Day: 8 October 2024

୬,୦୧୫ ଭୋଟ ବ୍ୟବଧାନରେ ଜିତିଲେ ବିନେଶ ଫୋଗଟ୍‌

ହରିୟାଣା ୨୦୨୪ ବିଧାନସଭା ନିର୍ବାଚନର ଜିନ୍ଦ ଜିଲାର ହଟ୍‌ ସିଟ୍‌ ମଧ୍ୟରେ ରହିଥିବା ଜୁଲାନ ନିର୍ବାଚନ ମଣ୍ଡଳୀରେ କଂଗ୍ରେସ ଟିକେଟରେ ଲଢ଼ୁଥିବା ବିବାଦୀୟ କୁସ୍ତି ଯୋଦ୍ଧା ବିନେଶ ଫୋଗଟ୍‌ ବିଜୟୀ ହୋଇଛନ୍ତି। ପ୍ରାରମ୍ଭିକ ଟ୍ରେଣ୍ଡରେ ପଛରେ ଥିଲେ ବି ନିଜର ପ୍ରଥମ…

ପଦାର୍ଥ ବିଜ୍ଞାନ ପାଇଁ ନୋବେଲ ଘୋଷଣା; ୨ ବୈଜ୍ଞାନିକଙ୍କୁ ମିଳିବ ପୁରସ୍କାର

ଚଳିତ ବର୍ଷର ପଦାର୍ଥ ବିଜ୍ଞାନ (ଫିଜିକ୍ସ) ପାଇଁ ନୋବେଲ ପୁରସ୍କାର ଘୋଷଣା କରାଯାଇଛି। ଜନ୍. ହୋପଫିଲ୍ଡ ଓ ଜେଫ୍ରି ହିଣ୍ଟନଙ୍କୁ ମିଳିବ ଚଳିତ ବର୍ଷର ନୋବେଲ୍ । ରୟାଲ୍ ସ୍ୱିଡେସି ଏକାଡେମୀ ଅଫ୍ ସାଇନ୍ସେସ୍ ପକ୍ଷରୁ ଜନ୍ ଜେ ହପଫିଲ୍ଡ ଏବଂ…

କାଶ୍ମୀରରେ ଏନସି ଲହର; ଓମାର ଅବଦୁଲ୍ଲା ହେବେ ଜାମ୍ମୁ କାଶ୍ମୀର ମୁଖ୍ୟମନ୍ତ୍ରୀ

ଜାମ୍ମୁ କାଶ୍ମୀରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ ଓମାର ଅବଦୁଲ୍ଲା। ବିଧାନସଭା ନିର୍ବାଚନରେ ଏନ୍‌ସି ମେଣ୍ଟର ବିଜୟ ପରେ ହେଲା ଘୋଷଣା । ଶ୍ରୀନଗରରେ ଜାମ୍ମୁ କାଶ୍ମୀରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ନାମ ଘୋଷଣା କଲେ ଏନ୍‌ସି ମୁଖ୍ୟ ଫାରୁକ ଅବଦୁଲ୍ଲା । ସୂଚନା…

ଓପିଏସସି ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ ବରିଷ୍ଠ ଆଇପିଏସ ଅରୁଣ ଷଡ଼ଙ୍ଗୀ

ଓଡ଼ିଶା ଲୋକ ସେବା ଆୟୋଗ(ଓପିଏସସି) ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ୧୯୯୦ ବ୍ୟାଚର ଆଇପିଏସ୍‌ ଅରୁଣ କୁମାର ଷଡ଼ଙ୍ଗୀ । ୬ ବର୍ଷ ପାଇଁ ଆୟୋଗରେ ନିଜର ଦାୟିତ୍ୱ ତୁଲାଇବେ ଅରୁଣ ଷଡ଼ଙ୍ଗୀ। ଆଜି ଲୋକସେବା ଭବନ ସେ ଡଃ…

ହରିୟାଣାରେ କଂଗ୍ରେସକୁ ଶକ୍ତ ଧକ୍କା, ବିଜେପିକୁ ସ୍ପଷ୍ଟ ବହୁମତ

ହରିୟାଣାର ରାଜନୀତିରେ ପଲଟିଲା ଖେଳ । ନିର୍ବାଚନରେ ପ୍ରଥମ ପର୍ଯ୍ୟାୟ କଂଗ୍ରେସ ୬୫ ଟି ଆସନରେ ଆଗରେ ଥିବା ବେଳେ ଦ୍ଵିତୀୟ ପର୍ଯ୍ୟାୟରେ କଂଗ୍ରେସକୁ ଶକ୍ତ ଧକ୍କା ଲାଗିଛି । ବର୍ତ୍ତମାନ ହରିୟଣାରେ ୯୦ଟି ବିଧାନସଭାଭାରତୀୟ ଜନତା ପାର୍ଟି (ବିଜେପି) ୪୯…

ଚକଦର ପ୍ରକଳ୍ପ ବିରୋଧରେ ତେଜିଲା ଆନ୍ଦୋଳନ; ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ

କେନ୍ଦୁଝର ଜିଲ୍ଲା ତେଲକୋଇଠାରେ ପ୍ରସ୍ତାବିତ ଚକଦର ପ୍ରକଳ୍ପକୁ ବିରୋଧ କରି ଗତକାଲି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିଛନ୍ତି ଗ୍ରାମବାସୀ। ସମାକୋଇ ଚକଦର ପ୍ରକଳ୍ପ ସମନ୍ବୟ ସମିତି ତେଲକୋଇର ଆହ୍ବାନକ୍ରମେ ହଜାର ହଜାର ଅଞ୍ଚଳବାସୀ କେନ୍ଦୁଝର ଜିଲ୍ଲା ମୁଖ୍ୟାଳୟକୁ ଆସି ଏକ ଶୋଭାଯାତ୍ରାରେ…

ଆସନ୍ତାକାଲି ଦିନ ୧୨ଟା ପୂର୍ବରୁ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା: ଉପମୁଖ୍ୟମନ୍ତ୍ରୀ

ଆସନ୍ତାକାଲି ଅଥାତ୍ ୯ ତାରିଖ ( ବୁଧବାର) ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଦ୍ଵିତୀୟ ପର୍ଯ୍ୟାୟ ଟଙ୍କା ଦିଆଯିବ। ସୁଭଦ୍ରା ଟଙ୍କା ଆସିବ ବୋଲି ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସେ କହିଛନ୍ତି ଆସନ୍ତାକାଲି ଦିନ ୧୨ଟା ପୂର୍ବରୁ…

‘ନିର୍ଭୟ’ ପ୍ରଭାବ: ଶିକ୍ଷକ ଓ ଶିକ୍ଷୟତ୍ରୀଙ୍କ ବିରୋଧରେ ହେବ ତଦନ୍ତ

କଟକ ଜିଲ୍ଲା ମାହାଙ୍ଗା ମଣ୍ଡଳ ଶିକ୍ଷା ଅଧୂକାରୀଙ୍କ କାର୍ଯ୍ୟାଳୟ ଅଧାନରେ ଥିବା ଝାଡେଶ୍ବରପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କ ମନମାନି ଚାଲିଥିବା ଦେଖିବାକୁ ମିଳିଛି । ବିଦ୍ୟାଳୟରେ ପିଲାଙ୍କୁ ପାଠ ନପଢ଼ାଇ ମୋବାଇଲରେ ବ୍ୟସ୍ତ ରହୁଛନ୍ତି ଶିକ୍ଷକ ଓ…

ଆମାଜନରେ ମିଳିବ ଏନସିଇଆରଟି ପୁସ୍ତକ; ଦେଶବ୍ୟାପୀ ପ୍ରାୟ ୨୦ ହଜ ପିନ୍ କୋଡରେ ହେବ ଉପଲବ୍ଧ: ଧମେନ୍ଦ୍ର

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ସୋମବାର ଭାରତ ସରକାରଙ୍କ ଅଧୀନରେ ଥିବା ଏନସିଇଆରଟି ଏବଂ ଅନ୍ୟତମ ସର୍ବବୃହତ ଇ- କମର୍ସ ପ୍ଲାଟଫର୍ମ ଆମାଜନ ସେଲର୍ସ ପ୍ରାଇଭେଟ୍ ଲିମିଟେଡ୍ ମଧ୍ୟରେ ଲେଟର୍ ଅଫ୍ ଏନଗେଜମେଣ୍ଟ ( ଏଲଓଇ) ସ୍ବାକ୍ଷରିତ ହୋଇଛି…

ଭିଜିଲାନ୍ସ ଜାଲରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ବରିଷ୍ଠ ଅଧିକାରୀ

ପୁଣି ଭିଜିଲାନ୍ସ ହାତରେ ଧରାପଡିଲେ ଆଉ ଜଣେ ସରକାରୀ ବାବୁ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ବରିଷ୍ଠ ଅଧିକାରୀ ରମେଶ ଚନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି । ଭୁବନେଶ୍ୱର…