚାଷୀ । କନକ ବର୍ଦ୍ଧନ ସିଂଦେଓଙ୍କ ଫାର୍ମ ହାଉସରୁ ଦୁବାଇକୁ ଯାଇଛି ଡ୍ରାଗନ ଫଳ। ଶ୍ରୀ ସିଂଦେଓଙ୍କ ଫାର୍ମ ହାଉସରୁ ଉତ୍ପାଦିତ ଡ୍ରାଗନ ଫଳ ଓଡିଶାରୁ ପ୍ରଥମ ଥର…
ତାଜା ଖବର ରାଜ୍ୟ ଛାତ୍ର ସଂସଦ ନିର୍ବାଚନ ଦାବିରେ ବିକ୍ଷୋଭ September 4, 2024 Nirvay ଚଳିତ ବର୍ଷ ଛାତ୍ର ସଂସଦ ନିର୍ବାଚନ ଦାବିରେ ଛାତ୍ର କଂଗ୍ରେସ କର୍ମୀ ଆନ୍ଦୋଳକୁ ଓହ୍ଲାଇଛନ୍ତି । ଭୁବନେଶ୍ୱର ଲୋୟର ପିଏମଜିରେ ଛାତ୍ର କଂଗ୍ରେସ ଆନ୍ଦୋଳନ ଜାରି ରଖିଛନ୍ତି। ବିଧାନସଭା ଘେରାଉ ଉଦ୍ୟମ ବେଳେ ପୋଲିସ ସେମାନଙ୍କୁ ଅଟକାଇଥିଲା। ଆଇନଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ…
ତାଜା ଖବର ରାଜ୍ୟ ଝୋଟ ବ୍ୟାଗ୍ ଖର୍ଚ୍ଚ ୨୪୭ କୋଟି ! September 4, 2024 Nirvay ନିର୍ବାଚନ ପୂର୍ବରୁ ଗତ ବିଜେଡି ସରକାର ଝୋଟ ବ୍ୟାଗ୍ ବଣ୍ଟନ ପାଇଁ କେତେ ଟଙ୍କା ଖର୍ଚ୍ଚ କରିଥିଲେ ସେ ନେଇ ତଥ୍ୟ ଆସିଛି । ନିର୍ବାଚନ ପୂର୍ବରୁ ସରକାର ବାଣ୍ଟିଥିବା ଝୋଟ ବ୍ୟାଗ ଖର୍ଚ୍ଚର ତଥ୍ୟ ଶୁଣିଲେ ହୋସ ଉଡିଯିବ। ଝୋଟ…
ତାଜା ଖବର ରାଜ୍ୟ ଆଧାର ସଂଶୋଧନ ବେଳେ ଦଳାଚକଟା September 4, 2024 Nirvay ସୁଭଦ୍ରା ଯୋଜନାରେ ଆବେଦନ କରିବାକୁ ଆଧାର ସଂଶୋଧନ ପାଇଁ ସୋର ମୁଖ୍ୟ ପୋଷ୍ଟ ଅଫିସରେ ଠେଲାପେଲା ଓ ଦଳାଚକଟା ଦେଖିବାକୁ ମିଳିଛି । ରାତି ୪ଟାରୁ ଆସି ପୋଷ୍ଟ ଅଫିସ ଆଗରେ ଗହଳି ଲଗାଇଛନ୍ତି। ଦଳାଚକଟା ଯୋଗୁଁ ତୀବ୍ର ଅସନ୍ତୋଷ ପ୍ରକାଶ…
ତାଜା ଖବର ଦେଶ ୟୁପି ନକଲି ନୋଟ ରାକେଟ ଠାବ ଘଟଣାରେ ଓଡ଼ିଶା ଲିଙ୍କ September 4, 2024 Nirvay ଉତ୍ତର ପ୍ରଦେଶ ପ୍ରୟାଗରାଜସ୍ଥିତ ମଦ୍ରାସାରେ ଗତ ୨୮ ତାରିଖରେ ନକଲି ନୋଟ୍ ରାକେଟ୍ ଠାବହୋଇଥିବା ବେଳେ ଏଥିରେ ଓଡିଶା ଲିଙ୍କ ଥିବା ଜଣାପଡିଛି। ସନ୍ଦେହଜନକ ଗତିବିଧି ନେଇ ବିଶ୍ୱସ୍ତ ସୂତ୍ରରୁ ଖବର ପାଇବା ପରେ ପ୍ରୟାଗରାଜ ପୋଲିସ ଚଢ଼ଉ କରିଥିଲା। ରାକେଟ୍ରେ…